ନବରଙ୍ଗପୁର/ନନ୍ଦାହାଣ୍ଡି,୨୦।୨: ନବରଙ୍ଗପୁର ଜିଲା ସରୁଗୁଡା ଗାଁରେ ଶୁକ୍ରବାର ରାତିରେ ଦୋକାନ ବନ୍ଦ କରି ଘରକୁ ଯାଉଥିବା ବ୍ୟବସାୟୀ ଓ ପାଖରେ ଥିବା କେତେଜଣ ଲୋକଙ୍କୁ ଡଙ୍ଗରଭେଜା ଫାଣ୍ଡି…
ସମ୍ବଲପୁର,୨୦ା୨(ବ୍ୟୁରୋ): ଜୀବନ ସଂଗ୍ରାମରେ ହାରିଯାଇଛନ୍ତି ସ୍ବାଧୀନତା ସଂଗ୍ରାମୀ ଦେବାନନ୍ଦ ଗୁପ୍ତା। ସମ୍ବଲପୁରର ବୁର୍ଲା ଭିମସାରରେ ଚିକିତ୍ସାଧୀନ ଅବସ୍ଥାରେ ୯୫ ବର୍ଷରେ ଶନିବାର ତାଙ୍କର ପରଲୋକ ଘଟିଛି। ଶେଷଶଯ୍ୟା…
ଚଣ୍ଡିଗଡ,୨୦।୨: ପଞ୍ଜାବ ମୁଖ୍ୟମନ୍ତ୍ରୀ କ୍ୟାପ୍ଟଟେନ୍ ଅମରିନ୍ଦର ସିଂ ଶନିବାର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦିଙ୍କୁ ଚିଠି ଲେଖିଛନ୍ତି। କୃଷକ ଆନ୍ଦୋଳନର ସମାଧାନର ବାଟ ବାହାର କରିବାକୁ ସେ ଚିଠିରେ…
ଖପ୍ରାଖୋଲ,୨୦ା୨: ବଲାଙ୍ଗୀର ଜିଲା ଖପ୍ରାଖୋଲ ବ୍ଲକ ଲୁହାସିଂହା ପଞ୍ଚାୟତ ଅଧୀନ ବାହାଲଭଟଲି ଗାଁର ଅସହାୟ ବୃଦ୍ଧ ବାବୁଲାଲ ପୁଟେଲ(୬୫)ଙ୍କ ଶୁକ୍ରବାର ରାତିରେ ମୃତ୍ୟୁ ଘଟିଥିଲା। ସେ ଅନ୍ୟ…
ଶ୍ରୀନଗର,୨୦।୨: ଜମ୍ମୁ-କଶ୍ମୀରରେ ହୋଇଥିବା ଆତଙ୍କବାଦୀ ଆକ୍ରମଣରେ ତିନି ଜଣ ପୋଲିସ ଶହୀଦ ହେବାର ଗୋଟିଏ ଦିନ ପରେ ପିଡିଏଫ ମୁଖ୍ୟ ମେହବୁବା ମୁଫତି ପାକିସ୍ତାନ ସହ ଆଲୋଚନା…
ବିଜୟୱାଡା,୨୦।୨: ଆନ୍ଧ୍ରପ୍ରଦେଶର ବିଜୟଓ୍ବାଡା ବିମାନ ବନ୍ଦରରେ ବିମାନ ଦୁର୍ଘଟଣା ହୋଇଛି। ୬୪ ଜଣ ଯାତ୍ରୀଙ୍କୁ ନେଇ ଏୟାର ଇଣ୍ଡିଆ ବିମାନ ବିଜୟୱାଡା ଅନ୍ତର୍ଜାତୀୟ ବିମାନବନ୍ଦରରେ ଅବତରଣ କରିବା…
ମେଲବୋର୍ନ,୨୦।୨:ଅଷ୍ଟ୍ରେଲୀୟ ଓପନ ଟେନିସ ଟୁର୍ନାମେଣ୍ଟର ମହିଳା ସିଙ୍ଗଲ୍ସ ଟାଇଟଲ ଶନିବାର ନାଓମି ଓସାକା ଜିତିଛନ୍ତି। ୨୩ ବର୍ଷୀୟ ଜାପାନୀ ଖେଳାଳି ଫାଇନାଲରେ ଜେନିଫର ବ୍ରାଡିଙ୍କୁ ୬-୪, ୬-୩…
ନୂଆଦିଲ୍ଲୀ,୨୦।୨: ବୃଦ୍ଧି ପାଉଥିବା ପେଟ୍ରୋଲ, ଡିଜେଲ, ଗ୍ୟାସ ଦରକୁ ନେଇ ଶନିବାର ଅର୍ଥମନ୍ତ୍ରୀ ର୍ନିମଳା ସୀତାରମଣ ମତ ପ୍ରକାଶ କରିଛନ୍ତି। ସେ କହିଛନ୍ତି, ତଳଦର ବୃଦ୍ଧି ଦେଶ…
ନୂଆଦିଲ୍ଲୀ,୨୦।୨: ଚଳିତ ବର୍ଷ ପାଞ୍ଚଟି ରାଜ୍ୟରେ ବିଧାନସଭା ନିର୍ବାଚନ ହେବାର ଅଛି। ରାଜ୍ୟଗୁଡ଼ିକ ହେଉଛି ଆସାମ, ପଶ୍ଚିମବଙ୍ଗ, ପୁଡୁଚେରୀ, ତାମିଲନାଡୁ ଏବଂ କେରଳ। ନିର୍ବାଚନ ଆୟୋଗଙ୍କ ଆଦେଶ…
ମୁମ୍ବାଇ,୨୦।୨: ପେଟ୍ରୋଲ-ଡିଜେଲର ମୂଲ୍ୟ ବୃଦ୍ଧି ନେଇ ମହାରାଷ୍ଟ୍ର କଂଗ୍ରେସ ମୁଖ୍ୟ ନାନା ପାଟୋଲେ ଅମିତାଭ ବଚ୍ଚନ ଏବଂ ଅକ୍ଷୟ କୁମାରଙ୍କୁ ଟାର୍ଗେଟ କରିଛନ୍ତି। ପାଟୋଲଙ୍କ ବିବୃତ୍ତି ପରେ…