Home Left

‘ଦୋକାନ ସାମ୍ନାରେ ୨ ଡଷ୍ଟବିନ୍‌ ନ ରଖିଲେ କାର୍ଯ୍ୟାନୁଷ୍ଠାନ’

ପୁରୀ ଅଫିସ,୨୬ା୧୨: ପୁରୀ ସହରର ବ୍ୟବସାୟୀ ଓ ଦୋକାନୀମାନେ ନିଜ ଦୋକାନ ସମ୍ମୁଖରେ ଦୁଇଟି ଲେଖାଏ ଡଷ୍ଟବିନ୍‌ ରଖିବେ। ଗୋଟିକରେ ଓଦା ଏବଂ ଅନ୍ୟଟିରେ ଶୁଖିଲା ଆବର୍ଜନା…

6 years ago

ପୁରୀରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା

ପୁରୀ ଅଫିସ,୨୬ା୧୨: ପୁରୀସ୍ଥିତ ଯକ୍ଷ୍ମା ଓ ସଂକ୍ରାମକ (ଟିବି ଆଣ୍ଡ୍‌ ଆଇଡିଏଚ୍‌) ରୋଗ ଚିକିତ୍ସାଳୟରେ ବ୍ରଙ୍କୋସ୍କୋପି ଚିକିତ୍ସା ସୁବିଧା ଉପଲବ୍ଧ ହୋଇଛି। ଏହାପୂର୍ବରୁ କୌଣସି ଜିଲାସ୍ତରୀୟ ଡାକ୍ତରଖାନାରେ…

6 years ago

ଅର୍ଦ୍ଧରାତ୍ରରେ ସିରିଆ ଉପରେ ରକେଟ ମାଡ଼

ଦାମାସକସ୍‌,୨୬।୧୨: ଇସ୍ରାଏଲ୍‌ ସିରିଆ ମଧ୍ୟରେ ଉତ୍ତେଜନା ବଢ଼ିବାରେ ଲାଗିଛି। ଶୁକ୍ରବାର ଅର୍ଦ୍ଧରାତ୍ରରେ ଇସ୍ରାଏଲ୍‌ ପକ୍ଷରୁ ସିରିଆ ଉପରେ ରକେଟ ମାଡ଼ କରାଯାଇଛି। ହମା ପ୍ରଦେଶର ମସିୟଫ ସହରରେ…

6 years ago

ସଉଦି ଆରବର କ୍ରାଉନ ପ୍ରିନ୍ସ ସଲମାନ ନେଲେ କରୋନା ଭ୍ୟାକ୍ସିନର ପ୍ରଥମ ଡୋଜ

ରିୟାଦ,୨୬ ।୧୨: ସଉଦି ଆରବର କ୍ରାଉନ ପ୍ରିନ୍ସ ମହମ୍ମଦ ବିନ ସଲମାନ ଶୁକ୍ରବାର କରୋନା ଭାଇରସ ଭ୍ୟାକ୍ସିନର ପ୍ରଥମ ଡୋଜ ନେଇଛନ୍ତି । ଦେଶର ସରକାରୀ ଗଣମାଧ୍ୟମ…

6 years ago

ବାଂଲାଦେଶ-ମ୍ୟାନମାର୍‌କୁ ଗୁପ୍ତ ସୂଚନା ଦେବ ଆଇବି

ନୂଆଦିଲ୍ଲୀ,୨୬।୧୨: ଅନ୍ତର୍ଜାତୀୟ ସୀମାରେ ଆତଙ୍କବାଦୀ କାର୍ଯ୍ୟକଳାପ ଉପରେ ରୋକ ଲଗାଇବା ପାଇଁ ଭାରତ, ବାଂଲାଦେଶ ଏବଂ ମ୍ୟାନମାର୍‌ ମଧ୍ୟରେ ବୁଝାମଣା ହୋଇଛି। ଏହା ଅନ୍ତର୍ଗତ ଭାରତର ଇଣ୍ଟେଲଜେନ୍ସ୍‌…

6 years ago

ଏଫ୍‌ଓ ଅପମିଶ୍ରଣର ଆଡ୍ଡାସ୍ଥଳ ନଳିପୁର

ଯାଜପୁର ଅଫିସ,୨୬ା୧୨: ଯାଜପୁର ଜିଲା ଦେଇ ଯାଇଥିବା ଚଣ୍ଡିଖୋଲ-ପାରାଦୀପ ୫୩ ନମ୍ବର ଜାତୀୟ ରାଜପଥର ବାଲିଚନ୍ଦ୍ରପୁର ଥାନା ଅନ୍ତର୍ଗତ ନଳିପୁର ନିକଟ ଅଞ୍ଚଳ ତୈଳ ଜାତୀୟ ଇନ୍ଧନ…

6 years ago

ଲଭ୍‌ ଜେହାଦ୍‌ ପାଇଁ କଡ଼ା ଆଇନ ଆଣିବେ ଶିବରାଜ: ଦୋଷୀଙ୍କୁ ୧୦ ବର୍ଷ ଜେଲଦଣ୍ଡ

ଭୋପାଳ,୨୬।୧୨: ଲଭ୍‌ ଜେହାଦ୍‌ ପାଇଁ ମଧ୍ୟପ୍ରଦେଶ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ ଚୌହ୍ବାନ ସରକାର କଡ଼ା ଆଇନ ଆଣିବେ। ଏସମ୍ପର୍କିତ ଏକ ପ୍ରସ୍ତାବକୁ କା୍ୟାବିନେଟ୍‌ ମଞ୍ଜୁରୀ ମିଳିଛି। ଧର୍ମ…

6 years ago

ଜାଣିଶୁଣି କରୋନା ପଜିଟିଭ ହେବେ ୨,୫୦୦ ଲୋକ!

ଲଣ୍ଡନ,୨୬ ।୧୨: ବ୍ରିଟେନରେ ଦେଖା ଦେଇଥିବା କରୋନାର ନୂଆ ଷ୍ଟ୍ରେନ୍ ଏବେ ବିଶ୍ୱକୁ ଚିନ୍ତାରେ ପକାଇ ଦେଇଛି । ଏହାକୁ ନେଇ ଲଣ୍ଡନରୁ ଏକ ଚ୍ୟାଲେଞ୍ଜ କଲାଭଳି…

6 years ago

ଭତ୍ତା ପାଇଁ ଛେଳି ବିକିଦେଲେ ହରି

କୋରୁକୋଣ୍ଡା, ୨୬ା୧୨ (ଡି.ଏନ.ଏ.): ମାଲକାନଗିରି ଜିଲା କୋରୁକୋଣ୍ଡା ବ୍ଲକ ନାକାମାମୁଡି ପଞ୍ଚାୟତର ଘିସିଙ୍ଗିବେଡା ଗ୍ରାମର ହରି ଗୋଲପେଡା (୫୩) ଭତ୍ତା ପାଇବ ଲାଗି ବାରମ୍ବାର ବ୍ଲକ କାର୍ଯ୍ୟାଳୟକୁ…

6 years ago

ବାଜପେୟୀଙ୍କ ଦୂରଦୃଷ୍ଟିସମ୍ପନ୍ନ ନେତୃତ୍ୱ ଦେଶକୁ ଶିଖରରେ ପହଞ୍ଚାଇଥିଲା

ମାଲକାନଗିରି/ଜୟପୁର,୨୬ା୧୨(ଡି.ଏନ୍‌.ଏ./ନି.ପ୍ର.): ମାଲକାନଗିରି ଜିଲା ସଦର ମହକୁମାସ୍ଥିତ ନଗରଭବନଠାରେ ଜିଲା ଭାଜପା ପକ୍ଷରୁ ପୂର୍ବତନ ପ୍ରଧାନମନ୍ତ୍ରୀ ଭାରତରତ୍ନ ଅଟଳ ବିହାରୀ ବାଜପେୟୀଙ୍କ ୯୬ତମ ଜୟନ୍ତୀ ତଥା ସୁଶାସନ ଦିବସ…

6 years ago