Home Left

ତୈଳ ଦର ୫୦ ଟଙ୍କା କମ କରିବାକୁ ହେଲେ ଭାଜପାକୁ ସମ୍ପୂର୍ଣ୍ଣ ରୂପେ ହରାଇବାକୁ ପଡିବ: ସଞ୍ଜୟ

ମୁମ୍ବାଇ,୪ ।୧୧: ଦେଶରେ ବୃଦ୍ଧି ପାଇ ଚାଲିଥିବା ତୈଳଦରକୁ କମ୍ କରିବାକୁ ଯାଇ ଶାସକ ଭରତୀୟ ଜନତା ପାର୍ଟି(ଭାଜପା) ସରକାର ଉତ୍ପାଦନ ଶୁଳ୍କ କମ୍ କରିବାର ଦ୍ୱିତୀୟ…

5 years ago

କୁକୁର ଖୁସି କହିଲେ ନ ସରେ, ପାଣି ଟ୍ୟାଙ୍କର ଦେଖି…

ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…

5 years ago

୧୨ବର୍ଷର ପୁଅଙ୍କୁ ନଦୀକୁ ଠେଲିଦେଲେ

ସୁରଟ,୪।୧୧: ବାପ ନିଜ ନାବାଳକ ପୁଅକୁ ନଦୀକୁ ଠେଲି ହତ୍ୟା କରିଛନ୍ତି। ଏଭଳି ଏକ ଚାଞ୍ଚଲ୍ୟକର ଘଟଣା ଗୁଜରାଟ ସୁରଟର ତାନପୁର ଅଞ୍ଚଳରେ ଘଟିଛି। ସୂଚନା ଯୋଗ୍ୟ,…

5 years ago

୬.୨ ଓଭରରେ ମ୍ୟାଚ୍‌ ଶେଷ

ଦୁବାଇ,୪।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ଅଷ୍ଟ୍ରେଲିଆ ୮ ଉଇକେଟରେ ବାଂଲାଦେଶକୁ ହରାଇ ଦେଇଛି। ତାହା ପୁଣି ୬.୨ ଓଭରରେ। ବଲ ବ୍ୟବଧାନରେ ଏହା…

5 years ago

ମହଙ୍ଗା ପଡ଼ିଲା ପୋଲିସ ଭ୍ୟାନରେ ଚୋରା କାଠ ଚାଲାଣ

ପାରଳାଖେମୁଣ୍ଡି,୪।୧୧: ଗଜପତି ଜିଲାରେ ପୋଲିସ ଭ୍ୟାନ୍‌ ଯୋଗେ କାଠ ଚୋରା ଚାଲାଣ ମାମଲାରେ ଅଟକ ଥିବା ୪ ପୋଲିସ କର୍ମଚାରୀଙ୍କୁ ବନ ବିଭାଗ ଗିରଫ କରି ଗୁରୁବାର…

5 years ago

ତୈଳ ଦର କମିବାର କାରଣ

ନୂଆଦିଲ୍ଲୀ,୪।୧୧: ଏକ ସପ୍ତାହ ଧରି କ୍ରମାଗତ ବୃଦ୍ଧି ପରେ ପେଟ୍ରୋଲ ଓ ଡିଜେଲ ଦର ହ୍ରାସ କରିବାକୁ ଘୋଷଣା କରିଥିଲେ କେନ୍ଦ୍ର ସରକାର। ଏହାପରେ ୧୦ ଭାଜପା…

5 years ago

ଟ୍ରକ୍‌ ଧକ୍କାରେ ଚାଲିଗଲା ଦମ୍ପତିଙ୍କ ଜୀବନ

ଝାରସୁଗଡ଼ା ଅଫିସ,୪।୧୧: ଝାରସୁଗଡ଼ା ଜିଲା ରେଙ୍ଗାଲି ଥାନା ଅଧୀନ ୪୯ ନମ୍ବର ଜାତୀୟ ରାଜପଥ କତରବଗା ନିକଟରେ ଗୁରୁବାର ଅପରାହ୍ନରେ ଏକ ୧୪ ଚକିଆ ମାଲ୍‌ ବୋଝେଇ…

5 years ago

ପ୍ରଧାନମନ୍ତ୍ରୀ ମୋଦିଙ୍କ କେଦାରନାଥ ଗସ୍ତ, ଦୀପାବଳି ଅବସରରେ ୮ କ୍ୱିଣ୍ଟାଲ ଫୁଲରେ ସଜା ହେଲା ମନ୍ଦିର

ଡେରାଡୁନ,୪ ।୧୧: ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ୫ ନଭେମ୍ବର ଅର୍ଥାତ୍ ଶୁକ୍ରବାର କେଦାରନାଥ ଗସ୍ତ କରିବାର କାର୍ଯ୍ୟକ୍ରମ ରହିଛି । ପ୍ରଧାନମନ୍ତ୍ରୀଙ୍କ ଗସ୍ତ ପୂର୍ବରୁ କେଦାରନାଥରେ ଯୋର…

5 years ago

ଲଗାତାର ଦ୍ୱିତୀୟ ଥର ପାଇଁ ୧୦୦ ଛୁଇଁ ପାରିଲାନି ବାଂଲାଦେଶ

ଦୁବାଇ,୪।୧୧: ଚଳିତ ଟି୨୦ ବିଶ୍ୱକପ୍‌ରେ ଅତ୍ୟନ୍ତ ନିମ୍ନମାନର ପ୍ରଦର୍ଶନ ଜାରି ରଖିଛି ବାଂଲାଦେଶ। ଗୁରୁବାର ଖେଳାଯାଇଥିବା ମ୍ୟାଚ୍‌ରେ ବାଂଲାଦେଶକୁ ମାତ୍ର ୭୩ ରନ୍‌ରେ ରୋକି ଦେଇଛି ଅଷ୍ଟ୍ରେଲିଆ।…

5 years ago

ରାଜଧାନୀରୁ ୨୩ ଲକ୍ଷ ଟଙ୍କାର ବ୍ରାଉନସୁଗାର ଜବତ, ୨ ଗିରଫ

ଭୁବନେଶ୍ୱର,୪ା୧୧(ବ୍ୟୁରେ): ମଞ୍ଚେଶ୍ୱର ଥାନା ଅନ୍ତର୍ଗତ ହାଇଟେକ୍‌ ଛକ ନିକଟରୁ ୨୭୩ ଗ୍ରାମ ବ୍ରାଉନସୁଗାର ଜବତ କରାଯାଇଛି। ଏଥିରେ ସମ୍ପୃକ୍ତ ଥିବା ୨ ଅଭିଯୁକ୍ତଙ୍କୁ ଗିରଫ କରାଯାଇଥିବା ବେଳେ…

5 years ago