Home Left

ବିଦେଶୀ ପକ୍ଷୀଙ୍କ ଆଗମନ ସଂଖ୍ୟା କମୁଛି

କୃଷ୍ଣପ୍ରସାଦ,୨୦ା୧୧(ଡି.ଏନ୍‌.ଏ.): ଶୀତ ଋତୁ ଆସିଲେ ରଙ୍ଗବେରଙ୍ଗ ବିଦେଶାଗତ ପକ୍ଷୀଙ୍କ କଳରବରେ ମୁଖରିତ ହୁଏ ଚିଲିକା ଓ ଏହାର ଉପକୂଳବର୍ତ୍ତୀ କୃଷ୍ଣପ୍ରସାଦ ଅଞ୍ଚଳ। ଯେଉଁଥି ପାଇଁ ଦେଶ ବିଦେଶରୁ…

6 years ago

ମେଡିକାଲ ନାମଲେଖା ଆବେଦନ ଅବଧି ବୃଦ୍ଧି

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ଥିବା ମେଡିକାଲ କଲେଜଗୁଡ଼ିକର ଏମ୍‌ବିବିଏସ୍‌ ଓ ବିଡିଏସ୍‌ ପାଠ୍ୟକ୍ରମରେ ନାମଲେଖା ଆବେଦନ ଅବଧିକୁ ରାଜ୍ୟ ସରକାର ବୃଦ୍ଧି କରିଛନ୍ତି। ପୂର୍ବରୁ ଆବେଦନର ସମୟ ସୀମା…

6 years ago

ପାଠପଢ଼, ପରୀକ୍ଷା ହେବ : ଦ୍ୱନ୍ଦ୍ୱ ଦୂରକଲେ ଉଚ୍ଚଶିକ୍ଷା ମନ୍ତ୍ରୀ

ଭୁବନେଶ୍ୱର,୨୦ା୧୧(ବ୍ୟୁରୋ) : ବିଶ୍ୱବିଦ୍ୟାଳୟ ଅନୁଦାନ ଆୟୋଗ (ୟୁଜିସି) ପକ୍ଷରୁ ଉଚ୍ଚ ଶିକ୍ଷାନୁଷ୍ଠାନ ଖୋଲିବା ସଂକ୍ରାନ୍ତ ଗାଇଡ୍‌ଲାଇନ୍‌ ଆସିବା ପରେ ରାଜ୍ୟରେ ମହାବିଦ୍ୟାଳୟ ଓ ବିଶ୍ୱବିଦ୍ୟାଳୟ ଖୋଲିବାକୁ ତତ୍ପରତା…

6 years ago

ଆସନ୍ତା ଶିକ୍ଷାବର୍ଷରୁ ୩ ମେଡିକାଲ କଲେଜରେ ନାମଲେଖା

ଭୁବନେଶ୍ୱର,୨୦।୧୧(ବ୍ୟୁରୋ): ରାଜ୍ୟରେ ୩ଟି ନୂଆ ଭେଷଜ ମହାବିଦ୍ୟାଳୟ ଓ ଡାକ୍ତରଖାନାର ପ୍ରତିଷ୍ଠା କାର୍ଯ୍ୟରେ ଉଲ୍ଲେଖନୀୟ ଅଗ୍ରଗତି ହାସଲ ହୋଇଛି। ତେଣୁ ଡିସେମ୍ବର ଶେଷସୁଦ୍ଧା ଏଠାରେ ଆନୁଷଙ୍ଗିକ କାର୍ଯ୍ୟ…

6 years ago

ମର୍ମନ୍ତୁଦ ସଡକ ଦୁର୍ଘଟଣା: ଚାଲିଗଲା ୧୪ ଜୀବନ

ଲକ୍ଷ୍ନୌ,୨୦।୧୧: ଉତ୍ତର ପ୍ରଦେଶର ପ୍ରତାପଗଢରେ ଏକ ଅଭାବନୀୟ ଘଟଣା ଘଟିଛି। ଗୁରୁବାର ବିଳମ୍ବିତ ରାତିରେ ମର୍ମନ୍ତୁଦ ସଡକ ଦୁର୍ଘଟଣା ଘଟିଛି ୧୪ ଜଣଙ୍କ ଜୀବନ ଯାଇଛି। ମୃତକଙ୍କ…

6 years ago

ପରିବର୍ତ୍ତନ ଆଣିଛି ଡିଜିଟାଲ ଇଣ୍ଡିଆ: ମୋଦି

ନୂଆଦିଲ୍ଲୀ: ସରକାର ଗ୍ରହଣ କରିଥିବା ଡିଜିଟାଲ ଇଣ୍ଡିଆ କାର୍ଯ୍ୟକ୍ରମ ଦେଶରେ ଅନେକ ପରିବର୍ତ୍ତନ ଆଣିବାରେ ସହାୟକ ହୋଇଛି। ବାଙ୍ଗାଲୋର ଟେକ୍‌ ସମିଟ-୨୦୨୦କୁ ଭର୍ଚୁଆଲ ଯୋଗେ ଉଦ୍‌ଘାଟନକରି ପ୍ରଧାନମନ୍ତ୍ରୀ…

6 years ago

ବୁଲେଟ ଟ୍ରେନ୍‌ ପ୍ରକଳ୍ପ ନିର୍ମାଣରେ ଏଲ୍‌ଆଣ୍ଡଟି ସାମିଲ

ନୂଆଦିଲ୍ଲୀ: ମୁମ୍ବାଇ-ଅହମ୍ମଦାବାଦ ଦ୍ରୁତଗାମୀ ରେଳ ପ୍ରକଳ୍ପ ବା ବୁଲେଟ ଟ୍ରେନ ପ୍ରକଳ୍ପ ନିର୍ମାଣରେ ପ୍ରମୁଖ କମ୍ପାନୀ ଏଲ୍‌ଆଣ୍ଡଟି ସାମିଲ ହୋଇଛି। ଏଥିଲାଗି କମ୍ପାନୀକୁ ୭ ହଜାର କୋଟି…

6 years ago

ବିହାର ଶିକ୍ଷାମନ୍ତ୍ରୀଙ୍କ ଇସ୍ତଫା

ପାଟନା, ୨୦ା୧୧:ବିହାରର ନବନିଯୁକ୍ତ ଶିକ୍ଷାମନ୍ତ୍ରୀ ମଓ୍ବୋଲାଲ୍‌ ଚୌଧରୀ ଶପଥ ନେବାର ୩ ଦିନ ପରେ ଗୁରୁବାର ନିଜ ପଦରୁ ଇସ୍ତଫା ଦେଇଛନ୍ତି। ମଓ୍ବୋଲାଲ୍‌ଙ୍କ ବିରୋଧରେ ଦୁର୍ନୀତି ମାମଲା…

6 years ago

ଆମେରିକାରେ ଝଡ଼ବାତ୍ୟା: ୩୫ ମୃତ

ସାନ୍‌ ସାଲ୍‌ଭାଡର, ୨୦ା୧୧:କେନ୍ଦ୍ରୀୟ ଆମେରିକାରେ ଝଡ଼ବାତ୍ୟା ଯୋଗୁ ୩୫ ଜଣଙ୍କ ପ୍ରାଣହାନି ଘଟିଛି। ସବୁଠାରୁ ଅଧିକ କ୍ଷତିଗ୍ରସ୍ତ ହୋଇଛି ନିକାରଗୁଆରେ। ଏଠାରେ ୧୮ ଜଣଙ୍କ ମୃତ୍ୟୁ ଘଟିଥିବାବେଳେ…

6 years ago

ନେପାଳରେ ତେଜିଲା ରାଜନୈତିକ ସଙ୍କଟ

ନୂଆଦିଲ୍ଲୀ, ୨୦ା୧୧(ପି.ଟି.):ଭାରତ-ନେପାଳ ମଧ୍ୟରେ ନିକଟ ଅତୀତରେ ଦେଖାଦେଇଥିବା ବିବାଦ ଯୋଗୁ ଦ୍ୱିପାକ୍ଷିକ ସମ୍ପର୍କ ପ୍ରଭାବିତ ହୋଇଥିଲା। ଏହାକୁ ସୁଧାରିବା ଲାଗି ଦୁଇଦେଶ ଉଦ୍ୟମ ଆରମ୍ଭ କରୁଥିବାବେଳେ ନେପାଳରେ…

6 years ago