Home Left

ରାଜପଥରେ ପତାକା ଉତ୍ତୋଳନ କଲେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୨୬ ।୧: ସାରା ଦେଶ ଉତ୍ସାହ ଓ ଉଦ୍ଦିପନା ସହ ପାଳନ କରୁଛି ୭୨ ତମ ସାଧାରଣତନ୍ତ୍ର ଦିବସ । ଏହି ଅବସରରେ ରାଷ୍ଟ୍ରପତି ରାମନାଥ କୋବିନ୍ଦ…

5 years ago

ବିଧାୟକ, ଏମ୍‌ପି, ବିଚାରପତି ବିଦ୍ୟାଳୟକୁ ପୋଷ୍ୟ ଭାବେ ନିଅନ୍ତୁ

ଭୁବନେଶ୍ୱର,୨୬।୧(ବ୍ୟୁରୋ): ‘ମୋ ସ୍କୁଲ’ କାର୍ଯ୍ୟକ୍ରମରେ ସାମିଲ ହୋଇ ଅତି ବେଶିରେ ୩ଟି ସରକାରୀ ସ୍କୁଲକୁ ପୋଷ୍ୟ ଭାବେ ଗ୍ରହଣ କରିବା ପାଇଁ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ରାଜ୍ୟର ଦୁଇ…

5 years ago

ଓଡ଼ିଶାର ୧୩ଜଣଙ୍କୁ ପୋଲିସ ପଦକ

ଭୁବନେଶ୍ୱର,୨୬।୧(ବ୍ୟୁରେ): ସାଧାରଣତନ୍ତ୍ର ଦିବସ ଅବସରରେ ବିଭିନ୍ନ କ୍ଷେତ୍ରରେ ଉତ୍ତମ କାର୍ଯ୍ୟ ଓ ଉଲ୍ଲେଖନୀୟ ସେବା ପାଇଁ ସ୍ବରାଷ୍ଟ୍ର ମନ୍ତ୍ରଣାଳୟ ପକ୍ଷରୁ ବିଭିନ୍ନ ବର୍ଗରେ ୯୪୬ ଜଣଙ୍କୁ ପୋଲିସ ପଦକ…

5 years ago

ଭାରତଠାରୁ ଆମେ ଖେଳିବା ଶିଖିଛୁ

ପାକିସ୍ତାନ ଏବଂ ଦକ୍ଷିଣ ଆଫ୍ରିକା ମଧ୍ୟରେ ଦୁଇ ମ୍ୟାଚ୍‌ ବିଶିଷ୍ଟ ଟେଷ୍ଟ ସିରିଜ୍‌ ଜାନୁୟାରୀ ୨୬ରୁ ଆରମ୍ଭ ହେବାକୁ ଯାଉଛି। ଏହା ପୂର୍ବରୁ ପାକିସ୍ତାନର ପୂର୍ବତନ ଉଇକେଟ୍‌…

5 years ago

ଚଳିତ ବର୍ଷ ଗଣତନ୍ତ୍ର ଦିବସରେ ସାମିଲ ହେଲେ ନାହିଁ କେହି ବିଦେଶୀ ଅତିଥି

ନୂଆଦିଲ୍ଲୀ,୨୬ ।୧: ପ୍ରତିବର୍ଷ ସାଧାରଣତନ୍ତ୍ର ଦିବସଠାରୁ ଚଳିତବର୍ଷ ସାଧାରଣତନ୍ତ୍ର ଦିବସ ଭିନ୍ନ ହୋଇଛି । କାରଣ ଏବର୍ଷ କେହି ବିଦଶୀ ଅତିଥି ସାଧାରଣତନ୍ତ୍ର ଦିବସରେ ଯୋଗ ଦେଇ…

5 years ago

ବଜେଟ ଦିନ ଚାଷୀଙ୍କ ସଂସଦ ଭବନ ପଦଯାତ୍ରା

ନୂଅ।ଦିଲ୍ଲୀ, ୨୬।୧ (ପି.ଟି.): ସାଧାରଣତନ୍ତ୍ର ଦିବସରେ ଅ।ନ୍ଦୋଳନରତ ହଜାର ହଜାର ଚାଷୀ ଦିଲ୍ଲୀରେ ଟ୍ରାର ରାଲି କରିବାକୁ ଯାଉଥତ୍ବାବେଳେ ଫେବୃୟାରୀ ୧ ବଜେଟ ଉପସ୍ଥାପନ ଦିନ ସେମାନେ…

5 years ago

ଇ-ଭୋଟର ପରିଚୟପତ୍ର ଜାରି

ନୂଅ।ଦିଲ୍ଲୀ, ୨୬ା୧ (ପି.ଟି.): ଭାରତର ନିର୍ବାଚନ କମିଶନ ସୋମବାର ଭୋଟର ଫଟୋ ପରିଚୟପତ୍ରର ଇଲେ୍ରୋନିକ୍ ଭର୍ସନ (ଇ-ଭୋଟର କାର୍ଡ) ଜାରି କରିଛନ୍ତି। ଏହି ଡିଜିଟାଲ ପରିଚୟପତ୍ରକୁ ଭୋଟର…

5 years ago

ସୈନ୍ୟ ପ୍ରତ୍ୟାହାର ଲାଗି ସହମତି

ନୂଆଦିଲ୍ଲୀ, ୨୬ା୧ (ପି.ଟି.): ପୂର୍ବ ଲଦାଖର ପ୍ରକୃତ ନିୟନ୍ତ୍ରଣ ରେଖା (ଏଲ୍ଏସି) ଅନ୍ତର୍ଗତ ଅଞ୍ଚଳରେ ଦୀର୍ଘ ୯ ମାସ ହେଲା ଭାରତ ଓ ଚାଇନା ସୈନ୍ୟଙ୍କ ମଧ୍ୟରେ…

5 years ago

ହିନ୍ଦୁ ଦେବତାଙ୍କୁ ଥଟ୍ଟା ଅଭିଯୋଗ: ଅଭିନେତା ଗିରଫ

ମୁମ୍ବାଇ, ୨୬ା୧: ହିନ୍ଦୁ ଦେବଦେବୀଙ୍କୁ ଥଟ୍ଟା କରିବା ଅଭିଯୋଗରେ ଭାରତୀୟ ହାସ୍ୟ ଅଭିନେତା ମୁନାଓ୍ବର ଫାରୁକିଙ୍କୁ ଗିରଫ କରାଯାଇଛି। ତେବେ ଯେଉଁ ଶୋରେ ସେ ଏପରି କରିଥତ୍ବା…

5 years ago

ପୁସ୍ତକ ଅସୁମାରି ସ୍ବପ୍ନ ସମାଜ ପାଇଁ ଆଲୋକ ବର୍ତ୍ତିକା

ସୋନପୁର,୨୬ା୧(ନି.ପ୍ର.) - ପୁସ୍ତକ ଅସୁମାରି ସ୍ବପ୍ନ ଏକ ପ୍ରବନ୍ଧ ସଙ୍କଳନ। ଏହା ସମାଜରେ ସୁଧାର ଆଣିବ। ସମସାମୟିକ ସାମାଜିକ ସମସ୍ୟା ସମ୍ପର୍କରେ ଏଥିରେ ସୁନ୍ଦର ଭାବେ ଉପସ୍ଥାପନ…

5 years ago