ମାଲକାନଗିରି,୧୯ା୩: ବିଏସ୍ଏଫ୍ ଏଡିଜି ଡ. ଏସ୍.ଏଲ୍. ଥାଓସେନ୍ ଶୁକ୍ରବାର ମାଲକାନଗିରି ଜିଲା ବଣ୍ଡାଘାଟିର ଅଣ୍ଡ୍ରାହାଲ ଓ ମୁଦୁଲିପଡା ବିଏସ୍ଏଫ କ୍ୟାମ୍ପ ପରିଦର୍ଶନ କରିଥିଲେ। ଏପରି କି ସେ…
ଗୁଡ଼ାରି/ରାୟଗଡ଼ା ଅଫିସ,୧୯ା୩: ରାୟଗଡ଼ା ଜିଲା ଗୁଡ଼ାରିରେ ଶୁକ୍ରବାର ମାଓବାଦୀ ନାମରେ ୨ଟି ପୋଷ୍ଟର ଦେଖିବାକୁ ମିଳିଛି। ପୋଷ୍ଟରଟି ସ୍ଥାନୀୟ ବଂଶଧାରା ନଦୀ ବ୍ରିଜ୍(ବାଇନାଗୁଡ଼ା ଛକ) ନିକଟରେ ଲଗାଯାଇଛି।…
ୱାଶିଂଟନ/ନୂଆଦିଲ୍ଲୀ,୧୯।୩: ଆମେରିକାର ପ୍ରତିରକ୍ଷା ସଚିବ ଲୟଡ ଜେ ଅଷ୍ଟିନ ୩ ଦିନିଆ ଭାରତ ଗସ୍ତରେ ଆସି ଶୁକ୍ରବାର ଦିଲ୍ଲୀରେ ପହଞ୍ଚିଛନ୍ତି। ଏହି ଗସ୍ତ ସମୟରେ ଶନିବାର ଅଷ୍ଟିନ…
କ୍ରିକେଟ ଇତିହାସରେ ଜଣେ ଏଭଳି ଖେଳାଳି ଥିଲେ, ଯାହାଙ୍କୁ ଫାଶି ଦିଆଯାଇଥିଲା। ସେ ହେଲେ ଓ୍ବେଷ୍ଟଇଣ୍ଡିଜ ପକ୍ଷରୁ ୧୯୩୪ରୁ ୩୯ ମସିହା ପର୍ଯ୍ୟନ୍ତ ଖେଳିଥିବା ଲେସଲି ହିଲଟନ।…
ନୂଆପଡ଼ା ଅଫିସ,୧୯।୩ : ନୂଆପଡ଼ା ସଦର ବ୍ଲକ ସୀମାନ୍ତ ଅଞ୍ଚଳ ସିରିଗିଡି ଜଙ୍ଗଲରେ ନିଆଁ ଲାଗି ଜଙ୍ଗଲ ପୋଡ଼ି ଧ୍ୱଂସ ହେବାକୁ ବସିଲାଣି। ନିଆଁର ପ୍ରକୋପ ଏତେ…
ମିରଟ,୧୯ା୩: ଗତ ଫେବୃୟାରୀରେ ଉତ୍ତରପ୍ରଦେଶ ମିରଟରେ ଏକ ବିବାହ ଉତ୍ସବରେ ରୁଟିରେ ଛେପ ପକାଇ ଲୋକଙ୍କୁ ଖାଇବାକୁ ଦେଉଥିବା ଏକ ଭିଡିଓ ସାମ୍ନାକୁ ଆସିଥିଲା। ଅଭିଯୋଗ ପରେ…
ନୂଆଦିଲ୍ଲୀ,୧୯।୩ : ପଶ୍ଚିମବଙ୍ଗକୁ ଦୁର୍ଯ୍ୟଧନ, ଦୁଶାସନ ଦରକାର ନାହାନ୍ତି। ଏଭଳି କହି ଭାଜପାର ନେତୃତ୍ୱକୁ ସମାଲୋଚନା କରିଛନ୍ତି ପଶ୍ଚିମବଙ୍ଗ ମୁଖ୍ୟମନ୍ତ୍ରୀ ମମତା ବାନାର୍ଜୀ। ପୂର୍ବ ମେଦିନିପୁରର ଇଗ୍ରାଠାରେ…
ହେଲସିଙ୍କି (ଫିନଲାଣ୍ଡ),୧୯।୩ : ବିଶ୍ୱର ସବୁଠୁ ସୁଖୀ ଦେଶ ମାନ୍ୟତା ପାଇଛି ଫିନଲାଣ୍ଡ। ମହାମାରୀ ସତ୍ତ୍ୱେ କ୍ରମାଗତ ଚତୁର୍ଥ ଥର ପାଇଁ ଫିନଲାଣ୍ଡ ବଜାୟ ରଖିଛି ଏହି…
କେନ୍ଦୁଝର,୧୯ା୩ : କେନ୍ଦୁଝର ସହର ନୂଆସାହିରେ ରହୁଥିବା ଜଣେ ବିଚାରପତିଙ୍କ ଘରୁ ମୋବାଇଲ ଫୋନ ଓ ଲ୍ୟାପଟପ୍ ଚୋରି ହୋଇଛି। ଏନେଇ ଟାଉନ ଥାନାରେ ଅଭିଯୋଗ ପରେ…
କୋକସରା,୧୯।୩: କଳାହାଣ୍ଡି ଜିଲା କୋକସରା ବ୍ଲକ ଆମପାଣି ଥାନା ବଡକେନ୍ଦୁଗୁଡ଼ା ଗ୍ରାମରେ ଶୁକ୍ରବାର ଏକ ବନ୍ଦ କୋଠରିରୁ ଜଣେ ବିବାହିତା ମହିଳାଙ୍କ ମୃତଦେହ ଆମପାଣି ପୋଲିସ ଜବତ…