Home Left

୧୯ ବର୍ଷ ପରେ ଗୋଧ୍ରା ଦଙ୍ଗା ମୁଖ୍ୟ ଅଭିଯୁକ୍ତ ଗିରଫ

ବଡ଼ୋଦରା, ୧୭ା୨: ଗୁଜରାଟର ପଞ୍ଚମହଲ ଜିଲା ଗୋଧ୍ରା ରେଳ ଷ୍ଟେଶନରେ ସାବରମତି ଏକ୍ସପ୍ରେସ୍‌ରେ ନିଆଁ ଲଗାଇବା ସହ ଦଙ୍ଗା ଭିଆଇଥିବା ରଫିକ୍‌ ହୁସେନ ଭଟୁକଙ୍କୁ ପୋଲିସ ଗିରଫ…

5 years ago

ପ୍ରଥମେ ଅବମାନନା, ପରେ ଅସ୍ବୀକାର

ନୂଆଦିଲ୍ଲୀ,୧୭ା୨: ଆଟର୍ନି ଜେନେରାଲ କେ.କେ. ବେଣୁଗୋପାଳଙ୍କ ଅସହମତି ସତ୍ତ୍ୱେ ସୁପ୍ରିମକୋର୍ଟ ପୁଣି ଥରେ କେତେକ ଟୁଇଟ୍‌କୁ ବିଚାରକୁ ନେଇ ନିଜଆଡ଼ୁ ଏକ ଆପରାଧିକ ଅବମାନନା ମାମଲା ରୁଜୁ…

5 years ago

ରଥକାଠ ପୂଜାର୍ଚ୍ଚନା

ପୁରୀ ଅଫିସ,୧୭।୨:ପବିତ୍ର ଶ୍ରୀପଞ୍ଚମୀରେ ମଙ୍ଗଳବାର ମହାପ୍ରଭୁଙ୍କ ରଥଯାତ୍ରା ପାଇଁ ରଥକାଠ ପୂଜାର୍ଚ୍ଚନା କରାଯାଇଛି। ଶ୍ରୀନଅର ସମ୍ମୁଖ ଶ୍ରୀମନ୍ଦିର କାର୍ଯ୍ୟାଳୟ ସମ୍ମୁଖରେ ଏହି ପୂଜାର୍ଚ୍ଚନା ସମ୍ପନ୍ନ ହୋଇଛି। ନୟାଗଡ଼…

5 years ago

ଜାତୀୟ ବଜାରରେ ମିଳିବ କୁଚିଣ୍ଡା ଲଙ୍କାଗୁଣ୍ଡ

ସମ୍ବଲପୁର,୧୭ା୨(ବ୍ୟୁରୋ):କେବଳ ରାଜ୍ୟରେ ନୁହେଁ ଜାତୀୟ ବଜାରରେ ଉପଲବ୍ଧ ହେବ କୁଚିଣ୍ଡା ଲଙ୍କାଗୁଣ୍ଡ। ଏନେଇ ସମ୍ମିଳିତ ଉଦ୍ୟମ ଆରମ୍ଭ ହୋଇଛି। ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡରେ ପ୍ରଚୁର ଲଙ୍କା…

5 years ago

କୋଟିଆକୁ ନେଇ ଥମୁନି କାଦୁଅ ଫିଙ୍ଗା

ଭୁବନେଶ୍ୱର, ୧୭ା୨(ବ୍ୟୁରୋ): କୋରାପୁଟର କୋଟିଆ ସମେତ ଓଡ଼ିଶାର କେତେକ ସୀମାନ୍ତ ଜିଲାରେ ଆନ୍ଧ୍ର ସରକାର ନିର୍ବାଚନ କରାଇବା ପ୍ରସଙ୍ଗରେ ଆରୋପ ପ୍ରତ୍ୟାରୋପ ଥମିବାର ନଁା ଧରୁନି। ଏହି…

5 years ago

ରାଜ୍ୟ ଉପରେ ଦୋଷ ଲଦିଲା ରେଲଓ୍ବେ ବୋର୍ଡ

ଗୁଣପୁର,୧୭ା୨(ଡି.ଏନ୍‌.ଏ.):ଫେବୃୟାରୀ ୧ରେ ଉପସ୍ଥାପିତ ସାଧାରଣ ବଜେଟରେ ରାୟଗଡ଼ା ଜିଲା ଗୁଣପୁର-ଥେରୁବାଲି ରେଳପଥ ପାଇଁ ୧ହଜାର ଟଙ୍କା ମଞ୍ଜୁର ନେଇ ଘୋଷଣା କରିଥିଲେ। ଏହାକୁ ନେଇ ଅଞ୍ଚଳରେ ଅସନ୍ତୋଷ…

5 years ago

୧୮ରୁ ଚନ୍ଦ୍ରଭାଗା ପଡ଼ିଆରେ ୧୪୪ ଧାରା

ପୁରୀ ଅଫିସ, ୧୭।୨:ଚଳିତବର୍ଷ ସୀମିତ ସଂଖ୍ୟକ ଲୋକଙ୍କୁ ନେଇ କୋଭିଡ୍‌ କଟକଣା ମଧ୍ୟରେ ଚନ୍ଦ୍ରଭାଗା ମାଘ ମେଳା ଆୟୋଜନ ହେବ। ଜନସମାଗମ ଯୋଗୁ କରୋନା ସଂକ୍ରମଣର ଆଶଙ୍କା…

5 years ago

ଆଜି ବିଧାୟକ ଦଳ ବୈଠକ

ଭୁବନେଶ୍ୱର, ୧୭ା୨(ବ୍ୟୁରୋ): ବିଧାନସଭା ବଜେଟ ଅଧିବେଶନ ଆସନ୍ତା ୧୮ ତାରିଖରୁ ଆରମ୍ଭ ହେବ। ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ରଙ୍କ ଅଧ୍ୟକ୍ଷତାରେ ପୂର୍ବାହ୍ନ ୧୧ଟା ୩୦ରେ ଗୃହ କାର୍ଯ୍ୟ…

5 years ago

‘ଶକ୍ତି କ୍ଷେତ୍ରରେ ସନ୍ତୁଳନ ପାଇଁ ମଡେଲ ତିଆରି ଚାଲିଛି’

ଭୁବନେଶ୍ୱର,୧୭ା୨(ବ୍ୟୁରୋ):ଶକ୍ତି କ୍ଷେତ୍ରରେ ଉପଲବ୍ଧି ଏବଂ ଦରରେ ସନ୍ତୁଳନ ଆଣିବା ଲାଗି ଭାରତ ଊର୍ଜା ନ୍ୟାୟର ଏକ ବିଶ୍ୱସ୍ତରୀୟ ମଡେଲ ତିଆରି କରୁଛି। ସବୁଜ ଶକ୍ତି ରୂପାନ୍ତର ପାଇଁ…

5 years ago

ମହାପ୍ରଭୁଙ୍କୁ ୨.୫ କୋଟିର ଅଳଙ୍କାର

ପୁରୀ ଅଫିସ,୧୭।୨: ବସନ୍ତପଞ୍ଚମୀ ତଥା ରଥକାଠ ଅନୁକୂଳ ଅବସରରେ ମଙ୍ଗଳବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ଶ୍ରୀମନ୍ଦିରକୁ ଜନୈକ ଭକ୍ତ ୮କିଲୋରୁ ଊର୍ଦ୍ଧ୍ୱ ଓଜନର ସୁନା ଓ ରୁପା ଅଳଙ୍କାର…

5 years ago