କଣାସ,୪।୧(ସ୍ବ.ପ୍ର); କଣାସ ବ୍ଲକର କଣାସ କେନାଲ ଏବେ ଅଳିଆ ଆବର୍ଜନାରେ ପୋତିହେବାକୁ ବସିଲାଣି। ସ୍ଥାନୀୟ ବାସିନ୍ଦାଙ୍କ ସମେତ କଣାସ ହାଟର ବେପାରୀମାନେ ନିକଟସ୍ଥ ଏହି କେନାଲରେ ପଚାସଢ଼ା…
ସିଡନୀ, ୪।୧୨: ଆୟୋଜକ ଅଷ୍ଟ୍ରେଲିଆ ଏବଂ ଭାରତ ମଧ୍ୟରେ ଚାରୋଟି ଟେଷ୍ଟ ମ୍ୟାଚର ସିରିଜ ୧-୧ରେ ବରାବର ହୋଇଛି। ଉଭୟ ଦଳ ମଧ୍ୟରେ ତୃତୀୟ ମ୍ୟାଚ ଜାନୁଆରୀ…
ଭୋପାଳ,୪।୧: ମଧ୍ୟପ୍ରଦେଶରେ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନଙ୍କ ମନ୍ତ୍ରିମଣ୍ଡଳରେ ରବିବାର ସମ୍ପ୍ରସାରଣ ହୋଇଛି। ଜ୍ୟୋତିରାଦିତ୍ୟ ସିନ୍ଧିଆଙ୍କ ସମର୍ଥକ ତୁଳସୀରାମ ସିଲାଓ୍ବଟ ଏବଂ ଗୋବିନ୍ଦ ସିଂ ରାଜପୁତଙ୍କୁ ନୂଆ…
ଯାଜପୁର ଅଫିସ,୪।୧: କଳାହୀରା କୋଇଲାର କଳାବଜାର ତାଳଚେରଠାରୁ ଯାଜପୁର ଜିଲା ଷଠିପୁର ପର୍ଯ୍ୟନ୍ତ ଲମ୍ବିଛି। ଏହାର କାରବାର ଦିନକୁ ଦିନ ବଢ଼ିବାରେ ଲାଗିଛି। ଗତ ବର୍ଷକ ମଧ୍ୟରେ…
କଟକ ଅଫିସ୍,୪।୧: ଓଡ଼ିଶା ହାଇକୋର୍ଟର ମୁଖ୍ୟ ବିଚାରପତି ଭାବେ ଜଷ୍ଟିସ୍ ଏସ୍.ମୁରଲୀଧର ଶପଥ ନେଇଛନ୍ତି। ରାଜ୍ୟପାଳ ପ୍ରଫେସର ଗଣେଶୀ ଲାଲ ସକାଳ ୧୦ଟାରେ ତାଙ୍କୁ ପଦ ଏବଂ…
ପୁରୀ ଅଫିସ,୪।୧: ଭୁବନେଶ୍ୱର ନିବାସୀ ଶିବପ୍ରସାଦ ପଣ୍ଡା ଓ ତାଙ୍କ ପରିବାର ରବିବାର ମହାପ୍ରଭୁଙ୍କ ଉଦ୍ଦେଶ୍ୟରେ ୨୧ କିଲୋଗ୍ରାମ ରୁପା ଦାନ କରିଛନ୍ତି। ଶ୍ରୀମନ୍ଦିର ମୁଖ୍ୟ କାର୍ଯ୍ୟାଳୟରେ…
ଭୁବନେଶ୍ୱର,୪।୧(ବ୍ୟୁରୋ): ଦୀର୍ଘବର୍ଷ ହେବ ସୀମାନ୍ତରେ ଲୁଟ୍, ଚୋରି, ଡକାୟତି, ହତ୍ୟା ଆଦି ଅପରାଧ ଘଟାଉଛନ୍ତି ଝାଡ଼ଖଣ୍ଡର ଅପରାଧୀ। ଓଡ଼ିଶା ପୋଲିସର ଶକ୍ତିକୁ ପରଖିବା ପରେ ଏବେ ସେମାନେ…
ବଲିଉଡ ଅଭିନେତା ଧର୍ମେନ୍ଦ୍ର କୃଷକଙ୍କ ସମର୍ଥନରେ ବାହାରିଛନ୍ତି। ସୋସିଆଲ ମିଡିଆରେ ଏକ ପୋଷ୍ଟ କରି ଚାଷୀଙ୍କ ପାଇଁ ସେ ନ୍ୟାୟ ଦାବି କରିଛନ୍ତି। ସୋମବାର ଧର୍ମେନ୍ଦ୍ର ଟୁଇଟରରେ…
ତିର୍ତ୍ତୋଲ,୪।୧(ଡି.ଏନ.ଏ.): କୋଭିଡ କଟକଣା ପାଇଁ ବନ୍ଦ ରହିଥିବା ଜଗତସିଂହପୁର ଜିଲା ତିର୍ତ୍ତୋଲସ୍ଥିତ ପ୍ରସିଦ୍ଧ ଝଙ୍କଡ ଶାରଳା ମନ୍ଦିର ଦୀର୍ଘ ମାସ ପରେ ରବିବାର ଖୋଲିଛି। ସରକାରୀ ନିର୍ଦ୍ଦେଶ…
ଭୁବନେଶ୍ୱର,୪।୧(ବ୍ୟୁରୋ): ରାଜ୍ୟରେ ଆଉ ୩ଦିନ ଘନକୁହୁଡ଼ି ରହିବ। କୁହୁଡ଼ିକୁ ଦୃଷ୍ଟିରେ ରଖି ସତର୍କତାମୂଳକ ପଦକ୍ଷେପ ନେବାକୁ ଏସ୍ଆର୍ସି ସମସ୍ତ ଜିଲାପାଳ ଓ ଏସ୍ପିଙ୍କୁ ଚିଠି ଲେଖିଛନ୍ତି। କୁହୁଡ଼ି…