Home Left

ଗଞ୍ଜାମ ବ୍ଲକରେ ଅଗ୍ନିକାଣ୍ଡ: ଜଳିଗଲା ୬ ବଖରା

ଗଞ୍ଜାମ, ୨୬।୧(ଡି.ଏନ୍‌.ଏ.): ଗଞ୍ଜାମ ଜିଲା ଗଞ୍ଜାମ ବ୍ଲକ ପୋଇରାଶି ଗ୍ରାମରେ ସୋମବାର ବିଳମ୍ବିତ ରାତିରେ ଅଗ୍ନିକାଣ୍ଡ ଘଟିଛି। ଏଥିରେ ୬ଟି ବଖରା ସମ୍ପୂର୍ଣ ଜଳିଯାଇଛି l ଖବର…

5 years ago

ବଦଳିଗଲା ପେସା

ପାଠ ପଢ଼ା ସମୟରେ ସମସ୍ତେ କିଛି ନା କିଛି ଲକ୍ଷ୍ୟ ରଖତ୍ ସେହି ଅନୁଯାୟୀ ନିଜକୁ ପ୍ରସ୍ତୁତ କରିଥାନ୍ତି ା କେତେଜଣ ନିଜ ଲକ୍ଷ୍ୟସ୍ଥଳରେ ପହଞ୍ଚିଥାନ୍ତି ତ…

5 years ago

ପୂଜାରାଙ୍କୁ ଚ୍ୟାଲେଞ୍ଜ୍‌ ଦେଲେ ଅଶ୍ୱିନ୍‌: ଏମିତି କରିଦେଲେ ଫାଳେ ନିଶ କାଟିଦେବି

ଭାରତୀୟ କ୍ରିକେଟ୍‌ ଦଳର ଷ୍ଟାର୍‌ ସ୍ପିନର୍‌ ରବିଚନ୍ଦ୍ରନ ଅଶ୍ୱିନ୍‌ ନିଜ ସାଥୀ ଖେଳାଳି ଚେତେଶ୍ୱର ପୂଜାରାଙ୍କୁ ଏକ ଚ୍ୟାଲେଞ୍ଜ ଦେଇଛନ୍ତି। ଆଗାମୀ ଇଂଲଣ୍ଡ ବିପକ୍ଷ ସିରିଜ୍‌ରେ ଯଦି…

5 years ago

ଫଳ ଚୋପାରୁ ସୌନ୍ଦର୍ଯ୍ୟ

ମହିଳାମାନେ ସୌନ୍ଦର୍ଯ୍ୟ ବୃଦ୍ଧି ପାଇଁ ବିଭିନ୍ନ ପ୍ରକାରର ରାସାୟନିକ ପ୍ରସାଧନ ସାମଗ୍ରୀ ବ୍ୟବହାର କରିଥାନ୍ତି କିନ୍ତୁ ପ୍ରାକୃତିକ ଉପାୟରେ କିଭଳି ବିଭିନ୍ନ ପ୍ରକାରର ଫଳ ଚୋପାରୁ ବି…

5 years ago

୪୦ କୋଟି ୟୁଜରଙ୍କ ଡାଟା ଚୋରି କରିଛି ଟେଲିଗ୍ରାମ୍‌ ଆପ୍‌

ନୂଆଦିଲ୍ଲୀ, ୨୬।୧: ଟେଲିଗ୍ରାମ୍‌ ଆପ୍‌ ଦ୍ୱାରା ଦେଶର ୪୦ କୋଟି ୟୁଜରଙ୍କ ଡାଟା ଚୋରି ହୋଇଛି। ଏହି ଆପ୍‌ ମାଧ୍ୟମରେ ଫେସ୍‌ବୁକ୍‌ ୟୁଜରଙ୍କ କଣ୍ଟେଟ୍‌ ସମ୍ପର୍କିତ ବିସ୍ତୃତ…

5 years ago

ହାଇକୋର୍ଟଙ୍କ ସ୍ଥିତାବସ୍ଥା ବଳବତ୍ତର

କଟକ ଅଫିସ,୨୬।୧: ବଲାରପୁର ଇଣ୍ଡଷ୍ଟ୍ରିଜ୍ ପକ୍ଷରୁ ବିକ୍ରି ହେବାକୁ ଥତ୍ବା ଚୌଦ୍ୱାର କାଗଜକଳର ୬୦୦ ଏକର ଜାଗା ଉପରେ ହାଇକୋର୍ଟ ପୂର୍ବରୁ ଜାରି କରିଥିବା ସ୍ଥିତାବସ୍ଥାକୁ ସୋମବାର…

5 years ago

୧୯ ବର୍ଷ …

୧୯ ବର୍ଷ ଅର୍ଥାତ୍ ୨୬ ଜାନୁୟାରୀ ୨୦୦୨ରେ ଜାତୀୟ ପତାକା କୋଡ୍ରେ କେତେକ ସଂଶୋଧନ କରାଯାଇଥିଲା ଏହି କୋଡ୍ରେ ଜାତୀୟ ପତାକା ଉତ୍ତୋଳନ କରିବାକୁ ଚାହୁଁଥିବା ନାଗରିକ…

5 years ago

କେନ୍ଦୁଝରରେ ୭୨ତମ ଗଣତନ୍ତ୍ର ଦିବସ ପାଳିତ

କେନ୍ଦୁଝର, ୨୬।୧(ସ୍ବ.ପ୍ର.): କେନ୍ଦୁଝର ଜିଲା ଷ୍ଟାଡିୟମ୍‌ ଠାରେ ମଙ୍ଗଳବାର ୭୨ତମ ଗଣତନ୍ତ୍ର ଦିବସ କରୋନା କଟକଣା ମଧ୍ୟରେ ପାଳିତ ହୋଇଯାଇଛି। ମୁଖ୍ୟଅତିଥି ଭାବେ ଶିଳ୍ପ, ଶକ୍ତି, କ୍ଷୁଦ୍ର,…

5 years ago

ବ୍ୟାଣ୍ଡ୍‌-ବାଜା ସହ ପହଞ୍ଚିଲେ ବର, କନ୍ୟା ଘରେ ପଡିଥିଲା ତାଲା: ଆଉ ତା’ପରେ

ଚଣ୍ଡିଗଡ,୨୬।୧: ପଞ୍ଜାବର ମୋଗା ଜିଲାରେ ଏକ ରୋଚକ ଘଟଣା ଘଟିଛି। ବ୍ୟାଣ୍ଡବାଜା ସହ ବର କନ୍ୟା ଘରେ ପହଞ୍ଚିବା ପରେ ସେଠାରେ ଏକ ଅଜବ ପରିସ୍ଥିତି ସୃଷ୍ଟି…

5 years ago

ରାସ୍ତାଘାଟରେ ଜାତୀୟ ପତାକା ନ ପଡୁ

ସାଧାରଣତନ୍ତ୍ର ଦିବସର ସକାଳୁ ସକାଳୁ କୁନି ପିଲାଙ୍କ ହାତରେ ଜାତୀୟ ପତାକା ଓ ମୁହଁରେ ସମ୍ବିଧାନ ରଚୟିତାଙ୍କର ଜୟଗାନ ଶୁଣିଲେ ହୃଦୟରେ ଦେଶପ୍ରେମ ଜାଗିଉଠେ କିନ୍ତୁ ଅପରାହ୍ନରେ…

5 years ago