Home Left

ଖୋର୍ଦ୍ଧାରେ ବଢୁଛି ଚୋରା ବନ୍ଧୁକ କାରବାର

ଖୋର୍ଦ୍ଧା ଅଫିସ, ୩ା୩: ଖୋର୍ଦ୍ଧା ସହରରେ ବଢ଼ିଚାଲିଛି ଅପରାଧ। ଗତ ଦୁଇ ସପ୍ତାହ ମଧ୍ୟରେ ପୋଲିିସ ବିଭିନ୍ନ ମାମଲାରେ ୧୨ଜଣଙ୍କୁ ଗିରଫ କରିଥିବାବେଳେ ସେମାନଙ୍କଠାରୁ ୬ଟି ବନ୍ଧୁକ,…

5 years ago

ଜିଲାପାଳଙ୍କ ଅଫିସ୍‌ ଆଗରେ ଧାନବସ୍ତା ରଖି ଧାରଣା

ଖୋର୍ଦ୍ଧା ଅଫିସ,୩ା୩:  ଖୋର୍ଦ୍ଧା ଜିଲାରେ ଚଳିତ ବର୍ଷ ଖରିଫ ଧାନକିଣାରେ ବ୍ୟାପକ ଅବ୍ୟବସ୍ଥା ଲାଗି ରହିଛି। ଟୋକନ ପାଇ ସୁଦ୍ଧା ପଞ୍ଜୀକୃତ ଚାଷୀଙ୍କ ଧାନ ମଣ୍ଡିରେ ଉଠୁନି।…

5 years ago

ପାର୍ଥୋ ଦାସଗୁପ୍ତାଙ୍କୁ ଜାମିନ

ମୁମ୍ବାଇ, ୩ା୩: ଟେଲିଭିଜନ ରେଟିଂ ପଏଣ୍ଟ (ଟିଆର୍‌ପି) ଦୁର୍ନୀତି ମାମଲାରେ ଗିରଫ ହୋଇଥିବା ବ୍ରଡ୍‌କାଷ୍ଟ ଅଡିଏନ୍ସ ରିସର୍ଚ୍ଚ କାଉନସିଲ(ବିଏଆର୍‌ସି)ର ପୂର୍ବତନ ସିଇଓ ପାର୍ଥୋ ଦାସଗୁପ୍ତାଙ୍କୁ ମଙ୍ଗଳବାର ଜାମିନ…

5 years ago

ଓଡ଼ିଶାରେ ବନ୍ଦର କରିବ ବିହାର

ଭୁବନେଶ୍ୱର,୩ା୩(ବ୍ୟୁରୋ): ଓଡ଼ିଶା ଉପକୂଳରେ ବିହାର ସରକାର ଏକ ବନ୍ଦର ନିର୍ମାଣ କରିବାକୁ ଚାହୁଁଛନ୍ତି। ଏ ସମ୍ପର୍କିତ ଏକ ପ୍ରାଥମିକ ପର୍ଯ୍ୟାୟ ଆଲୋଚନା କରିବାକୁ ବିହାର ସରକାରଙ୍କ ଏକ…

5 years ago

ଗୁଜରାଟରେ ଭାଜପାକୁ ସଫଳତା

ନୂଆଦିଲ୍ଲୀ, ୩ ।୩: ଗୁଜରାଟର ୮୧ ମ୍ୟୁନିସିପାଲିଟି, ୩୧ ଜିଲା ପଞ୍ଚାୟତ ଏବଂ ୨୩୧ ତାଲୁକ ପଞ୍ଚାୟତରେ ହୋଇଥିବା ନିର୍ବାଚନର ମଙ୍ଗଳବାର ଭୋଟଗଣନା କରାଯାଇଛି। ସମସ୍ତ ନିର୍ବାଚନରେ…

5 years ago

ମୁକୁଳିଲେ ୨୭୯ ଅପହୃତା ଛାତ୍ରୀ

ଆବୁଜା, ୩ା୩: ନାଇଜେରିଆର ଉତ୍ତରପଶ୍ଚିମ ରାଜ୍ୟ ଜାମ୍‌ଫ୍ରାର ଏକ ବୋର୍ଡିଂ ସ୍କୁଲରୁ ଅପହରଣ ହୋଇଥିବା ୨୭୯ ଛାତ୍ରୀ ବନ୍ଧୁକଧାରୀଙ୍କ କବଳରୁ ମୁକୁଳିଛନ୍ତି। ଏ ନେଇ ଜାମ୍‌ଫ୍ରା ଗଭର୍ନର…

5 years ago

ଅଭିଯୁକ୍ତଙ୍କୁ ଆଜୀବନ ଜେଲ

ସମ୍ବଲପୁର,୩ା୩(ବ୍ୟୁରୋ): ସମ୍ବଲପୁର ଜିଲା ଫ୍ୟାମିଲି କୋର୍ଟରେ ଦୁଇବର୍ଷ ପୂର୍ବରୁ ଘଟିଥିବା ବହୁଚର୍ଚ୍ଚିତ ସଙ୍ଗୀତା ଚୌଧୁରୀ ହତ୍ୟାକାଣ୍ଡର ମଙ୍ଗଳବାର ରାୟ ପ୍ରକାଶ ପାଇଛି। ଜିଲା ଦୌରାଜଜ୍‌ ବିଭୂତି ନାରାୟଣ ମହାନ୍ତି…

5 years ago

ନିର୍ବାଚନୀ ରାଜ୍ୟକୁ ଯିବେ କୃଷକ ନେତା

ନୂଆଦିଲ୍ଲୀ, ୩ା୩: ଆଉ କିଛି ଦିନ ପରେ ବିଧାନସଭା ନିର୍ବାଚନ ହେବାକୁ ୫ ରାଜ୍ୟରେ ଭାଜପାକୁ ଲୋକେ ଭୋଟ ନ ଦେବାକୁ କୃଷକ ସଙ୍ଗଠନ ଭାରତୀୟ କିଷାନ…

5 years ago

ରଣକ୍ଷେତ୍ର ପାଲଟିଲା ସିନ୍ଧ ବିଧାନସଭା

ସିନ୍ଧ, ୩ା୩: ପାକିସ୍ତାନର ସିନ୍ଧ ବିଧାନସଭାରେ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନଙ୍କ ତେହରିକ୍‌-ଏ-ଇନ୍‌ସାଫ ପାର୍ଟି ନେତାଙ୍କ ମଧ୍ୟରେ ମାଡ଼ପିଟ୍‌ ହୋଇଛି। ଏହାକୁ ନେଇ କିଛି ସମୟ ବିଧାନସଭା ରଣକ୍ଷେତ୍ରରେ…

5 years ago

ପଶ୍ଚିମବଙ୍ଗରେ ଯୋଗୀ

କୋଲକାତା,୩।୩: ପଶ୍ଚିମବଙ୍ଗରେ ଭୋଟ ବ୍ୟାଙ୍କ ପାଇଁ ତୃଣମୂଳ କଂଗ୍ରେସ (ଟିଏମ୍‌ସି) ସରକାରଙ୍କ ତୁଷ୍ଟୀକରଣ ରାଜନୀତି କେବଳ ରାଜ୍ୟକୁ ନୁହେଁ, ସମଗ୍ର ଦେଶର ସୁରକ୍ଷା ଲାଗି ବିପଦ ସୃଷ୍ଟି…

5 years ago