Home Left

ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ ଘଟଣା: ମୃତକଙ୍କ ପରିବାରକୁ ୨ ଲକ୍ଷ ଟଙ୍କା ଲେଖାଏ ଅନୁକମ୍ପା ରାଶି ଘୋଷଣା କଲେ ମୁଖ୍ୟମନ୍ତ୍ରୀ

ଭୁବନେଶ୍ୱର,୫ା୯(ବ୍ୟୁରୋ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୮ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ମୃତକଙ୍କ…

6 years ago

ସ୍ବାମୀଙ୍କ ମୃତ୍ୟୁ ପରେ ଭୁଶୁଡ଼ି ପଡ଼ିଲା ଘର, ପରେ ଏହି ବୃଦ୍ଧାଙ୍କ ଅବସ୍ଥା ଦେଖିଲେ ଆଖିରେ ଆସିବ ଲୁହ

ରାଞ୍ଚି,୫ା୯: ସ୍ବଚ୍ଛ ଭାରତ ଅଭିଯାନ ଅଧୀନରେ ଗରିବ ଲୋକଙ୍କୁ ଶୌଚାଳୟ ମିଳୁଛି। ମାତ୍ର କାହା ପାଇଁ ଏହି ଶୌଚାଳୟ ମଧ୍ୟ ମୁଣ୍ଡ ଗୁଞ୍ଜିବାର ରାହା ପାଲଟିଛି। ଯଦିଓ…

6 years ago

ସାବୁନ୍‌ ପ୍ୟାକେଟ୍‌ରେ ସୁନା ଚୋରାଚାଲାଣ, ଏମିତି ନେଉଥିଲେ ଚାଲାଣକାରୀ ଦେଖନ୍ତୁ ଏହି ଭିଡିଓ

ଚେନ୍ନାଇ,୫ା୯: ତାମିଲନାଡୁର ତିରୁଚିରାପଲ୍ଲୀ ବିମାନବନ୍ଦରରୁ ଏପରି ଏକ ଭିଡିଓ ଭାଇରାଲ ହେବାରେ ଲାଗିଛି, ଯେଉଁଥିରେ ଜଣେ ଚୋରା ଚାଲାଣକାରୀ ସାବୁନ ପ୍ୟାକେଟ୍‌ରେ ସୁନା ଚୋରା ଚାଲାଣ କରୁଥିଲେ।…

6 years ago

ଗଞ୍ଜାମରୁ ସୁରଟ ଯାଉଥିବା ବସ୍‌ ଦୁର୍ଘଟଣାଗ୍ରସ୍ତ: ୭ ଜଣଙ୍କ ଜୀବନ ଗଲା

ଗଞ୍ଜାମ,୫ା୯(ଡି.ଏନ୍‌.ଏ): ଗଞ୍ଜାମରୁ ସୁରଟ ଯାଉଥିବା ଏକ ବସ୍‌ ଶୁକ୍ରବାର ବିଳମ୍ବିତ ରାତିରେ ଦୁର୍ଘଟଣାଗ୍ରସ୍ତ ହୋଇଥିବା ଖବର ମିଳିଛି। ଏଥିରେ ୭ ଜଣଙ୍କର ମୃତ୍ୟୁ ଘଟିଥିବା ଜଣାପଡ଼ିଛି। ସୂଚନାଯୋଗ୍ୟ,…

6 years ago

ଛାତ୍ରବତ୍ସଳ ଡ. ସର୍ବପଲ୍ଲୀ ରାଧାକ୍ରିଷ୍ଣନ୍‌

ଦେବଭୂମି ପବିତ୍ର ଭାରତବର୍ଷରେ ଯେଉଁ କେତେଜଣ ମହାନ୍‌ ଦାର୍ଶନିକ, ରାଷ୍ଟ୍ରନାୟକ, ଚିନ୍ତାନାୟକ, ମାନବପ୍ରେମୀ ସେମାନଙ୍କର ଉତ୍ସର୍ଗୀକୃତ ସେବା, ତ୍ୟାଗ, ପ୍ରେମର ପ୍ରତିଦାନରେ ଭାରତବର୍ଷକୁ ସମଗ୍ର ବିଶ୍ୱରେ ଶକ୍ତିଶାଳୀ…

6 years ago

ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ପାଇଁ ୮ ସ୍ବତନ୍ତ୍ର ଟ୍ରେନ

ଭୁବନେଶ୍ୱର(ବ୍ୟୁରୋ),୫।୯: ଆସନ୍ତା ୬ ତାରିଖରେ ଏନ୍‌ଡିଏ ଓ ନାଭାଲ ଏକାଡେମୀ ପରୀକ୍ଷା ଅନୁଷ୍ଠିତ ହେବ। କଟକ, ସମ୍ବଲପୁର ଓ ବିଶାଖାପାଟଣାରେ ପରୀକ୍ଷା କେନ୍ଦ୍ରକୁ ପରୀକ୍ଷାର୍ଥୀଙ୍କ ଯାତାୟାତ ସୁବିଧା…

6 years ago

ଗୁରୁ: ଆଲୋକର ବାଟ ଦେଖାନ୍ତି

ଅଜ୍ଞାନ ରୂପକ ଅନ୍ଧକାରକୁ ଦୂର କରିବାରେ ଗୁରୁ ହିଁ ସାଜନ୍ତି ଆଲୋକବର୍ତ୍ତିତା। କେବେ କଠୋର ଅନୁଶାସନ ତ କେବେ ଉତ୍ସାହପ୍ରଦ ପ୍ରେରଣା ମାଧ୍ୟମରେ ଏମାନେ ଦେଶ, ସମାଜ…

6 years ago

ଗୋପାଳପୁରରେ ହେବ ବୃହତ୍‌ ଔଷଧୀୟ ପାର୍କ

ଭୁବନେଶ୍ୱର,୫।୯(ବ୍ୟୁରୋ): ଗୋପାଳପୁର ସ୍ଥିତ ଟାଟା ସ୍ବତନ୍ତ୍ର ଅର୍ଥନୈତି ଜୋନ(ଏସଇଜେଡ୍‌)ରେ ବୃହତ ଔଷଧୀୟ ପାର୍କ ପ୍ରତିଷ୍ଠା ହେବ। ଶୁକ୍ରବାର ଲୋକସେବା ଭବନରେ ମୁଖ୍ୟ ଶାସନ ସଚିବ ଅସୀତ ତ୍ରିପାଠୀଙ୍କ…

6 years ago

ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବ

ଭୁବନେଶ୍ୱର,୫।୯(ବ୍ୟୁରୋ): ଭୁବନେଶ୍ୱରରେ ସଂକ୍ରମଣ ଆହୁରି ବଢ଼ିବାର ଆଶଙ୍କା ରହିଛି। ଏଠାରେ ଲୋକଙ୍କ ଆଣ୍ଟିବଡି ପ୍ରିଭେଲାନ୍ସ କମ୍‌ ଯୋଗୁ ଆଗକୁ ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିପାରେ ବୋଲି ବିଏମ୍‌ସି କମିଶନର…

6 years ago

୮ରୁ ଯୁକ୍ତ୩ ଇ-ନାମଲେଖା ପାଇଁ ଆବେଦନ

ଭୁବନେଶ୍ୱର,୫।୯(ବ୍ୟୁରୋ): ରାଜ୍ୟରେ ଡିଗ୍ରୀ କଲେଜଗୁଡ଼ିକରେ ଇ-ନାମଲେଖା ପାଇଁ ଆସନ୍ତା ୮ ତାରିଖ ପୂର୍ବାହ୍ନ ୧୧ଟାରୁ ଆବେଦନ ପ୍ରକ୍ରିୟା ଆରମ୍ଭ ହୋଇ ୨୨ ତାରିଖ ରାତି ୧୧ଟା ୪୫…

6 years ago