Home Left

ମିଥୁନଙ୍କୁ ମିଳିଲାନି ଟିକେଟ

କୋଲକାତା,୨୪ା୩:ପଶ୍ଚିମବଙ୍ଗ ନିର୍ବାଚନ ପାଇଁ ଭାଜପା ଏହାର ଶେଷ ପର୍ଯ୍ୟାୟ ପ୍ରାର୍ଥୀ ତାଲିକା ମଙ୍ଗଳବାର ଘୋଷଣା କରିଛି। ହେଲେ ନିକଟରେ ପଦ୍ମ ଧରିଥିବା ବଲିଉଡ୍‌ ଅଭିନେତା ମିଥୁନ ଚକ୍ରବର୍ତ୍ତୀଙ୍କୁ…

5 years ago

ମାତ୍ର ୩ ବର୍ଷରେ ବଦଳିଗଲା ଏହି କ୍ରିକେଟର୍‌ଙ୍କ ଭାଗ୍ୟ: ଡେବ୍ୟୁ ମ୍ୟାଚ୍‌ରେ ଭାଙ୍ଗିଲେ ୨୪ ବର୍ଷର ରେକର୍ଡ

ଅହମଦାବାଦ,୨୪।୩: କର୍ନାଟକର ଯୁବ ପେସର ପ୍ରସିଦ୍ଧ କ୍ରିଷ୍ଣାଙ୍କ ସ୍ବପ୍ନ ଶେଷରେ ପୂରଣ ହୋଇଛି। ଭାରତ ବନାମ ଇଂଲଣ୍ଡ ମଧ୍ୟରେ ଅନୁଷ୍ଠିତ ପ୍ର୍‌ଥମ ଏକଦିବସୀୟରେ କ୍ରିଷ୍ଣାଙ୍କୁ ଅନ୍ତର୍ଜାତୀୟ ଡେବ୍ୟୁ…

5 years ago

ନୂଆ ଷ୍ଟ୍ରେନ୍‌ରେ ୭୯୫ ସଂକ୍ରମିତ

ନୂଆଦିଲ୍ଲୀ, ୨୪ା୩: ବ୍ରିଟେନ, ଦକ୍ଷିଣ ଆଫ୍ରିକା, ବ୍ରାଜିଲରେ ଦେଖାଦେଇଥିବା କରୋନା ଷ୍ଟ୍ରେନରେ ଭାରତର ୭୯୫ ଜଣ ଆକ୍ରାନ୍ତ ହୋଇଛନ୍ତି। ଏ ନେଇ ସ୍ବାସ୍ଥ୍ୟ ମନ୍ତ୍ରଣାଳୟ ପକ୍ଷରୁ ମଙ୍ଗଳବାର…

5 years ago

ପୋଲିସ ସମେତ ୧୦ ମୃତ

ଓ୍ବାଶିଂଟନ୍‌, ୨୪ା୩: ଆମେରିକାର କଲରାଡୋ ରାଜ୍ୟରେ ଆତତାୟୀଙ୍କ ଗୁଳିରେ ସୋମବାର ଜଣେ ପୋଲିସ ଅଫିସରଙ୍କ ସମେତ ମୋଟ ୧୦ ଜଣଙ୍କ ମୃତ୍ୟୁ ଘଟିଛି। ଜଣେ ବନ୍ଧୁକଧାରୀ ବୋଲ୍ଡର…

5 years ago

ଗାନ୍ଧିଜୀଙ୍କ ଆଦର୍ଶରେ ଅନୁପ୍ରାଣିତ ହେବାକୁ ଆହ୍ବାନ

କଟକ ଅଫିସ, ୨୪ା୩: ମହାତ୍ମା ଗାନ୍ଧୀଙ୍କ ଓଡ଼ିଶା ଆଗମନର ଶତବାର୍ଷିକ ପାଳନ ଅବସରରେ କଟକ ଜିଲା ପ୍ରଶାସନ ପକ୍ଷରୁ ମଙ୍ଗଳବାର ସହରରେ ବିଭିନ୍ନ କାର୍ଯ୍ୟକ୍ରମ ଆୟୋଜନ କରାଯାଇଥିଲା।…

5 years ago

୧୫ ଦଗ୍ଧ, ୪୦୦ ନିଖୋଜ

କୋକ୍ସବାଜାର,୨୪ା୩: ବାଂଲାଦେଶର କୋକ୍ସ ବାଜାରସ୍ଥିତ ରୋହିଙ୍ଗ୍ୟା ଶରଣାର୍ଥୀ ଶିବିରରେ ସୋମବାର ଭୀଷଣ ଅଗ୍ନିକାଣ୍ଡ ଘଟିଛି। ଏଥିରେ ଅନୂ୍ୟନ ୧୫ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ ୪୦୦ରୁ ଊର୍ଦ୍ଧ୍ୱ ନିଖୋଜ…

5 years ago

ଶ୍ରୀମନ୍ଦିରରେ କଡ଼ାକଡ଼ି ହେବ କୋଭିଡ୍‌ କଟକଣା

ପୁରୀ ଅଫିସ,୨୪।୩: ରାଜ୍ୟରେ କରୋନାର ଦ୍ୱିତୀୟ ଲହର ଆରମ୍ଭ ହୋଇଯାଇଥିବାବେଳେ ଏହାକୁ ଦୃଷ୍ଟିରେ ରଖି ଶ୍ରୀମନ୍ଦିରରେ ସମ୍ପୂର୍ଣ୍ଣ କୋଭିଡ୍‌ କଟକଣା ଲାଗୁ କରାଯିବ। ମାସ୍କ, ସାନିଟାଇଜର ବ୍ୟବହାର…

5 years ago

ଅମ୍ଫନ ରିଲିଫ୍‌ ପାଣ୍ଠି ଆତ୍ମସାତ୍‌ କରିଛି ଟିଏମ୍‌ସି: ଶାହା

ଗୋସାବା,୨୪ା୩: ପଶ୍ଚିମବଙ୍ଗରେ ମମତା ବାନାର୍ଜୀ ସରକାର ଅମ୍ଫନ ରିଲିଫ୍‌ ପାଣ୍ଠିକୁ ଆତ୍ମସାତ୍‌‌ କରିଥିବା ସ୍ବରାଷ୍ଟ୍ରମନ୍ତ୍ରୀ ଅମିତ୍‌ ଶାହା ମଙ୍ଗଳବାର ଅଭିଯୋଗ ଆଣିଛନ୍ତି। ଗୋସାବାରେ ଭାଜପାର ଏକ ନିର୍ବାଚନୀ…

5 years ago

ସ୍ଥାନାନ୍ତର ପାଇଁ ମିଳୁନି ଜାଗା

ଭୁବନେଶ୍ୱର,୨୪ା୩(ବ୍ୟୁରୋ): ରାଜଧାନୀର ଛାତି ଉପରେ ରହିଛି ଝାରପଡ଼ା ସ୍ବତନ୍ତ୍ର ଜେଲ୍‌। ଏଠାରେ ବିଭିନ୍ନ ଅପରାଧରେ ସମ୍ପୃକ୍ତ ଅପରାଧୀମାନେ ରହୁଛନ୍ତି। ୧୯୬୪ ମସିହାରେ ଏହା ପ୍ରଥମେ ଏକ ସବ୍‌ଜେଲ…

5 years ago

‘କେବଳ ମୋଦିଙ୍କ ମିଛ କାରଖାନା ରହିବ’

କୋଲକାତା,୨୪ା୩: କେନ୍ଦ୍ର ସରକାର ସରକାରୀ ସଂସ୍ଥାଗୁଡ଼ିକୁ ବିକି ଦେଉଛନ୍ତି। କେବଳ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କ ‘ମିଛ କାରଖାନା’ ରହିବ ବୋଲି ମଙ୍ଗଳବାର ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସୁପ୍ରିମୋ…

5 years ago