Home Left

୩୬ ହଜାର କୋଟି ଆୟ କରିପାରେ ବିସିସିଆଇ

ନୂଆଦିଲ୍ଲୀ, ୨୧ା୧୦: ଭାରତୀୟ କ୍ରିକେଟ କଣ୍ଟ୍ରୋଲ ବୋର୍ଡ (ବିସିସିଆଇ) ୨୦୨୩ରୁ ୨୦୨୭ ମଧ୍ୟରେ ଆଇପିଏଲ୍‌ (ଇଣ୍ଡିଆନ ପ୍ରିମିୟର ଲିଗ୍‌)ର ପ୍ରସାରଣ ଅଧିକାର ବାବଦରୁ ୫ ବିଲିୟନ ଆମେରିକୀୟ…

5 years ago

ବିଷାକ୍ତ ସାପର ବିଦେଶ ଯାତ୍ରା

ଏକ ସାପ ବିଦେଶ ଯାତ୍ରା କରିଛି। କଥାଟି ଆଶ୍ଚର୍ଯ୍ୟ ଲାଗୁଥିଲେ ମଧ୍ୟ ସତ। ଗୋଟିଏ ବିଷାକ୍ତ ସାପ ଭାରତରୁ ଇଂଲଣ୍ଡ ଯାତ୍ରା କରିଛି। ସାପଟି ଜାହାଜର ଏକ…

5 years ago

ଶାହରୁଖଙ୍କ ଘରେ ଚଢ଼ାଉ କରି ନ ଥିଲୁ

ନୂଆଦିଲ୍ଲୀ,୨୧।୧୦: ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ ପୁଅ ଆର୍ଯ୍ୟନଙ୍କୁ ଜେଲରେ ଭେଟିବା ପରେ ମନ୍ନତରେ ଗୁରୁବାର ପହଞ୍ଚିଥିଲା ନାର୍କୋଟିକ୍‌ କଣ୍ଟ୍ରୋଲ ବ୍ୟୁରୋ (ଏନ୍‌ସିବି)ର ଏକ ଦଳ। ମନ୍ନତରେ…

5 years ago

ପୋଲିସ ଭୟରେ ପିଇଲେ କୀଟନାଶକ

କଣ୍ଟାପଡା,୨୧।୧୦(ଡି.ଏନ୍‌.ଏ.): ଏକ ଅଭିଯୋଗର ତଦନ୍ତ ପାଇଁ ପୋଲିସ ଥାନାକୁ ଡାକିବାରୁ ଭୟରେ ଜଣେ ଯୁବକ ଗୁରୁବାର କୀଟନାଶକ ପିଇ ଦେଇଛନ୍ତି। ପରେ ତାଙ୍କର ମୃତ୍ୟୁ ଘଟିଛିି। ମୃତକ…

5 years ago

ଶିଶୁଙ୍କ ଟିକାକରଣ ପୂର୍ବରୁ ଦିଆଯିବ ସ୍ବତନ୍ତ୍ର ପ୍ରଶିକ୍ଷଣ

ଭୁବନେଶ୍ୱର,୨୧।୧୦(ବ୍ୟୁରୋ): ରାଜ୍ୟରେ ଶିଶୁମାନଙ୍କୁ କୋଭିଡ୍‌ ଟିକା ଦେବା ପାଇଁ ଶୁକ୍ରବାରଠାରୁ ପ୍ରସ୍ତୁତି ଆରମ୍ଭ ହେବ। ଗୁରୁବାର ପରିବାର କଲ୍ୟାଣ ନିର୍ଦ୍ଦେଶକ ତଥା ରାଜ୍ୟ ଟିକାକରଣ ନୋଡାଲ ଅଧିକାରୀ…

5 years ago

ଓସ୍କାର ଦୌଡ଼ରେ ‘ଶେରନୀ’, ‘ସର୍ଦ୍ଦାର ଉଧମ’

ମୁମ୍ବାଇ,୨୧।୧୦: ଆସନ୍ତା ବର୍ଷ ଓସ୍କାର ପାଇଁ ବଲିଉଡ୍‌ର ଦୁଇଟି ଫିଲ୍ମକୁ ଚୂଡ଼ାନ୍ତ କରାଯାଇଛି। ଶର୍ଟଲିଷ୍ଟ ହୋଇଥିବା ମୋଟ ୧୪ ଫିଲ୍ମ ତାଲିକାରେ ସ୍ଥାନ ପାଇଛି ବିଦ୍ୟା ବାଲନଙ୍କ…

5 years ago

ଓଲଟିଲା ଆମ୍ବୁଲାନ୍ସ

ପାରଳାଖେମୁଣ୍ଡି,୨୧ା୧୦(ଡି.ଏନ୍‌.ଏ.): ଗଜପତି ଜିଲା ଅଡବା ଥାନା ଅଧୀନ ମାଣ୍ଡିମେରା ବୁଲାଣି ରାସ୍ତାରେ ଗୁରୁବାର ଏକ ଆମ୍ବୁଲାନ୍ସ ଓଲଟି ୨ଜଣ ଆହତ ହୋଇଛନ୍ତି। ମିଳିଥିବା ସୂଚନା ମୁତାବକ, ରାୟଗଡ଼ା…

5 years ago

ଆରମ୍ଭ ହେଲା ‘ଓ ମାଇ ଗଡ ୨’ର ଶୁଟିଂ

ମୁମ୍ବାଇ: ମଧ୍ୟପ୍ରଦେଶର ଧର୍ମ ନଗରୀ ଉଜ୍ଜୟିନୀରେ ବଲିଉଡ୍ ମୁଭି ‘ଓ ମାଇ ଗଡ ୨’ ଫିଲ୍ମର ଶୁଟିଂ ଆରମ୍ଭ ହୋଇଥିବା ସୂଚନା ମିଳିଛି । ଅକ୍ଷୟ କୁମାରଙ୍କ…

5 years ago

ମୁମ୍ବାଇ ଜେଲ ବାହାରେ ଶାହରୁଖଙ୍କୁ ଘେରିଲେ କ୍ୟାମେରାମ୍ୟାନ

ମୁମ୍ବାଇ,୨୧।୧୦: ମୁମ୍ବାଇର ଆର୍ଥର ରୋଡ୍‌ ଜେଲ ବାହାରେ ଗୁରୁବାର ମଧ୍ୟାହ୍ନରେ ବଲିଉଡ୍‌ ସୁପରଷ୍ଟାର ଶାହରୁଖ ଖାନ ପହଞ୍ଚିବା ପରେ ତାଙ୍କୁ ଚାରି ଆଡ଼ୁ ଘେରି ଦେଇଥିଲେ କ୍ୟାମେରାମ୍ୟାନ।…

5 years ago

୬୪ରେ ପହଞ୍ଚିଲା ମୃତ୍ୟୁସଂଖ୍ୟା, ୭ ହଜାର କୋଟିର କ୍ଷତି

ଡେରାଡୁନ,୨୧।୧୦: ଉତ୍ତରାଖଣ୍ଡରେ ହୋଇଥିବା ବନ୍ୟା ଯୋଗୁ ମୃତ୍ୟୁ ସଂଖ୍ୟା ବର୍ତ୍ତମାନ ୬୪ରେ ପହଞ୍ଚିଛି। ଏବେବି ଅନେକ ଲୋକ ନିଖୋଜ ଥିବାରୁ ମୃତ୍ୟୁସଂଖ୍ୟା ବଢିବା ଆଶଙ୍କା କରାଯାଉଛି। କେନ୍ଦ୍ର…

5 years ago