ବ୍ରହ୍ମପୁର ଅଫିସ,୫ା୧୨- ଅନ୍ଧପସରା ରୋଡ୍ରେ ଗାଡିମୋଟର ଯାଞ୍ଚ ବେଳେ ଶନିବାର ଏକ ଗହଣା ଚାଲାଣ ରାକେଟ୍ର ପର୍ଦ୍ଦାଫାସ୍ କରିଛି ବ୍ରହ୍ମପୁର ଗୋଷାଣୀ ନୂଆଗଁା ପୋଲିସ। ଏକ କାରରୁ…
ଅକ୍ଲାଣ୍ଡ, ୫।୧୨- ନ୍ୟୁଜିଲାଣ୍ଡ କ୍ରିକେଟରୁ ଅବସର ଘୋଷଣା କରିଛନ୍ତି ବିସ୍ଫୋରକ ବ୍ୟାଟ୍ସମ୍ୟାନ କୋରି ଆଣ୍ଡରସନ। ସେ ଆମେରିକାର ମେଜର ଲିଗ୍ କ୍ରିକେଟ ଟି୨୦ ଲିଗ୍ରେ ୩ ବର୍ଷ…
ଚେନ୍ନାଇ, ୫।୧୨-ତାମିଲନାଡୁରେ ତାଣ୍ଡବ ମଚାଇଥିବା ସାମୁଦ୍ରିକ ବାତ୍ୟା ବୁରେଭିରେ ୭ ଜଣ ଲୋକ ପ୍ରାଣ ହରାଇଛନ୍ତି। ସେହିପରି ପ୍ରବଳ ବର୍ଷା ଯୋଗୁ ମାଟି ଘର ନଷ୍ଟ ହୋଇଥିବାବେଳେ…
ନୂଆଦିଲ୍ଲୀ,୫।୧୨: କୃଷି ଆଇନକୁ ବିରୋଧ କରୁଥିବା କୃଷକମାନଙ୍କ ସହ ଶନିବାର ପଞ୍ଚମ ଥର ପାଇଁ ସରକାର ବୈଠକ କରିଥିଲେ। ପ୍ରାୟ ୩ ଘଣ୍ଟା ଧରି ଚାଲିଥିବା ବୈଠକରେ…
ବଲିଉଡ୍ର ପ୍ରଥମ ସୁପରଷ୍ଟାର ଥିଲେ ରାଜେଶ ଖାନ୍ନା। ୬୦ ଓ ୭୦ ଦଶକର ଏହି ସୁପରଷ୍ଟାରଙ୍କ ଲୋକପ୍ରିୟତା ପ୍ରାୟତଃ ଶେଷ କରି ଦେଇଥିଲା ଭାରତୀୟ ଜନତା ପାର୍ଟି…
ବାଲୁଗଁା,୫ା୧୨(ଡି.ଏନ୍.ଏ.)-ନିଳାମ୍ବୁ ଚିଲିକାକୁ ବିଦେଶାଗତ ପକ୍ଷୀଙ୍କ ଆଗମନ ବୃଦ୍ଧି ପାଇବାରେ ଲାଗିଛି। ରଙ୍ଗବେରଙ୍ଗର ବିଦେଶୀ ପକ୍ଷୀଙ୍କ କଳରବରେ ସମଗ୍ର ଚିଲିକା ଏବେ ଚଳଚଞ୍ଚଳ ହୋଇ ଉଠିଛି ା ଡିସେମ୍ବର…
ଭୁବନେଶ୍ୱର, ୫।୧୨(ବ୍ୟୁରୋ)- ଖୁବ୍ଶୀଘ୍ର ଦେଶରେ କରୋନା ଟିକା ଉପଲବ୍ଧ ହେବ। ଏହାକୁ ଦୃଷ୍ଟିରେ ରଖି ରାଜ୍ୟ ସରକାର ପ୍ରସ୍ତୁତି ଆରମ୍ଭ କରିଦେଇଛନ୍ତି। ଟିକାକରଣ ବ୍ୟବସ୍ଥା ଯେଭଳି ସୁଗମ…
ଭୁବନେଶ୍ୱର,୫।୧୨(ବ୍ୟୁରୋ)-ରାଜ୍ୟରେ ଶନିବାର ଆଉ ୬୦୫ କରୋନା ଆକ୍ରାନ୍ତ ସୁସ୍ଥ ହୋଇଛନ୍ତି। କଟକରୁ ସର୍ବାଧିକ ୬୭ ଜଣ ସୁସ୍ଥ ହୋଇଛନ୍ତି। ସେହିପରି ଖୋର୍ଦ୍ଧାରୁ ୬୭, ସୁନ୍ଦରଗଡରୁ ୬୭, ଅନୁଗୋଳରୁ…
ଓ୍ବାଶିଂଟନ, ୫।୧୨-ହଲିଉଡ୍ ଅଭିନେତା ଓ୍ବାରେନ୍ ବର୍ଲିଙ୍ଗର ପରଲୋକ ହୋଇଯାଇଛି। ୮୩ ବର୍ଷ ବୟସରେ ସେ ଶେଷ ନିଶ୍ୱାସ ତ୍ୟାଗ କରିଛନ୍ତି। ‘ହାପି ଡେଜ୍’ ଏବଂ ‘ଦି କାନନବଲ୍…
ନୂଆଦିଲ୍ଲୀ,୫ା୧୨: ଶନିବାର କୃଷି ଆଇନକୁ ବିରୋଧ କରି କୃଷକ ଏବଂ ସରକାରଙ୍କ ମଧ୍ୟରେ ଚାଲିଥିବା ବୈଠକ ପୁଣି ଥରେ ବିଫଳ ହୋଇଛି। ପ୍ରାୟ ୩ ଘଣ୍ଟା ଧରି…