ଭୁବନେଶ୍ୱର,୧୦।୧- ରାଜ୍ୟରେ ରବିବାର ଆଉ ୨୪୦ କରୋନା ଆକ୍ରାନ୍ତ ଆରୋଗ୍ୟ ଲାଭ କରିଛନ୍ତି। ଏଥିସହିତ ରାଜ୍ୟରେ ସୁସ୍ଥ ହୋଇଥିବା କରୋନା ଆକ୍ରାନ୍ତଙ୍କ ସଂଖ୍ୟା ୩,୨୮,୦୪୩ରେ ପହଞ୍ଚିଛି। ସମ୍ବଲପୁର…
ନବରଙ୍ଗପୁର/ଉମରକୋଟ,୧୦ା୧: ନବରଙ୍ଗପୁର ଜିଲା ବଡକୁମାରୀ ପଞ୍ଚାୟତ ଅଧୀନ ତାଲାପଦର ନାଗୀନଦୀ ଉପରେ ବିଜୁ ସେତୁ ଯୋଜନାରେ ତିଆରି ଚାଲିଥିବା ପୋଲ ଭୁଶୁଡି ପଡ଼ିବାରୁ ଜଣଙ୍କର ମୃତ୍ୟୁ ହୋଇଥିବା…
ଚିତ୍ରକୋଣ୍ଡା,୧୦ା୧: ମାଲକାନଗିରି ଜିଲା ଚିତ୍ରକୋଣ୍ଡା ବ୍ଲକ ଅନ୍ତର୍ଗତ ସ୍ବାଭିମାନ ଅଞ୍ଚଳର ପଣସପୁଟ ପଞ୍ଚାୟତ ଅଧୀନ ହାଣ୍ଡିଖାଲ ଜଙ୍ଗଲରୁ କୋମ୍ବିଂ ଅପରେଶନ ବେଳେ ବିଏସ୍ଏଫ୍ ଯବାନ ଏକ ଅଫୁଟା…
ଚଣ୍ଡିଗଡ଼,୧୦।୧- କର୍ନାଲଠାରେ ରବିବାର ହେବାକୁ ଥିବା ‘କିଷାନ ମହାପଞ୍ଚାୟତ’ କାର୍ଯ୍ୟକ୍ରମକୁ ବାତିଲ କରିଦେଇଛନ୍ତି ହରିୟାଣା ମୁଖ୍ୟମନ୍ତ୍ରୀ ମନୋହର ଲାଲ ଖଟ୍ଟର। କେନ୍ଦ୍ର ସରକାରଙ୍କ ୩ ନୂଆ କୃଷି…
ବରଗଡ଼ ଅଫିସ୍,୧୦।୧: ବରଗଡ଼ ଜିଲା ପାଇକମାଳ ଥାନା ଅଧୀନ ଯୋଗିନ୍ଦ୍ରନାଥପୁର ଗ୍ରାମର ଜଣେ ନାବାଳିକାଙ୍କୁ ହତ୍ୟା ଘଟଣାର ପର୍ଦ୍ଦାଫାଶ ହୋଇଛି । ପାରିବାରିକ କଳହ ହତ୍ୟାର କାରଣ…
ନୂଆଦିଲ୍ଲୀ,୧୦।୧: ସୁରିନାମର ଭାରତୀୟ ବଂଶୋଦ୍ଭବ ରାଷ୍ଟ୍ରପତି ଚନ୍ଦ୍ରିକାପ୍ରସାଦ ସାଣ୍ଟୋଖି ସାଧାରଣତନ୍ତ୍ର ଦିବସ ସମାରୋହରେ ମୁଖ୍ୟ ଅତିଥି ଭାବେ ଯୋଗଦେବା ନେଇ ସରକାରଙ୍କ ପକ୍ଷରୁ ସୂଚନା ଦିଆଯାଇଛି। ବ୍ରିଟେନ…
ଜାକର୍ତ୍ତା,୧୦।୧- ଦୁର୍ଘଟଣାର ସମ୍ମୁଖୀନ ହୋଇଥିବା ଇଣ୍ଡୋନେସିଆ ବିମାନର ବ୍ଲାକବକ୍ସ ରବିବାର ଠାବ ହୋଇଛି। ଦୁର୍ଘଟଣାଗ୍ରସ୍ତ ବିମାନରୁ ଦୁଇଟି ବ୍ଲାକ୍ ବକ୍ସର ସ୍ଥାନ ମିଳିସାରିଥିବା ଅଧିକାରୀମାନେ କହିଛନ୍ତି। ବ୍ଲାକ…
ଜେରୁଜେଲମ୍,୧୦।୧: ଇସ୍ରାଏଲ ପ୍ରଧାନମନ୍ତ୍ରୀ ବେଞ୍ଜାମିନ ନେତାନ୍ୟାହୁ କରୋନା ଟିକାର ଦ୍ୱିତୀୟ ମାତ୍ରା ନେଇଛନ୍ତି। ଏହା ମଧ୍ୟ ଜାତୀୟ ଟେଲିଭିଜନରେ ସିଧା ପ୍ରସାରଣ କରାଯାଇଥିଲା। ଏହା ବ୍ୟତୀତ ଇସ୍ରାଏଲର…
ବୌଦ୍ଧ,୧୦।୧: ଛତିଶଗଡ଼ ସରକାର ମହାନଦୀର ଉପରମୁଣ୍ଡରେ ବ୍ୟାରେଜ ନିର୍ମାଣ କରିବା ପରେ ମହାନଦୀରେ ଜଳସ୍ତର କମିବାରେ ଲାଗିଛି । ବିଶେଷ କରି ଖରାଦିନେ ମହାନଦୀ ଶୁଖିଲା ପଡୁଛି…
ଇସଲାମାବାଦ,୧୦।୧: ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ନିର୍ବାଚନରେ ଏକ ‘ନୂତନ ପାକିସ୍ତାନ’ ଗଢିବାକୁ ପ୍ରତିଶ୍ରୁତି ଦେଇ କ୍ଷମତାକୁ ଆସିଥିଲେ। କିନ୍ତୁ ଏବେ ଦେଶ ଆର୍ଥିକ ଦେବାଳିଆ ହେବା ସହ…