ନୂଆଦିଲ୍ଲୀ,୧୧।୧: ଗତ ରବିବାର ଥିଲା ୨୦୧୯-୨୦ ଆର୍ଥିକ ବର୍ଷର ଆୟକର ରିଟର୍ନ ଦାଖଲ କରିବାର ଶେଷ ଦିନ। ଏହା ପୂର୍ବରୁ ଆଇଟିଆର ଫାଇଲ କରିବାର ଶେଷ ତାରିଖ ଡିସେମ୍ବର…
ନୂଆଦିଲ୍ଲୀ: ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଟୁଇଟର ଆକାଉଣ୍ଟ୍ ଉପରେ ପ୍ରତିବନ୍ଧକ ଲାଗିଛି। ଫଳରେ ଭାରତର ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ସୋସିଆଲ ମିଡିଆରେ ନୂଆ ରେକର୍ଡ ସୃଷ୍ଟି…
ବଲିଉଡ ଅଭିନେତ୍ରୀ ଦୀପିକା ପାଦୁକୋନ ନୂଆ ବର୍ଷ ଅବସରରେ ତାଙ୍କର ସମସ୍ତ ଇନଷ୍ଟାଗ୍ରାମ ପୋଷ୍ଟ ଡିଲିଟ କରି ପ୍ରଶଂସକଙ୍କୁ ଆଶ୍ଚର୍ଯ୍ୟ କରିଥିଲେ। ଯଦିଓ ଦୀପିକା ସୋସିଆଲ ମିଡିଆରେ…
ଗୋପ,୧୧।୧(ଡି.ଏନ୍.ଏ.): ପୁରୀ ଜିଲାର ଗୋପ, କୋଣାର୍କ ଅଞ୍ଚଳରେ ତୈଳ ସନ୍ଧାନ ଚାଲୁଥିବାବେଳ ମାଟି ତଳେ ଡିନାମାଇଟ ଫୁଟୁଛି। ଗାଁ ନିକଟରେ ଡିନାମାଇଟ ଫୁଟୁଥିବାରୁ ଗ୍ରାମବାସୀ ଆତଙ୍କିତ ହୋଇପଡୁଛନ୍ତି।…
ସିଡ୍ନୀ,୧୧।୧(ପି.ଟି.): ଚଳିତ ତୃତୀୟ ଟେଷ୍ଟର ତୃତୀୟ ଦିନରେ ଆହତ ହୋଇଥିବା ଭାରତୀୟ ସିନିୟର ଅଲରାଉଣ୍ଡର ରବୀନ୍ଦ୍ର ଜାଡେଜା ଏବେ ଆଗାମୀ ଇଂଲଣ୍ଡ ବିପକ୍ଷ ଘରୋଇ ଟେଷ୍ଟ ସିରିଜର…
ଭୁବନେଶ୍ୱର,୧୧।୧(ବ୍ୟୁରୋ) : ରାଜ୍ୟରେ ୧୬୦ଟି ସ୍ଥାନରେ କୋଭିଡ୍ ଟିକାକରଣ ହେବ। ଏଥିପାଇଁ ସେସନ୍ ସାଇଟ୍ ନିର୍ଦ୍ଧାରଣ କରାଯାଇଛି। ସରକାରୀ ଡାକ୍ତରଖାନା ସହ ଗୋଷ୍ଠୀ ସ୍ବାସ୍ଥ୍ୟକେନ୍ଦ୍ର, ପ୍ରାଥମିକ ସ୍ବାସ୍ଥ୍ୟକେନ୍ଦ୍ର…
ଭୁବନେଶ୍ୱର, ୧୧।୧(ବ୍ୟୁରୋ) : ରାଜ୍ୟରେ ସୋମବାରଠାରୁ ସମସ୍ତ ସରକାରୀ ଓ ବେସରକାରୀ ମହାବିଦ୍ୟାଳୟ ଏବଂ ବିଶ୍ୱବିଦ୍ୟାଳୟ ଖୋଲିବ। ୨୦୨୦-୨୧ ଶିକ୍ଷାବର୍ଷର ୟୁଜି ଓ ପିଜିର ଶେଷବର୍ଷ ଛାତ୍ରୀଛାତ୍ରଙ୍କ…
ବାଲେଶ୍ୱର ଅଫିସ, ୧୧।୧-କୌଳିକ ବୃତ୍ତିକୁ ପାଥେୟ କରି ପରିବାର ଭରଣପୋଷଣ କରୁଥିବା ବାଉଁଶ କାରିଗରଙ୍କ ପରିବାର ଦୟନୀୟ ଅବସ୍ଥାରେ ରହିଛନ୍ତି। ସେମାନଙ୍କୁ ମିଳୁନି ପ୍ରସ୍ତୁତ ସାମଗ୍ରୀର ଉଚିତ୍…
ସିଡ୍ନୀ, ୧୧ା୧ (ପି.ଟି.)-ସିଡ୍ନୀ କ୍ରିକେଟ ଗ୍ରାଉଣ୍ଡରେ ଭାରତୀୟ ଖେଳାଳିଙ୍କ ପ୍ରତି ଅଷ୍ଟ୍ରେଲିଆ ଦର୍ଶକଙ୍କ ଜାତିଆଣ ଟିପ୍ପଣୀ ଏକ ନୂଆକଥା ନୁହେଁ। ତେବେ ଏଥର ସେମାନେ ସୀମା ଅତିକ୍ରମ…
ଦୁବାଇ,୧୧।୧(ପି.ଟି.): ଚଳିତ ତୃତୀୟ ଟେଷ୍ଟର ଚତୁର୍ଥ ଦିବସରେ ଭାରତୀୟ ଦ୍ରୁତ ବୋଲର ମହମ୍ମଦ ସିରାଜଙ୍କୁ କେତେକ ଦର୍ଶକ ବର୍ଣ୍ଣବୈଷମ୍ୟ ଆକ୍ଷେପ କରିଥିଲେ। ଏ ନେଇ ପଡିଆରେ ଅଭାବନୀୟ…