ମୁମ୍ବାଇ, ୨୦।୪: ଆଇପିଏଲରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍କେ) ନିଜ ତୃତୀୟ ମ୍ୟାଚ୍ରେ ରାଜସ୍ଥାନ ରୟାଲ୍ସକୁ ପରାସ୍ତ କରିଛି। ଏହି ମ୍ୟାଚ୍ରେ ଚେନ୍ନାଇ ଅଲରାଉଣ୍ଡର ରବିନ୍ଦ୍ର ଜାଡେଜା…
କଟକ ଅଫିସ, ୧୯ା୪: କଟକ ଓ ଭୁବନେଶ୍ୱରରେ ସ୍ବେରେଜ ସଫେଇବେଳେ ଶ୍ୱାସରୁଦ୍ଧ ହୋଇ ୪ ଜଣ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ଏହି ଘଟଣାରେ ସୋମବାର ହାଇକୋର୍ଟ ନିଜ…
ମୁମ୍ବାଇ, ୨୦।୪: ଆଇପିଏଲରେ ୨୦୨୧ରେ ପ୍ରଥମ ମ୍ୟାଚ୍ ହାରିବା ପରେ ଚେନ୍ନାଇ ସୁପର କିଙ୍ଗସ (ସିଏସ୍କେ) ପୁଣି ଟ୍ରାକ୍କୁ ଫେରିଛି। ଦିଲ୍ଲୀ କ୍ୟାପିଟାଲ୍ସ ବିପକ୍ଷ ପ୍ରଥମ ମ୍ୟାଚରେ…
ପୁରୀ ଅଫିସ,୨୦।୪: ନୂତନ ଏସ୍ଓପି (ଷ୍ଟାଣ୍ଡାର୍ଡ ଅପରେଟିଂ ପ୍ରୋସିଜିଓର) ଅନୁଯାୟୀ ସୋମବାର ଶ୍ରଦ୍ଧାଳୁମାନେ ଶ୍ରୀମନ୍ଦିରରେ ମହାପ୍ରଭୁଙ୍କ ଦର୍ଶନ କରିଛନ୍ତି। ଶ୍ରୀମନ୍ଦିର ଭିତରେ ଓ ବାହାରେ କଟକଣାକୁ କଡ଼ାକଡ଼ି…
ଜେନେଭା, ୨୦।୪: ଗରିବ ଦେଶଗୁଡ଼ିକୁ କୋଭିଡ୍ ଟିକା ଯୋଗାଣରେ ପାତରଅନ୍ତରକୁ ନେଇ ସ୍ବିଡେନର ଜଳବାୟୁ କର୍ମୀ ଗ୍ରେଟା ଥନ୍ବର୍ଗ ସମାଲୋଚନା କରିଛନ୍ତି। ଗରିବ ଦେଶଗୁଡ଼ିକୁ କରୋନା ଟିକା…
ହାଭାନା, ୨୦।୪: କ୍ୟୁବା କମ୍ୟୁନିଷ୍ଟ ପାର୍ଟି ନେତା ପଦରୁ ରାଉଲ କାଷ୍ଟ୍ରୋଙ୍କ ଅବସର ପରେ ସୋମବାର ଦଳ ମିଗୁଏଲ୍ ଡିଆଜ୍-କାନେଲଙ୍କୁ ନୂଆ ନେତା ବାଛିଛି। କମ୍ୟୁନିଷ୍ଟ ପାର୍ଟି…
ଭୁବନେଶ୍ୱର,୨୦।୪(ବ୍ୟୁରୋ): ରାଜ୍ୟରେ କୋଭିଡ୍-୧୯ ସଂକ୍ରମଣ ବଢ଼ିଚାଲିଛି। ଏହାକୁ ଦୃଷ୍ଟିରେ ରଖି ବିଜୁ ଜନତା ଦଳ(ବିଜେଡି) ଆସନ୍ତା ପିପିଲି ଉପନିର୍ବାଚନ ପାଇଁ ରାଜନୈତିକ ଶୋଭାଯାତ୍ରା ଓ ସଭାସମିତି ନ…
ଭୁବନେଶ୍ୱର, ୨୦।୪(ବ୍ୟୁରୋ): କରୋନା ସଂକ୍ରମଣ ବୃଦ୍ଧିକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପୂର୍ବରୁ ସୋମବାରଠାରୁ ସମସ୍ତ ଶିକ୍ଷାନୁଷ୍ଠାନ ବନ୍ଦ ରହିବାକୁ ଘୋଷଣା କରିଥିଲେ। ଏଥିସହ ପିଲାଙ୍କ ଶ୍ରେଣୀ…
ମୁମ୍ବାଇ, ୨୦।୪: ସାରା ଦେଶରେ କରୋନା ସଂକ୍ରମଣ ଦ୍ରୁତ ବେଗରେ ବଢ଼ିଚାଲିଛି। କୋଭିଡ୍ ସ୍ଥିତି ଉପରେ ଆଲୋଚନା ଲାଗି କେନ୍ଦ୍ର ସରକାର ପାର୍ଲାମେଣ୍ଟର ଦୁଇଦିନିଆ ସ୍ବତନ୍ତ୍ର ଅଧିବେଶନ…
ଲକ୍ଷ୍ନୌ, ୨୦ା୪: କରୋନା ସହ ଲଢ଼େଇରେ ଡାକ୍ତର, ସ୍ବାସ୍ଥ୍ୟକର୍ମୀ ପ୍ରମୁଖ ଯୋଦ୍ଧା ହୋଇଥିଲେ ହେଁ ସେମାନେ ମଧ୍ୟ ଭୂତାଣୁ କବଳରୁ ବାଦ୍ ପଡ଼ିନାହାନ୍ତି। ଆକ୍ରାନ୍ତଙ୍କୁ ଚିକିତ୍ସା ଯୋଗାଉଥିବା…