Home Left

ଅନର କିଲିଂ: ସ୍ବାମୀଙ୍କୁ ହତ୍ୟା, ସ୍ତ୍ରୀଙ୍କୁ ଗୁଳି

ନୂଆଦିଲ୍ଲୀ,୨୫।୬: ଦ୍ୱାରକାର ଅମ୍ବରହାଇ ଗାଁରେ ଗୁରୁବାର ୨୩ ବର୍ଷୀୟ ବ୍ୟକ୍ତିଙ୍କୁ ଗୁଳି କରି ହତ୍ୟା କରାଯାଇଥିବା ବେଳେ ତାଙ୍କର ସ୍ତ୍ରୀ ଗୁରୁତର ହୋଇ ହସ୍ପିଟାଲରେ ଜୀବନ ସହ…

5 years ago

ଦାନ ମାଝିଙ୍କ ଝିଅ ମାଟ୍ରିକ ପାସ୍‌ କଲେ

ଭୁବନେଶ୍ୱର,୨୫।୬: ଓଡ଼ିଶା ମାଧ୍ୟମିକ ଶିକ୍ଷା ବୋର୍ଡ ପକ୍ଷରୁ ଶୁକ୍ରବାର ମାଟ୍ରିକ ପରୀକ୍ଷା ଫଳ ପ୍ରକାଶ ପାଇଛି। କଳିଙ୍ଗ ଇନ୍‌ଷ୍ଟିଚ୍ୟୁଟ୍‌ ଅଫ୍‌ ସୋସିଆଲ ସାଇନ୍‌ସେସ୍‌(କିସ୍‌)ରେ ପଢୁଥିବା ବହୁ ଚର୍ଚ୍ଚିତ…

5 years ago

ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉନି ବିରାଟ ବାହିନୀ

ନୂଆଦିଲ୍ଲୀ,୨୫।୬: ଅଭ୍ୟାସ ଅଭାବରୁ ବିଶ୍ୱ ଟେଷ୍ଟ ଚାମ୍ପିୟନଶିପ୍‌ ଫାଇନାଲରେ ପରାସ୍ତ ହେଲା ଟିମ୍‌ ଇଣ୍ଡିଆ। ତଥାପି ଅଭ୍ୟାସକୁ ଗୁରୁତ୍ୱ ଦେଉ ନାହିଁ ବିରାଟ କୋହଲିଙ୍କ ନେତୃତ୍ୱାଧୀନ ଦଳ।…

5 years ago

ଘରେ ପଶି ନାବାଳିକାଙ୍କୁ ବଳାତ୍କାର

ବୁଗୁଡ଼ା,୨୫ା୬: ଗଞ୍ଜାମ ଜିଲା ବୁଗୁଡ଼ା ଥାନା ଅଞ୍ଚଳରେ ଗୁରୁବାର ଜଣେ ୧୫ ବର୍ଷିୟା ନାବାଳିକାଙ୍କୁ ବଳାତ୍କାର କରାଯାଇଥିବା ଅଭିଯୋଗ ହୋଇଛି। ପୀଡ଼ିତାଙ୍କ ଏତଲା କ୍ରମେ ପୋଲିସ ଏକ…

5 years ago

କାର୍‌ରେ ପ୍ରେସ୍‌ ଲେଖି ଚାଲାଣ କରୁଥିଲେ କଫ ସିରପ୍‌

ବରଗଡ଼ ଅଫିସ୍‌,୨୫।୬: ପୋଲିସକୁ ଚଖ୍‌ମା ଦେବା ପାଇଁ କଫ ସିରପ୍‌ ଚାଲାଣରେ ବ୍ୟବହାର ହେଉଥିଲା ପ୍ରେସ୍‌ ଲେଖାଥିବା ଗାଡି। ବିଶେଷ ସୂତ୍ରରୁ ଖବର ପାଇ ଓଆର୦୨ବିଏଫ୍‌/୫୯୯୮ ନମ୍ବର…

5 years ago

ବୃଦ୍ଧଙ୍କ ଘରୁ ମିଳିଲା ୩,୭୮୭ ଖଣ୍ଡ ମଣିଷ ହାଡ଼

ମେକ୍ସିକୋ ସିଟି,୨୫।୬: ମେକ୍ସିକୋ ସହର ବାହାର ଅଞ୍ଚଳରେ ଏକ ସନ୍ଦିଗ୍ଧ ହତ୍ୟାକାରୀଙ୍କ ଘର ଚଟାଣ ଖୋଳା ହେବାରୁ ମିଳିଛି ୩,୭୮୭ ଖଣ୍ଡ ହାଡ଼। ଏହା ୧୭ ଜଣ…

5 years ago

୧ରୁ କାର୍ଯ୍ୟକ୍ଷମ ହେବ ବ୍ରହ୍ମପୁରର ଦ୍ୱିତୀୟ ପୋକ୍‌ସୋ କୋର୍ଟ

ବ୍ରହ୍ମପୁର ଅଫିସ,୨୫।୬: ବ୍ରହ୍ମପୁରରେ ଦ୍ୱିତୀୟ ପୋକ୍‌ସୋ କୋର୍ଟ ଆରମ୍ଭ ହେବ। ଜୁଲାଇ ୧ ତାରିଖରେ ଏହି କୋର୍ଟ ଉଦ୍‌ଘାଟିତ ହେବ। ପୂର୍ବରୁ ଗଞ୍ଜାମ ଜିଲାରେ ସ୍ବତନ୍ତ୍ର ପୋକ୍‌ସୋ…

5 years ago

କୋଭିଡ୍‌ ଭୟରେ ୫ ବର୍ଷର ଝିଅଙ୍କୁ ୧୫ ଥର ଭୁଷିଲେ ଛୁରି

ଲଣ୍ଡନ,୨୫।୬: କୋଭିଡ୍‌-୧୯ ଭୟରେ ୩୬ ବର୍ଷୀୟା ମହିଳା ଭାରତୀୟ ବଂଶଦ୍ଭୋବ ୟୁକେରେ ନିଜ ଘରେ ୫ ବର୍ଷର ଝିଅକୁ ଅତି ନିର୍ମମ ଭାବେ ହତ୍ୟା କରିଥିଲେ। ଏହି…

5 years ago

ଗ୍ରାହକ ସାଜି ନେଇଗଲେ ସୁନା ହାର

ସୋର,୨୫।୬: ବାଲେଶ୍ୱର ଜିଲା ସୋର ଥାନା ବଡ଼ଖୁରି ଛକରେ ଥିବା ଏକ ଜୁଏଲାରୀ ଦୋକାନରୁ ସୁନା ଅଳଙ୍କାର ଲୁଟ ହୋଇଛି । ଗ୍ରାହକ ବେଶରେ ଆସି ଜଣେ…

5 years ago

ମାସ୍କ ନ ପିନ୍ଧିବାରୁ ବ୍ୟାଙ୍କ୍‌ରେ ଗ୍ରାହକଙ୍କୁ ଗୁଳି

ବରେଲି,୨୫।୬: ମାସ୍କ ପିନ୍ଧି ନ ଥିବାରୁ ଜଣେ ଗ୍ରାହକଙ୍କୁ ଗୁଳି କରିଛନ୍ତି ଏକ ବ୍ୟାଙ୍କର ସିକ୍ୟୁରିଟି ଗାର୍ଡ। ଉତ୍ତର ପ୍ରଦେଶର ବରେଲି ଜିଲାରେ ଘଟିଛି ଏଭଳି ଘଟଣା।…

5 years ago