ଭୁବନେଶ୍ୱର,୭।୧୧ (ବ୍ୟୁରୋ): ଭୁବନେଶ୍ୱର ମ୍ୟାଗ୍ନେଟିକ୍ ଛକସ୍ଥିତ ପିଏନ୍ବି ଏଟିଏମ୍ରୁ ୨୬ ଲକ୍ଷରୁ ଊର୍ଦ୍ଧ୍ୱ ଟଙ୍କା ଲୁଟ୍ ଘଟଣାରେ ଆନ୍ତଃରାଜ୍ୟ ଲୁଟେରା ଗ୍ୟାଙ୍ଗ୍ର ସମ୍ପୃକ୍ତି ଥିବା ଜଣାପଡିଛି। ଆନ୍ଧ୍ରପ୍ରଦେଶ…
ଖୋର୍ଦ୍ଧା ଅଫିସ,୭।୧୧: ଚଳିତବର୍ଷ ମାଟ୍ରିକ ପରୀକ୍ଷାରେ ଶତ ପ୍ରତିଶତ ସଫଳତା ହାସଲ କରିଥିବା ଖୋର୍ଦ୍ଧା ଜିଲାର ୩୬ ହାଇସ୍କୁଲକୁ ବିଦ୍ୟାଳୟ ଓ ଗଣଶିକ୍ଷା ବିଭାଗ ପକ୍ଷରୁ ଶ୍ରେଷ୍ଠ…
କଟକ ସଦର,୭।୧୧ (ଡ଼ି.ଏନ.ଏ.): ଆସନ୍ତା ୨୫ରୁ ୩୦ ତାରିଖ ପର୍ଯ୍ୟନ୍ତ ଆଠଗଡ଼ର ପ୍ରସିଦ୍ଧ ଧବଳେଶ୍ୱରଙ୍କ ପୀଠରେ ପଞ୍ଚକ ଓ ବଡ଼ଓଷା ପର୍ବ ପାଳନ କରାଯିବ। ଏଥିପାଇଁ ଆଠଗଡ…
ପୁରୀ ଅଫିସ, ୭।୧୧: ଶ୍ରୀମନ୍ଦିରର ୮ଟି ଦ୍ୱାର ରୁପାରେ ଝଲସିବ। ଜୟ ବିଜୟ, କଳାହାଟ, ବେହେରଣ, ସାତ ପାହାଚ, ପଶ୍ଚିମ ଭୋଗ ମଣ୍ଡପ, ନୃସିଂହ ମନ୍ଦିର, ମା’…
ପୁରୀ ଅଫିସ, ୭।୧୧: ପୁରୀର ବହୁ ପ୍ରତୀକ୍ଷିତ ସିଦ୍ଧମହାବୀର ରେଳ ଓଭରବ୍ରିଜ୍ (ଆର୍ଓବି) ପାଇଁ ଜମି ଅଧିଗ୍ରହଣ ନିମନ୍ତେ ମାପଚୁପ ଓ ସର୍ଭେ କାମ ଚାଲିଛି। ଶୁକ୍ରବାର…
ଭୁବନେଶ୍ୱର, ୭।୧୧ (ବ୍ୟୁରୋ): ରାଜ୍ୟରେ ସଡ଼କ ଦୁର୍ଘଟଣା ବଢିବାରେ ଲାଗିଛି। ତେବେ ଚଳିତବର୍ଷ କୋଭିଡ୍-୧୯ କଟକଣା ଯୋଗୁ ଦୁର୍ଘଟଣା ହାରରେ ସାମାନ୍ୟ ବ୍ରେକ ଲାଗିଛି। ୨୦୧୯ ତୁଳନାରେ…
ଭୁବନେଶ୍ୱର, (ବ୍ୟୁରୋ)/ସମ୍ବଲପୁର(ବ୍ୟୁରୋ), ୭।୧୧: ଶନିବାରଠାରୁ ଆସନ୍ତା ଡିସେମ୍ବର ୩୧ ପର୍ଯ୍ୟନ୍ତ ରାଉରକେଲା-ଭୁବନେଶ୍ୱର-ରାଉରକେଲା ସ୍ପେଶାଲ ଟ୍ରେନ ସବୁଦିନ ଚଳାଚଳ କରିବ। ପୂର୍ବରୁ ଏହା ସପ୍ତାହକୁ ପାଞ୍ଚଦିନ ଚାଲୁଥିଲା। ଟ୍ରେନ୍…
ଭୁବନେଶ୍ୱର,୭।୧୧(ବ୍ୟୁରୋ): ରାୟଗଡ଼ାର ବିଷମ କଟକ ଭଳି ଅନୁନ୍ନତ ଅଞ୍ଚଳରେ କରୋନା ରୋଗୀଙ୍କୁ ଆମ୍ବୁଲାନ୍ସ ସେବା ମିଳିବ। ନୂଆଦିଲ୍ଲୀସ୍ଥିତ ସାମାଜିକ ଅନୁଷ୍ଠାନ ‘ଆଶ୍ରା’ ପକ୍ଷରୁ ଏପରି ଉଦ୍ୟମ ଆରମ୍ଭ…
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଭୁବନେଶ୍ୱର ଉପକଣ୍ଠ ଅନ୍ଧାରୁଆଠାରେ ଟିକା ତିଆରି ୟୁନିଟ୍ ସ୍ଥାପନ ହେବ। ଏଥିରେ ୩୦୦ କୋଟି ଟଙ୍କାର ପୁଞ୍ଜିନେବଶ କରାଯିବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ…
ଭୁବନେଶ୍ୱର, ୭।୧୧(ବ୍ୟୁରୋ): ଆସନ୍ତା ସପ୍ତାହରେ ରାଜ୍ୟ କ୍ୟାବିନେଟ ବୈଠକ ବସିପାରେ। ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକଙ୍କ ଅଧ୍ୟକ୍ଷତାରେ ଚଳିତ ୧୦ ତାରିଖରେ ଭିଡିଓ କନଫରେନ୍ସରେ କ୍ୟାବିନେଟ ବୈଠକ ଅନୁଷ୍ଠିତ…