Home Left

ଲକ୍‌ଡାଉନରେ ମାତିଛନ୍ତି ଲୁଟେରା

ପାଟପୁର,୨୦ା୪- ଗଞ୍ଜାମ ଜିଲା ସାନଖେମୁଣ୍ଡି ବ୍ଲକ ମହାନଳା ଗ୍ରାମରେ ରବିବାର ବିଳମ୍ବିତ ରାତିରେ ଦୁର୍ବୃତ୍ତ ୨ ଘରୁ ଚୋରି ଉଦ୍ୟମ କରି ବିଫଳ ହୋଇଥିବାବେଳେ ଜଣେ ମହିଳାଙ୍କ…

6 years ago

ସ୍ତ୍ରୀଙ୍କୁ ଅଫିସ ଛାଡିବାକୁ ଯାଇ ସ୍ବାମୀ ଗଣିଲେ ଜରିମାନା

ଭଞ୍ଜନଗର,୨୦।୪(ଡି.ଏନ.ଏ.)- ଭଞ୍ଜନଗର ଉପଖଣ୍ଡର ଜଣେ ମହିଳା ଯନ୍ତ୍ରୀ ନିଜ ଘରୁ ସୋମବାର ଅଫିସ ଅଭିମୁଖେ ବାହାରିଥିଲେ। ଯନ୍ତ୍ରୀଙ୍କୁ ଗାଡ଼ି ଚଳାଇବା ଆସୁ ନ ଥିବା ଯୋଗୁ ତାଙ୍କ…

6 years ago

୧୬ ପରିବାରଙ୍କୁ ଘରଭଡ଼ା ଛାଡ଼ କଲେ ରଘୁନାଥ

କଟକ ଅଫିସ,୨୦ା୪: ସହରରେ ଅଧାରୁ ଅଧିକ ଭଡ଼ାଟିଆ ବାସିନ୍ଦା। ଭଡ଼ା ରହୁଥିବା ଲୋକେ ବି ଅଧିକାଂଶରେ ବ୍ୟବସାୟ, ଛୋଟ ଦୋକାନ କିମ୍ବା କୌଣସି ଘରୋଇ କମ୍ପାନୀରେ ଚାକିରି…

6 years ago

କ୍ରୋମାଇଟ ପରିବହନକୁ ଶ୍ରମିକଙ୍କ ବିରୋଧ

କାଳିଆପାଣି,୨୦।୪(ଡିଏନଏ):  ଯାଜପୁର ଜିଲା ସୁକିନ୍ଦା ଖଣି ଅଞ୍ଚଳରେ କାର୍ଯ୍ୟ କରୁଥିବା ସାରୁଆବିଲ ଖଣିରୁ କ୍ରୋମାଇଟ ପରିବହନକୁ ଶ୍ରମିକମାନେ ବିରୋଧ କରି ବନ୍ଦ କରିଦେଇଛନ୍ତି। ମିଶ୍ରିଲାଲ ଖଣିର ଲିଜ…

6 years ago

ହଜାରେ ଲିଟର ପୋଚ ନଷ୍ଟ, ଭାଟି ସିଲ

ପାତ୍ରପୁର,୨୦ା୪(ଡି.ଏନ୍‌.ଏ.)- ଲକ୍‌ଡାଉନରେ ମଦଦୋକାନ ବନ୍ଦ ଥିବାବେଳେ ଦେଶୀମଦ କାରବାର ବୃଦ୍ଧି ପାଇଛି। ଭାଟି ମାନଙ୍କରେ ମଦ ତିଆରି କରି ମାଲାମାଲ୍‌ ହେଉଛନ୍ତି ମାଫିଆ। ଜରଡା ଥାନା ଅଧିକାରୀ…

6 years ago

ତଳମୁଣ୍ଡରେ ପହଞ୍ଚିଲାନି କେନାଲ ପାଣି: ମରିବାକୁ ବସିଲାଣି ଗର୍ଭଣୀ ଧାନ

ଜୁନାଗଡ,୨୦।୪(ଡି.ଏନ୍‌.ଏ.): କଳାହାଣ୍ଡି ଜିଲାରେ କେନାଲ ବିଭାଗ ପାଣି ଦେବାକୁ କହିି ଶେଷ ମୁହୂର୍ତ୍ତରେ ନ ଦେବା ଫଳରେ ଚାଷୀମାନେ ଅଡୁଆରେ ପଡିଛନ୍ତି। ବର୍ତ୍ତମାନ ରବିଧାନ ଗର୍ଭଣୀ ଅବସ୍ଥାରେ…

6 years ago

ପରିବା ଚାଷୀଙ୍କ କରୋନା ପାଣ୍ଠିକୁ ସହାୟତା

ନୂଆପଡା ଅଫିସ,୨୦ା୪: କରୋନା ମୁକାବିଲା ଲାଗି ଉଭୟ ରାଜ୍ୟ ଏବଂ କେନ୍ଦ୍ର ସରକାର ଅଣ୍ଟା ଭିଡିଛନ୍ତି। ଏଥିପାଇଁ ବିଭିନ୍ନ ସଂଗଠନ, ବ୍ୟକ୍ତିବିଶେଷ ସହାୟତାର ହାତ ବଢାଉଛନ୍ତି। ଏହିକ୍ରମରେ…

6 years ago

ମହିଳାଙ୍କ ଆତ୍ମହତ୍ୟା, ମଶାଣିରୁ ମୃତଦେହ ଜବତ କଲା ପୋଲିସ

ଗଞ୍ଜାମ,୨୦ା୪(ଡି.ଏନ୍‌.ଏ.)- ଗଞ୍ଜାମ ଥାନା ଅଞ୍ଚଳରେ ସୋମବାର ଜଣେ ମହିଳା ଲୁଗାରେ ଫାଶି ଲଗାଇ ଆତ୍ମହତ୍ୟା କରିଥିଲେ। ପରିବାର ଲୋକେ ଅପରାହ୍ନରେ ମୃତଦେହ ମଶାଣିକୁ ନେଇ ଦାହ କରିବାକୁ…

6 years ago

ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୨୧ସରପଞ୍ଚ ଦେଲେ ୩ ମାସର ଭତ୍ତା

ତରଭା,୨୦।୪(ଡି.ଏନ.ଏ): କରୋନା ଭୂତାଣୁ ସଂକ୍ରମଣ ପ୍ରତିରୋଧ ପାଇଁ ସୁବର୍ଣ୍ଣପୁର ଜିଲା ତରଭା ବ୍ଳକର ସମସ୍ତ ସରପଞ୍ଚ ମୁଖ୍ୟମନ୍ତ୍ରୀଙ୍କ ରିଲିଫ୍‌ ପାଣ୍ଠିକୁ ୧ଲକ୍ଷ ୨ହଜାର ଟଙ୍କା ପ୍ରଦାନ କରିଛନ୍ତି।…

6 years ago

ଦାରିଙ୍ଗବାଡ଼ିରେ ଝଡବର୍ଷା, କୁଆ ପଥର ବୃଷ୍ଟି

ଦାରିଙ୍ଗବାଡ଼ି,୨୦।୪(ଡି.ଏନ.ଏ.)- ଦାରିଙ୍ଗବାଡ଼ି ବ୍ଲକର ଦାରିଙ୍ଗବାଡ଼ି ସମେତ ଶ୍ରାନିକେତା, ଦଣ୍ଡିମା, ସିମନବାଡ଼ି, ତେରାବାଡ଼ି, ଡବୁଲମାହା, କିରିକୁଟି ଆଦି ଅଞ୍ଚଳରେ ସୋମବାର ଅପରାହ୍ନରେ ବର୍ଷାପବନ ସହ କୁଆପଥର ବୃଷ୍ଟି ହୋଇଛି।…

6 years ago