Home Left

ବାହୁଡ଼ା ଯାତ୍ରା ପାଇଁ ସୁରକ୍ଷା ବ୍ୟବସ୍ଥା କଡ଼ାକଡ଼ି: ବାହାର ଲୋକଙ୍କ ଉପରେ ନଜର ରଖିବ ୨୨ ଟିମ୍‌

ପୁରୀ ଅଫିସ,୧୯।୭: ବାହୁଡ଼ା ଯାତ୍ରା ପାଇଁ କଟକଣାକୁ କଡ଼ାକଡ଼ି କରାଯାଇଛି। ପୋଲିସର ପ୍ରସ୍ତୁତି ଓ କଟକଣା କାର୍ଯ୍ୟକାରୀ ସମ୍ପର୍କରେ ରବିବାର ଅତିରିକ୍ତ ପୋଲିସ ମହାନିର୍ଦ୍ଦେଶକ (ଆଇନ ଶୃଙ୍ଖଳା)…

5 years ago

ଜନ୍ମଦିନ, ଡେବ୍ୟୁ ମ୍ୟାଚ୍‌, ପ୍ରଥମ ବଲ୍‌ରେ ଛକା… ବିସ୍ଫୋରକ ବ୍ୟାଟିଂ କରି ଏକାଧିକ ରେକର୍ଡ କଲେ ଏହି କ୍ରିକେଟର

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷରେ ଭାରତ ପ୍ରଥମ ଦିନିକିଆ ଖେଲିବା ପୂର୍ବରୁ ଉଇକେଟକିପର ସଞ୍ଜୁ ସାମସନ୍‌ ଆହତ ହୋଇଥିଲେ। ଅଭ୍ୟାସ ସମୟରେ ଆହତ ହୋଇଥିବା ସାମସନ୍‌ ମ୍ୟାଚ୍‌ ଖେଳିବାରେ…

5 years ago

ଗୋଟିଏ ମ୍ୟାଚ୍‌ରେ ୬ ବଡ ରେକର୍ଡ କଲେ ଶିଖର ଧାଓ୍ବନ

କଲମ୍ବୋ,୧୯।୭: ଶିଖର ଧାୱନ ବିଜୟ ସହ ଅଧିନାୟକ ଭାବରେ ଡେବ୍ୟୁ କରିଛନ୍ତି। ତାଙ୍କ ଅଧିନାୟକତ୍ୱରେ ଟିମ ଇଣ୍ଡିଆ ପ୍ରଥମ ଦିନିକିଆରେ ଶ୍ରୀଲଙ୍କାକୁ ୭ ଉଇକେଟରେ ପରାସ୍ତ କରିଛି।…

5 years ago

ବ୍ରାହ୍ମଣ ଭୋଟ୍‌କୁ ମାୟାବତୀଙ୍କ ଲୋଭ

ଲକ୍ଷ୍ନୌ,୧୯ା୭: ଉତ୍ତରପ୍ରଦେଶରେ ଆସନ୍ତା ବର୍ଷ ହେବାକୁ ଥିବା ବିଧାନସଭା ନିର୍ବାଚନରେ ବ୍ରାହ୍ମଣଙ୍କ ଭୋଟକୁ ଲୋଭ କରିଛନ୍ତି ବହୁଜନ ସମାଜ ପାର୍ଟି ମୁଖ୍ୟ ମାୟାବତୀ। ଗଣମାଧ୍ୟମକୁ ସୂଚନା ଦେଇ…

5 years ago

ମହାପ୍ରଭୁଙ୍କ ସନ୍ଧ୍ୟା ଦର୍ଶନ ଆଜି

ପୁରୀ ଅଫିସ,୧୯ା୭: ଶ୍ରୀଗୁଣ୍ଡିଚା ମନ୍ଦିର ଆଡ଼ପ ମଣ୍ଡପରେ ମହାପ୍ରଭୁଙ୍କ ଲୀଳାଖେଳା ସରି ଆସୁଛି। ଆଉ ଦିନକ ପରେ ମଙ୍ଗଳବାର ଆଡ଼ପମଣ୍ଡପରୁ ଶ୍ରୀମନ୍ଦିର ଅଭିମୁଖେ ବାହୁଡ଼ିିବେ ଚତୁର୍ଦ୍ଧାମୂର୍ତ୍ତି। ସୋମବାର…

5 years ago

ପୃଥ୍ବୀ ‘ଥ୍ରୀ ଇନ୍‌ ଓ୍ବାନ୍‌’: ସେହ୍ବାଗ

କଲମ୍ବୋ,୧୯।୭: ଶ୍ରୀଲଙ୍କା ବିପକ୍ଷ ପ୍ରଥମ ଦିନିକିଆରେ ଭାରତୀୟ ଓପନର୍‌ ପୃଥ୍ବୀ ଶ’ଙ୍କ ଉଲ୍ଲେଖନୀୟ ବ୍ୟାଟିଂ ଦେଖିବାକୁ ମିଳିଥିଲା। ସେ ଆରମ୍ଭରୁ ଆକ୍ରମଣାତ୍ମକ ଆଭିମୁଖ୍ୟ ଗ୍ରହଣ କରି ବିସ୍ଫୋରକ…

5 years ago

ଜାମିଆରେ ହେବ ଡାନିଶ୍‌ଙ୍କ ସମାଧି

ନୂଆଦିଲ୍ଲୀ,୧୯ା୭: ଆଫଗାନିସ୍ତାନରେ ହତ୍ୟାର ଶିକାର ହୋଇଥିବା ପୁଲିଜର ପୁରସ୍କାରପ୍ରାପ୍ତ ଭାରତୀୟ ଫଟୋ ଜର୍ନାଲିଷ୍ଟ ଡାନିଶ୍‌ ସିଦ୍ଦିକିଙ୍କ ମୃତଦେହକୁ ନୂଆଦିଲ୍ଲୀର ଜାମିଆ କବରସ୍ଥାନରେ ସମାଧି ଦିଆଯିବ। ଏ ନେଇ…

5 years ago

କ୍ରିକେଟର ଏମିତି ଏକ ଲଜ୍ଜାଜନକ ରେକର୍ଡ: ଭାରତ କେବେ ମନେ ରଖିବାକୁ ଚାହିଁବ ନାହିଁ

କ୍ରିକେଟରେ ପ୍ରତି ମ୍ୟାଚ୍‌ରେ ଅନେକ ରେକର୍ଡ ତିଆରି ହୁଏ, ଅନେକ ରେକର୍ଡ ଭାଙ୍ଗେ ମଧ୍ୟ। କିନ୍ତୁ ଭାରତୀୟ ଦଳ ଆଜିର ଦିନ ଅର୍ଥାତ୍‌ ଜୁଲାଇ ୧୯, ୧୯୫୨ରେ…

5 years ago

ଆଜି ୫୮ ଜଣଙ୍କ ଜୀବନ ନେଲା କରୋନା, ଖୋର୍ଦ୍ଧାରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ରାଜ୍ୟରେ ଯଦିଓ କରୋନା ସଂକ୍ରମଣ କମିଛି କିନ୍ତୁ ମୃତ୍ୟୁରେ ବ୍ରେକ୍‌ ଲାଗୁନି। ଆଜି ସର୍ବାଧିକ ୫୮ ଜଣଙ୍କ ଜୀବନ ନେଇଛି କରୋନା। ଏନେଇ ରାଜ୍ୟ ସ୍ବାସ୍ଥ୍ୟ…

5 years ago

ଆଜି ରାଜ୍ୟରୁ ୧୬୪୮ ଆକ୍ରାନ୍ତ ଚିହ୍ନଟ,କଟକରୁ ସର୍ବାଧିକ

ଭୁବନେଶ୍ୱର,୧୯ା୭(ବ୍ୟୁରୋ): ସୋମବାର ରାଜ୍ୟରୁ ୧୬୪୮ ପଜିଟିଭ୍‌ ଚିହ୍ନଟ ହୋଇଛନ୍ତି। ଏହାକୁ ମିଶାଇ ରାଜ୍ୟରେ ବର୍ତ୍ତମାନ ମୋଟ୍‌ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୯,୫୫,୯୭୪ରେ ପହଞ୍ଚିଥିବା ରାଜ୍ୟ ସୂଚନା ଓ…

5 years ago