ପୁରୀ ଅଫିସ,୨୪।୭: ଘୋଷଯାତ୍ରା ସାରି ମହାପ୍ରଭୁ ଶ୍ରୀଜଗନ୍ନାଥ ଭଉଣୀ ଭାଇଙ୍କ ସହ ଶୁକ୍ରବାର ଶ୍ରୀମନ୍ଦିର ରତ୍ନସିଂହାସନକୁ ବିଜେ କରିଛନ୍ତି। ଶନିବାରଠାରୁ ପୁଣି ଶ୍ରୀମନ୍ଦିରରେ ନୀଳାଚଳ ଅବଢ଼ା ବାହାରିବ।…
ଭୁବନେଶ୍ୱର,୨୪।୭(ବ୍ୟୁରୋ): ହତ୍ୟା ଜଳଜଳ। ହେଲେ ଅଭିଯୋଗ ଓ ମୃତକଙ୍କ ପରିଚୟ ନ ଥିବାରୁ ପୂରା ଘଟଣା ରହସ୍ୟାବୃତ୍ତ ହୋଇଯାଉଛି। ଅନେକ ମାମଲାରେ ପୋଲିସ ମୃତକଙ୍କ ପରିଚୟ ନ…
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ସରକାରୀ ଚାକିରିରେ ନିଯୁକ୍ତି ପାଇଁ ସର୍ବାଧିକ ବୟସସୀମା ୪୨ ବର୍ଷ ଧାର୍ଯ୍ୟ କରାଯାଉ। ରାଜ୍ୟରେ ୨୧ ବର୍ଷର ନିରଙ୍କୁଶ ଶାସନ ପରେ ମଧ୍ୟ ଯୁବପିଢ଼ି…
ଭୁବନେଶ୍ୱର,୨୪।୭(ବ୍ୟୁରୋ): ଲୁଣାପାଣି ମାଛଚାଷ କ୍ଷେତ୍ରରେ ରାଜ୍ୟରେ ଉଲ୍ଲେଖନୀୟ ସଫଳତା ହାସଲ ହୋଇଛି। ଗତ ୧୦ ବର୍ଷ ମଧ୍ୟରେ ଉତ୍ପାଦନ ୭୪୭ ପ୍ରତିଶତ ବୃଦ୍ଧି ପାଇଛି ଏବଂ ଓଡ଼ିଶାରୁ…
ଲକ୍ଷ୍ନୌ,୨୪ ।୭: ଉତ୍ତର ପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାର ଶନିବାର ଦାବି କରିଛନ୍ତି ଯେ ତାଙ୍କ ମୁଖ୍ୟମନ୍ତ୍ରୀ କାଳରେ ଭାରତୀୟ ଜନତା ପାର୍ଟି(ଭାଜପା) ୬.୬୫ ଲକ୍ଷରୁ ଅଧିକ…
ମହାକାଳପଡ଼ା,୨୪।୭(ଡି.ଏନ୍.ଏ.): କେନ୍ଦ୍ରାପଡା ଜିଲା ମହାକାଳପଡ଼ା ବ୍ଲକ ଉପକୂଳ ଅଞ୍ଚଳର ଗହୀରମଥା ସାମୁଦ୍ରିକ ଅଭୟାରଣ୍ୟକୁ ପ୍ରତିବର୍ଷ ସାଇବେରିଆରୁ ବିଭିନ୍ନ ପ୍ରଜାତିର ବିଦେଶୀ ପକ୍ଷୀଙ୍କ ଆଗମନ କରିଥାନ୍ତି। ସାଧାରଣତଃ ଓଡ଼ିଶାରେ…
ଗୋପାଳପୁର,୨୪।୭(ଡି.ଏନ.ଏ.): ସମୁଦ୍ର ଜୁଆର ମାଡ଼ରେ ଗଞ୍ଜାମ ଜିଲା ଗୋଳନ୍ଥରା ଥାନା ରାମେୟାପାଟଣା ଗ୍ରାମର ପୁଣି ୧୧ ଘର ଗୁରୁବାର ଓ ଶୁକ୍ରବାର ଭାଙ୍ଗିଯାଇଛି। ଦିନକୁ ଦିନ ଏଭଳି…
ମାଲକାନଗିରି/କାଲିମେଳା,୨୪।୭(ଡି.ଏନ୍.ଏ.): ଆନ୍ଧ୍ର ସରକାର ସବୁବେଳେ ଓଡ଼ିଶା ବିରୋଧୀ ମନୋଭାବ ପ୍ରଦର୍ଶନ କରିଆସୁଛି। କୋଟିଆ ଅଧିବାସୀଙ୍କୁ ପ୍ରଭାବିତ କରି ନିର୍ବାଚନ କରିବା ହେଉ ଅବା ନିଜ କର୍ମଚାରୀ ପଠାଇ…
ଭୁବନେଶ୍ୱର, ୨୪।୭(ବ୍ୟୁରୋ): ଓଡ଼ିଶା ଲଳିତ କଳା ଏକାଡେମୀର ୩୯ତମ ପୁରସ୍କାର ପ୍ରଦାନ ଉତ୍ସବ ଶୁକ୍ରବାର ଏକାଡେମୀ ପରିସରରେ ଅନୁଷ୍ଠିତ ହୋଇଯାଇଛି। ଏହି ଅବସରରେ ୮ଜଣ ଚିତ୍ରଶିଳ୍ପୀଙ୍କୁ ‘ଓଡ଼ିଶା…
କଟକ ଅଫିସ, ୨୪।୭: ଚଳିତବର୍ଷ ଟୋକିଓ ଅଲିମ୍ପିକ୍ସରେ ଓଡ଼ିଶା ଚିତ୍ରଶିଳ୍ପୀଙ୍କ ଚିତ୍ରକଳା ପ୍ରଦର୍ଶନ ହେବ। ଏ ନେଇ ଇଣ୍ଡିଆନ କଣ୍ଟେମ୍ପୋରାରୀ ଆର୍ଟିଷ୍ଟ ଆସୋସିଏସନ ପକ୍ଷରୁ ଆନ୍ତର୍ଜାତିକ ଭର୍ଚୁଆଲ…