Home Left

କୃଷକଙ୍କ ସହ ପ୍ରତାରଣା କରୁଛନ୍ତି ସରକାର: କେଜ୍‌ରିଓ୍ବାଲ

ନୂଆଦିଲ୍ଲୀ,୨୭।୧୨: ଚାଷୀ ଏବଂ ସରକାରଙ୍କ ମଧ୍ୟରେ ବିବାଦ ଜାରି ରହିଛି। ଶୀତଦିନେ ମଧ୍ୟ ଚାଷୀମାନେ ରାସ୍ତାରେ ଆନ୍ଦୋଳନ ଚଳାଇଛନ୍ତି। ରବିବାର ଆନ୍ଦୋଳନ ୩୨ ତମ ଦିନରେ ପହଞ୍ଚିଛି।…

6 years ago

ପଶ୍ଚିମବଙ୍ଗ ରାଜ୍ୟପାଳଙ୍କୁ ଭେଟିଲେ ଗାଙ୍ଗୁଲି

କୋଲକାତା,୨୭।୧୨-ପଶ୍ଚିମବଙ୍ଗ ରାଜ୍ୟପାଳ ଜଗଦୀପ ଧନଖାରଙ୍କୁ ରବିବାର ଭେଟିଛନ୍ତି ବିସିସିଆଇ ସଭାପତି ସୌରଭ ଗାଙ୍ଗୁଲି। ଆସନ୍ତା ବର୍ଷ ଏପ୍ରିଲ-ମେ ମାସରେ ରାଜ୍ୟରେ ବିଧାନସଭା ନିର୍ବାଚନ ଥିବାରୁ ସେ ରାଜନୀତିରେ…

6 years ago

ଉଦ୍ଧବ ଠାକ୍‌ରେଙ୍କୁ ଚେତାବନୀ ଦେଲେ ଫଡନଭିସ

ମୁମ୍ବାଇ,୨୭।୧୨:ମହାରାଷ୍ଟ୍ରରେ ବିରୋଧୀ ଦଳର ନେତା ଦେବେନ୍ଦ୍ର ଫଡନଭିସ ରାଜ୍ୟ ମୁଖ୍ୟମନ୍ତ୍ରୀ ଉଦ୍ଧବ ଠାକରେଙ୍କୁ ଏକ ଚିଠି ଲେଖିଛନ୍ତି। ରିଅଲ ଇଷ୍ଟେଟ କ୍ଷେତ୍ରରେ ଦିଆଯାଇଥିବା ନୀତି ଉପରେ ଫଡନାଭିସ…

6 years ago

ଯେଉଁ କାମ ସଚିନ-କୋହଲି କରିପାରି ନ ଥିଲେ ତାହା କରିଦେଖାଇଲେ ରିଷଭ ପନ୍ତ

ମେଲବୋର୍ନ, ୨୭।୧୨: ମେଲବର୍ନରେ ଖେଳାଯାଉଥିବା ଭାରତ ଏବଂ ଅଷ୍ଟ୍ରେଲିଆ ମଧ୍ୟରେ ଚାଲିଥିବା ଦ୍ୱିତୀୟ ଟେଷ୍ଟ ମ୍ୟାଚରେ ଭାରତୀୟ ଉଇକେଟ କିପର ରିଷଭ ପନ୍ତ ଏକ ସ୍ବତନ୍ତ୍ର କ୍ଲବରେ…

6 years ago

କୃଷକ ଆନ୍ଦୋଳନ: ପଞ୍ଜାବରେ ୧୫୦ରୁ ଅଧିକ ଟେଲିକମ୍‌ ଟାଓ୍ବାରରେ ଭଙ୍ଗାରୁଜା

ଚଣ୍ଡିଗଡ଼,୨୭।୧୨: ପଞ୍ଜାବ ମୁଖ୍ୟମନ୍ତ୍ରୀ ଅମରିନ୍ଦର ସିଂଙ୍କ ଅନୁରୋଧ ରଖିଲେ ନାହିଁ ଆନ୍ଦୋଳନରତ କୃଷକ। ପଞ୍ଜାବରେ ରାତାରାତି ୧୫୦ରୁ ଅଧିକ ସିଗ୍‌ନାଲ ଟ୍ରାନ୍ସମିଟିଂ ଟାଓ୍ବାର ଭାଙ୍ଗି ଦିଆଯାଇଥିବା ସୂତ୍ରରୁ…

6 years ago

ଟ୍ରକକୁ ଧକ୍କା ଦେଲା ଯାତ୍ରୀବାହୀ ବସ୍‌: ୭ ମୃତ, ୨୦ ଆହତ

ଗୁଆହାଟୀ,୨୭।୧୨-ଆସାମର କୋକ୍ରାଝର ଜିଲା ଛତାଗୁରୀଠାରେ ରବିବାର ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି। ଏକ ଯାତ୍ରୀବାହୀ ବସ୍‌ ଟ୍ରକକୁ ଧକ୍କା ଦେବାରୁ ୭ ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୨୦ରୁ…

6 years ago

ଭୁବନେଶ୍ୱରରୁ ଆଜି ୧୬ ପଜିଟିଭ ଚିହ୍ନଟ

ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ରାଜଧାନୀ ଭୁବନେଶ୍ୱରରୁ ଆଜି ଆଉ ୧୬ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି। ସେଥିମଧ୍ୟରୁ କ୍ୱାରାଣ୍ଟାଇନରୁ ୯ ଜଣ ଚିହ୍ନଟ ହୋଇଥିବାବେଳେ ଲୋକାଲ କଣ୍ଟାକ୍ଟ କେସ ୭ ରହିଛି।…

6 years ago

ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ମିଳିଲା ଏକଲବ୍ୟ ପୁରସ୍କାର

ଭୁବନେଶ୍ୱର,୨୭।୧୨(ବ୍ୟୁରୋ)-ଅନ୍ତର୍ଜାତୀୟ ହକି ଖେଳାଳି ନମିତା ଟପ୍ପୋଙ୍କୁ ଏକଲବ୍ୟ ପୁରସ୍କାର ମିଳିଛି । ତାଙ୍କୁ ପୁରସ୍କାର ବାବଦକୁ ୫ ଲକ୍ଷ ଟଙ୍କା ସହ ଟ୍ରଫି ପ୍ରଦାନ କରାଯାଇଛି। ସେହିପରି…

6 years ago

ମା’ ଦୁର୍ଗାଙ୍କ ଫଟୋ ଶେୟାର କଲେ ଏହି ପାକିସ୍ତାନ କ୍ରିକେଟର୍‌

ପାକିସ୍ତାନର ପୂର୍ବତନ ବୋଲର ଦାନିଶ କାନେରିଆ ନିଜ ମନ୍ତବ୍ୟକୁ ନେଇ ସୋସିଆଲ ମିଡିଆରେ ଚର୍ଚ୍ଚାରେ ଥାନ୍ତି। ପାକିସ୍ତାନ କ୍ରିକେଟ ବୋର୍ଡର ଜଣେ ସମାଲୋଚକ କାନେରିଆ ଆଜିକାଲି ତାଙ୍କ…

6 years ago

ରାହାନେଙ୍କୁ ପ୍ରଶଂସା କଲେ କୋହଲି

ମେଲବୋର୍ନ,୨୭।୧୨: ଏଠାରେ ଅଷ୍ଟ୍ରେଲିଆ ବିପକ୍ଷରେ ଚାଲିଥିବା ବକ୍ସିଂ ଡେ’ ଟେଷ୍ଟର ଦ୍ୱିତୀୟ ଦିନ ଭାରତୀୟ ଦଳର କାମଚଳା ଅଧିନାୟକ ଅଜିଙ୍କ୍ୟ ରାହାନେ ଧୈର୍ଯ୍ୟପୂର୍ଣ୍ଣ ଶତକ ହାସଲ କରିଛନ୍ତି।…

6 years ago