ଯାଜପୁର ଅଫିସ,୩୧ା୫:ଧରିତ୍ରୀର ପୁରୀ ଜିଲା ପ୍ରତିନିଧି ଦତ୍ତାତ୍ରେୟ ନାୟକଙ୍କୁ ପୋଲିସର ଆକ୍ରମଣ ଘଟଣା ସମ୍ପର୍କରେ ଜାତୀୟ ମାନବାଧିକାର କମିଶନ (ଏନ୍ଏଚ୍ଆର୍ସି)ଙ୍କ ଦୃଷ୍ଟି ଆକର୍ଷଣ କରାଯାଇଛି। ଜାତୀୟ ମାନବାଧିକାର…
ଭୁବନେଶ୍ୱର,୩୧।୫(ବ୍ୟୁରୋ):ରାଜ୍ୟ ଖାଦ୍ୟ ଯୋଗାଣ ଓ ଖାଉଟି କଲ୍ୟାଣ ବିଭାଗ ପକ୍ଷରୁ ପାକ୍ସ/ଲ୍ୟାମ୍ପସ୍ ଜରିଆରେ ରବିଧାନ କିଣା ଆରମ୍ଭ ହୋଇଛି। ବର୍ତ୍ତମାନ ସୁଦ୍ଧା ୧୪ ଜିଲାରୁ ମୋଟ ୬୩,୮୨୭ଜଣ…
ଭୁବନେଶ୍ୱର,୩୧ା୫:କରୋନା କଟକଣା ଯୋଗୁ ବର୍ତ୍ତମାନ ଦେଶ ମଧ୍ୟରେ ଆର୍ଥତ୍କ କାର୍ଯ୍ୟକଳାପ ପ୍ରଭାବିତ ହୋଇଛି। ଏଭଳି ସ୍ଥିତିରେ ଅଟୋମୋବାଇଲ ଡିଲରଶିପ୍ଗୁଡ଼ିକ ମଧ୍ୟ ବନ୍ଦ ରହିଛି। ଏହି ଡିଲରଶିପ୍ଗୁଡିକୁ ଖୋଲିବାକୁ…
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ରାଜ୍ୟରେ ପାରଦ ଏବେ ପୁଣି ଉପରମୁହଁା ହେଲାଣି। ରବିବାର ୬ଟି ସହରରେ ତାପମାତ୍ରା ୪୦ ଡିଗ୍ରୀ ଉପରେ ରହିଛି। ଟିଟିଲାଗଡ଼ରେ ସର୍ବାଧିକ ୪୨ଡିଗ୍ରୀ ଥିବାବେଳେ…
ଭୁବନେଶ୍ୱର, ୩୧।୫(ବ୍ୟୁରୋ): ଚାଇନାରୁ ଓଡ଼ିଶା ଆସିଛି ଖାଲି ଅକ୍ସିଜେନ ସିଲିଣ୍ଡର। ସିଲିଣ୍ଡର ଧରି ଆସିଥିବା କାର୍ଗୋ ବିମାନଟି ରବିବାର ଭୁବନେଶ୍ୱର ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରରେ ପହଞ୍ଚତ୍ଛି।…
ଜୁନ୍ ୧୦ରେ ବର୍ଷର ପ୍ରଥମ ସୂର୍ଯ୍ୟପରାଗ: ଜାଣନ୍ତୁ କେଉଁ ରାଶି ଉପରେ କ’ଣ ପଡିବ ପ୍ରଭାବ ଚଳିତବର୍ଷର ପ୍ରଥମ ସୂର୍ଯ୍ୟପରାଗ ଜୁନ ୧୦ରେ ହେବ। ଏଥର ପୂର୍ଣ୍ଣ…
ପ୍ରତ୍ୟେକ ଦିନ ସୋସିଆଲ ମିଡିଆରେ କିଛି ନା କିଛି ନୂତନ ଭିଡିଓ ଏବଂ ଫଟୋ ଭାଇରାଲ ହେଉଛି। ସେଥିରୁ କେତେକ ଭିଡିଓ ଏବଂ ଫଟୋ ହସର ଖୋରାକ…
୨୦୧୭ରେ ଅନ୍ତର୍ଜାତୀୟ କ୍ରିକେଟରେ ଡେବ୍ୟୁ କରିଥିବା ଭାରତୀୟ ଉଇକେଟ କିପର ବ୍ୟାଟ୍ସମ୍ୟାନ ରିଷଭ ପନ୍ତ ସମସ୍ତ ତିନୋଟି ଫର୍ମାଟରେ ଟିମ ଇଣ୍ଡିଆରେ ନିଜର ସ୍ଥାନ ନିଶ୍ଚିତ କରିଛନ୍ତି।…
ଫ୍ଲୋରେନ୍ସ, ୩୦ା୫- ଇଟାଲିଆନ ଗ୍ରାଁ ପ୍ରି ଇଭେଣ୍ଟର ମୋଟୋ-୩ କ୍ୱାଲିଫାଇଂ ରେସ୍ବେଳେ ଦୁର୍ଘଟଣା ଯୋଗୁ ଚାଲିଯାଇଛି ସୁଇଜରଲାଣ୍ଡର ୧୯ ବର୍ଷୀୟ ବାଇକ୍ ରାଇଡର ଜାସନ ଡୁପାସ୍କ୍ବିଅର୍ଙ୍କ ଜୀବନ।…
ଅହମଦାବାଦ, ୩୦।୫: ବୟସ୍କଙ୍କ ପରେ ୧୨ରୁ ୧୮ ବର୍ଷ ବର୍ଗ ପିଲାଙ୍କଠାରେ ଜାଇଡସ୍ କାଡିଲା ପ୍ରସ୍ତୁତ ଜିକୋଭ୍-ଡି କୋଭିଡ୍ ଟିକାର କ୍ଲିନିକାଲ ପରୀକ୍ଷା ଜାରି ରହିଛି। କମ୍ପାନୀ…