Home Left

ଆସନ୍ତା ୩ ବର୍ଷ ମଧ୍ୟରେ ୟୁରୋପୀୟ ଦେଶ ଭଳି ଭାରତର ରାସ୍ତା ହେବ ଚକାଚକ୍‌

ନୂଆଦିଲ୍ଲୀ,୨୬।୩: ଆଗାମୀ ୩ ବର୍ଷ ମଧ୍ୟରେ ଦେଶର ସବୁ ରାସ୍ତା ୟୁରୋପୀୟ ଦେଶ ଭଳି ଚକାଚକ ହେବ ବୋଲି କେନ୍ଦ୍ର ମନ୍ତ୍ରୀ ନିତିନ ଗଡକରୀ ପ୍ରତିଶ୍ରୁତି ଦେଇଛନ୍ତି।…

5 years ago

ଦୋସା ପ୍ରସ୍ତୁତ କରି ଲୋକଙ୍କୁ ଖାଇବାକୁ ଦେଉଛନ୍ତି ପ୍ରାର୍ଥୀ

ଚେନ୍ନାଇ,୨୬।୩: ତାମିଲନାଡୁ ବିଧାନସଭା ନିର୍ବାଚନ ପୂର୍ବରୁ ପ୍ରାର୍ଥୀମାନେ ଭୋଟରଙ୍କୁ ଆକୃଷ୍ଟ କରିବାକୁ ଚେଷ୍ଟା କରୁଛନ୍ତି। ଭୋଟରଙ୍କୁ ନିଜ ଆଡକୁ ଆଣିବା ପାଇଁ ପ୍ରାର୍ଥୀମାନେ ପ୍ରତିଦିନ ପ୍ରଚାର କରିବାର…

5 years ago

୧୨ ଘଣ୍ଟିଆ ଭାରତ ବନ୍ଦ ଆରମ୍ଭ: ଗାଜିପୁର ବର୍ଡରରେ ନାଚୁଛନ୍ତି କୃଷକ

ନୂଆଦିଲ୍ଲୀ,୨୬।୩: ସଂଯୁକ୍ତ କିଷାନ ମୋର୍ଚ୍ଚା ପକ୍ଷରୁ ଆଜି ୧୨ ଘଣ୍ଟିଆ ଭାରତ ବନ୍ଦ ଡାକରା ଦିଆଯାଇଛି। କେନ୍ଦ୍ର ସରକାର ଆଣିଥିବା ୩ କୃଷି ଆଇନ ବିରୋଧରେ ମୋର୍ଚ୍ଚା…

5 years ago

ପୋତି ହେଲାଣି ଡ୍ରେନ୍‌, ହଟାଯାଉନି ଅଳିଆ

ଜଟଣୀ,୨୬।୩(ଡି.ଏନ୍‌.ଏ): ସ୍ବଚ୍ଛ ଭାରତ କାର୍ଯ୍ୟକ୍ରମ ମାଧ୍ୟମରେ ଜଟଣୀ ସହରକୁ ସ୍ବଚ୍ଛ ଓ ସୁନ୍ଦର କରିବା ପାଇଁ ପଦକ୍ଷେପ ନିଆଯାଉଛି। ଏପରି କି, ଏଥିପାଇଁ ବିପୁଳ ଟଙ୍କା ଖର୍ଚ୍ଚ…

5 years ago

ପୁଣି ଛାନିଆ କଲାଣି କରୋନା: ଦିନକରେ ୫୯,୧୧୮ ସଂକ୍ରମିତ,୨୫୭ ମୃତ

ନୂଆଦିଲ୍ଲୀ,୨୬।୩: ଦେଶରେ କରୋନା ସଂକ୍ରମିତଙ୍କ ସଂଖ୍ୟା ପୁଣି ବୃଦ୍ଧି ପାଇବାରେ ଲାଗିଛି। ଗତ କିଛିଦିନ ହେବ ପ୍ରତିଦିନ ୫୦ ହଜାରରୁ ଅଧିକ ନୂତନ କରୋନା ମାମଲା ଆସୁଛି।…

5 years ago

ଜଳିଗଲା ୧୦ ବଖରା, ମହିଳା ଜୀବନ୍ତ ଦଗ୍ଧ

ପଦ୍ମପୁର,୨୬।୩(ଡି.ଏନ୍‌.ଏ.): ଭଦ୍ରକ ଜିଲା ବାସୁଦେବପୁର ବ୍ଲକର ଉଚୁଡ଼ିଆ ଗ୍ରାମରେ ଗୁରୁବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁରେନ୍ଦ୍ର ବାରିକ, ନରେନ୍ଦ୍ର ବାରିକ,ନିଶାକର ବାରିକ,ଗୌରାଙ୍ଗ ବାରିକଙ୍କର ୧୦…

5 years ago

ଦ୍ୱିତୀୟ ଦିନିକିଆ ପୂର୍ବରୁ ଇଂଲଣ୍ଡଙ୍କୁ ଲାଗିଲା ବଡ଼ ଝଟ୍‌କା

ପୁଣେ,୨୬।୩: ଭାରତ ଗସ୍ତରେ ଇଂଲଣ୍ଡ ସମସ୍ୟା ବଢିବାରେ ଲାଗିଛି। ଇଂଲଣ୍ଡ ପ୍ରଥମେ ଟେଷ୍ଟ ସିରିଜ ଏବଂ ତା’ପରେ ଟି -୨୦ ସିରିଜରେ ଭାରତଠାରୁ ପରାଜୟର ସାମ୍ନା କରିଛି।…

5 years ago

ଚିଲିକା: ୧୭ ହେକ୍ଟର ଚିଙ୍ଗୁଡ଼ି ଘେରି ଉଚ୍ଛେଦ

ବାଲୁଗାଁ,୨୬।୩(ଡି.ଏନ୍‌.ଏ.): ଖୋର୍ଦ୍ଧା ଜିଲା ଅଧୀନ ଚିଲିକାର ହାଟବରଡ଼ିଠାରୁ ନଈରୀ ମଧ୍ୟରେ ବେଆଇନ ଭାବେ ଗଢ଼ି ଉଠିଥିବା ୧୭ ହେକ୍ଟର ପରିବ୍ୟାପ୍ତ ଚିଙ୍ଗୁଡ଼ି ଘେରିକୁ ଗୁରୁବାର ପ୍ରଶାସନ ପକ୍ଷରୁ…

5 years ago

ଆଜି ଖେଳାଯିବ ଭାରତ-ଇଂଲଣ୍ଡ ଦ୍ୱିତୀୟ ମ୍ୟାଚ୍‌: ଜାଣନ୍ତୁ କେବେ, କେଉଁଠି, କେତେବେଳେ ଦେଖିବେ

ନୂଆଦିଲ୍ଲୀ,୨୬।୩: ପୁଣେର ଏମ୍‌ସିଏ ଷ୍ଟାଡିୟମରେ ଖେଳାଯାଇଥିବା ଦିନିକିଆ ସିରିଜର ପ୍ରଥମ ମ୍ୟାଚ୍‌ରେ ଇଂଲଣ୍ଡକୁ ୬୬ରନ୍‌ରେ ପରାସ୍ତ କରିଛି ଭାରତ। ୨୬ ମାର୍ଚ୍ଚ(ଶୁକ୍ରବାର) ସିରିଜର ଦ୍ୱିତୀୟ ମୁକାବିଲା ଖେଳାଯିବ।…

5 years ago

ବିଲୁପ୍ତି ପଥେ ତାଳପତ୍ର ଜାତକ

ଖୋର୍ଦ୍ଧା ଅଫିସ,୨୬।୩: ଭାରତୀୟ ସଂସ୍କୃତି, ପରମ୍ପରାରେ ତାଳପତ୍ରର ବହୁଳ ବ୍ୟବହାର ରହିଛି। ପ୍ରାଚୀନ କାଳରୁ ସଂସ୍କୃତି, ଶାସ୍ତ୍ରୀୟ ମତ ବିଚାର, ଗ୍ରନ୍ଥ ଆଦି ତାଳପତ୍ରରେ ଲେଖାଯାଇଛି। ମୁନିଋଷିମାନେ…

5 years ago