ରାଞ୍ଚି,୭।୫: ଭାରତୀୟ କ୍ରିକେଟ୍ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନୀଙ୍କ ଘରକୁ ଏକ ନୂଆ ଅତିଥି ଆସିଛି। ଏନେଇ ତାଙ୍କ ସ୍ତ୍ରୀ ସୋସିଆଲ ମିଡିଆରେ ସୂଚନା…
ନୂଆଦିଲ୍ଲୀ,୭।୫: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟ ପୁଣି ଦ୍ରୁତ ଗତିରେ ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ତିନି ଲକ୍ଷରୁ ଅଧିକ ନୂତନ କରୋନା…
କାକଟପୁର,୭।୫(ଡି.ଏନ୍.ଏ.): କାକଟପୁର ବ୍ଲକ ଅନ୍ତର୍ଗତ କୁରୁଜଙ୍ଗ ପଞ୍ଚାୟତ ଚାରିଗାଁରେ ପାନୀୟଜଳ ସଙ୍କଟ ସୃଷ୍ଟି ହୋଇଛି। କୁରୁଜଙ୍ଗ ପଞ୍ଚାୟତର ବାମରା, କୁରୁମ, ପାଟ୍ଟଶାଣୀପୁର ଓ ଆଢୁଆଳ ଗ୍ରାମକୁ ନେଇ…
ପୁରୀ ଅଫିସ,୭।୫: ପୁରୀ ଜିଲାରେ କୋଭିଡ୍ ଟିକାକରଣରେ ଅବ୍ୟବସ୍ଥା ଦେଖିବାକୁ ମିଳିଛି। ଗୋଟିଏ ପଟେ ଜିଲାରେ ଦ୍ୱିତୀୟ ପର୍ଯ୍ୟାୟ ଟିକାକରଣ ବିଳମ୍ବ ଘଟୁଛି। ଅନ୍ୟପଟେ ଜନସାଧାରଣ ଟିକା…
ଭୁବନେଶ୍ୱର,୭।୫(ବ୍ୟୁରୋ): କମିଶନରେଟ ପୋଲିସର ଭୁବନେଶ୍ୱର ସହରାଞ୍ଚଳ ଜିଲା ପୋଲିସ ଅଧିକାରୀସ୍ତରରେ ଗୁରୁବାର ଏକ ଛୋଟଧରଣର ଅଦଳବଦଳ ହୋଇଛି। ଜୋନ୍-୩ ଏସିପିଭାବେ ଦାୟିତ୍ୱରେ ଥିବା ପ୍ରାଣକୃଷ୍ଣ ରାଉତଙ୍କୁ ଭୁବନେଶ୍ୱର…
କଟକ ଅଫିସ,୭।୫: କରୋନା ସଂକ୍ରମଣ ଯୋଗୁ ଦେଶର ବିଭିନ୍ନ ରାଜ୍ୟରେ ଅକ୍ସିଜେନ୍ ଅଭାବ ଦେଖାଦେଇଛି। ଏଭଳି ସ୍ଥିତିରେ ସାରା ଦେଶକୁ ମେଡିକାଲ ଅକ୍ସିଜେନ୍ ଯୋଗାଇଛି ଓଡ଼ିଶା। ୧୪…
ଭୁବନେଶ୍ୱର,୭।୫(ବ୍ୟୁରୋ): ରାଜ୍ୟରେ କରୋନା ସଂକ୍ରମଣକୁ ପ୍ରତିହତ କରିବା ପାଇଁ ଆସନ୍ତା ୮ରୁ ୧୬ତାରିଖ ମଧ୍ୟରେ ଶନିବାର ଓ ରବିବାର ଚାଲିବାକୁ ଥିବା ୧୧ଯୋଡି ସ୍ବତନ୍ତ୍ର ଟ୍ରେନ୍ ସେବା…
ଭୁବନେଶ୍ୱର,୭ା୫(ବ୍ୟୁରୋ): କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ଗୁରୁବାର ଭିଡିଓ କନ୍ଫରେନ୍ସ ମାଧ୍ୟମରେ ଓଡ଼ିଶାରେ ପରିଚାଳିତ କେନ୍ଦ୍ରୀୟ ରାଷ୍ଟ୍ରାୟତ୍ତ ଉଦ୍ୟୋଗ(ପିଏସ୍ୟୁ)ଗୁଡ଼ିକର ମୁଖ୍ୟ, ରାଜ୍ୟ ସରକାରଙ୍କ ଅଧିକାରୀ, ସ୍ବାସ୍ଥ୍ୟ ସଙ୍ଗଠନ, ବ୍ୟାଙ୍କିଙ୍ଗ୍…
ଭୁବନେଶ୍ୱର,୭ା୫(ବ୍ୟୁରୋ): ଦିନକୁ ଦିନ ରାଜ୍ୟରେ କରୋନା ସ୍ଥିତି ବିଗିଡ଼ିବାରେ ଲାଗିଛି। ଗୋଟିଏ ପଟେ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ି ଚାଲିଥିବା ବେଳେ ମୃତ୍ୟୁସଂଖ୍ୟା ମଧ୍ୟ ବଢ଼ିବାରେ ଲାଗିଛି। କରୋନା…