Home Left

ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କଲା ହାଇଦ୍ରାବାଦ ପୋଲିସ

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ଓଡ଼ିଶାରୁ ଅପରେଟ ହେଉଛି ସାଇବର ଠକେଇ ର଼୍ୟାକେଟ। ହାଇଦ୍ରାବାଦ ପୋଲିସ ଭୁବନେଶ୍ୱରରୁ ୫ଜଣଙ୍କୁ ଗିରଫ କରିବା ପରେ ଘଟଣା ପଦାକୁ ଆସିଛି। ମାନାପୁରମ୍‌ ଫାଇନାନ୍ସ ସଂସ୍ଥାରୁ…

5 years ago

୩୨ ଲକ୍ଷ ଶ୍ରମିକ ପାଇଲେ ୩୫୨ କୋଟି

ଭୁବନେଶ୍ୱର,୧୦ା୭(ବ୍ୟୁରୋ): ମହାତ୍ମା ଗାନ୍ଧୀ ଜାତୀୟ ଗ୍ରାମୀଣ ନିଶ୍ଚିତ କର୍ମନିଯୁକ୍ତି ଯୋଜନା (ଏମ୍‌ଜିଏନ୍‌ଆର୍‌ଇଜିଏସ୍‌)ରେ ନିୟୋଜିତ ଶ୍ରମିକମାନଙ୍କୁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଶୁକ୍ରବାର ଭିଡିଓ କନ୍‌ଫରେନ୍ସ ଜରିଆରେ ସ୍ବତନ୍ତ୍ର କୋଭିଡ୍‌…

5 years ago

ଭିତରକନିକାରେ ୮୧ କୁମ୍ଭୀର ବସା ଚିହ୍ନଟ

ରାଜନଗର, ୧୦ା୭(ଡି.ଏନ.ଏ.): ଭିତରକନିକା ଜାତୀୟ ଉଦ୍ୟାନରେ ଚଳିତବର୍ଷ ୮୧ଟି କୁମ୍ଭୀର ବସା ଚିହ୍ନଟ ହୋଇଛି। ଗତ ବର୍ଷ ୧୦୩ଟି କୁମ୍ଭୀର ବସା ଚିହ୍ନଟ ହୋଇଥିବା ବେଳେ ଚଳିତବର୍ଷ…

5 years ago

ତାଲିବାନ କବ୍‌ଜାରେ ୮୫% ଆଫଗାନିସ୍ତାନ

କାବୁଲ, ୧୦।୭: ଆଫଗାନିସ୍ତାନରୁ ଆମେରିକା ସୈନ୍ୟ ପ୍ରତ୍ୟାହାର କରୁଥିବାବେଳେ ସେଠାର ଉଗ୍ରପନ୍ଥୀ ସଂଗଠନ ତାଲିବାନ ପୁଣିଥରେ ସକ୍ରିୟ ହୋଇଉଠିଛି। ଏହାର ସଦସ୍ୟମାନେ ବିଭିନ୍ନ ଅଞ୍ଚଳ ଉପରେ ଆକ୍ରମଣ…

5 years ago

ଜବାବ ଦାଖଲ ଲାଗି ଭଦ୍ରକ, ଯାଜପୁର ଜିଲା ପ୍ରଶାସନର କ୍ଷେତ୍ର ଅନୁଧ୍ୟାନ

ଭଣ୍ଡାରିପୋଖରୀ,୧୦ା୭(ଡି.ଏନ.ଏ.): ବୈତରଣୀ ନଦୀଶଯ୍ୟାରେ ନିର୍ମାଣ ବିରୋଧରେ ଜାତୀୟ ଗ୍ରୀନ୍‌ ଟ୍ରିବ୍ୟୁନାଲ (ଏନ୍‌ଜିଟି) ରେ ଆଗତ ମାମଲାରେ ନୋଟିସ୍‌ର ଜବାବ ଦାଖଲ ପାଇଁ ଶୁକ୍ରବାର ଭଦ୍ରକ ଓ ଯାଜପୁର…

5 years ago

ପର୍ଯ୍ୟଟନ ସ୍ଥଳୀରେ ଗହଳି ଭୂତାଣୁକୁ ଆମନ୍ତ୍ରଣ: କେନ୍ଦ୍ର

ନୂଆଦିଲ୍ଲୀ, ୧୦।୭: ଦେଶରେ କୋଭିଡ୍‌ ସଂକ୍ରମଣ ହ୍ରାସ ପାଇବା ପରେ ସରକାର କଟକଣା କୋହଳ କରିଦେବାରୁ ଉତ୍ତରାଖଣ୍ଡ ଓ ହିମାଚଳପ୍ରଦେଶର ବିଭିନ୍ନ ପର୍ଯ୍ୟଟନ ସ୍ଥଳରେ ଲୋକଙ୍କ ପ୍ରବଳ…

5 years ago

କେନ୍ଦୁଝରରେ ହେବ ନର୍ସିଂ କଲେଜ

ଭୁବନେଶ୍ୱର,(ବ୍ୟୁରୋ)/କେନ୍ଦୁଝର,୧୦ା୭(ସ୍ବ.ପ୍ର./ଡି.ଏନ.ଏ.): କେନ୍ଦୁଝରରେ ଖୁବ୍‌ଶୀଘ୍ର ସରକାରୀ ମେଡିକାଲ କଲେଜ କାର୍ଯ୍ୟକ୍ଷମ ହେବାକୁ ଯାଉଛି। ଏଥିସହିତ ଏଠାରେ ଏକ ନୂଆ ନର୍ସିଂ କଲେଜ ଖୋଲାଯିବ ବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ…

5 years ago

ଏକକ ଦେଓ୍ବାନୀ ସଂହିତା ସପକ୍ଷରେ ଦିଲ୍ଲୀ ହାଇକୋର୍ଟ

ନୂଆଦିଲ୍ଲୀ, ୧୦।୭: ୟୁନିଫର୍ମ ସିଭିଲ୍‌ କୋଡ୍‌ ବା ଏକକ ଦେଓ୍ବାନୀ ସଂହିତାର ଆବଶ୍ୟକତାକୁ ଦିଲ୍ଲୀ ହାଇକୋର୍ଟ ସମର୍ଥନ ଜଣାଇଛନ୍ତି। ଦେଶରେ ସମସ୍ତଙ୍କ ପାଇଁ ସମାନ ନାଗରିକ ସଂହିତା…

5 years ago

ଜମ୍ମୁରେ ବଢ଼ିବ ୭ ଆସନ

ନୂଆଦିଲ୍ଲୀ/ଶ୍ରୀନଗର,୧୦ା୭: ୨୦୧୧ ଜନଗଣନା ଅନୁସାରେ ଜମ୍ମୁ-କଶ୍ମୀରର ସୀମା ପୁନଃ ନିର୍ଦ୍ଧାରଣ କରାଯିବ। ଏଥିରେ ସମଗ୍ର ଉପତ୍ୟକାର ୭ ବିଧାନସଭା ଆସନ ବୃଦ୍ଧି କରାଯିବ। ପାକିସ୍ତାନ-ଅଧିକୃତ କଶ୍ମୀର (ପିଓକେ)ର…

5 years ago

ନଦୀକୁ ଖସିଲା ଟ୍ରେନ୍‌

ଭୋପାଳ,୧୦।୭: ମଧ୍ୟପ୍ରଦେଶର ଅନୁପପୁର ନିକଟରେ ଶୁକ୍ରବାର ଅପରାହ୍ନ ୩ଟା ୩୦ରେ ଏକ ମାଲବାହୀ ଟେନ୍‌ ଦୁର୍ଘଟଣାଗ୍ରସ୍ତ ହୋଇଛି। ୫୯ ବଗି ବିଶିଷ୍ଟ କୋଇଲା ବୋଝେଇ ଟ୍ରେନ୍‌ ବିଳାସପୁରରୁ…

5 years ago