ଢେଙ୍କାନାଳ ଅଫିସ, ୩୧।୮: ଢେଙ୍କାନାଳ ଜିଲା ଗଁଦିଆ ଅଞ୍ଚଳର ମତ୍ସ୍ୟଚାଷୀଙ୍କୁ ଦୁଃଖ ଦେଇଛି ବ୍ରାହ୍ମଣୀ ବନ୍ୟା। ବଢ଼ିପାଣିରେ ଯାଆଁଳ ଭାସିଯାଇଛନ୍ତି। ସୀମିତ ସମ୍ବଳରେ ମାଛଚାଷ କରି ଦୁଇ…
ନୂଆଦିଲ୍ଲୀ,୩୧ା୮: ପଶ୍ଚିମ ଦିଲ୍ଲୀର ନାରାଇନାରେ ମୋବାଇଲ୍ ଚୋରି ସନ୍ଦେହରେ ଜଣେ ଯୁବକଙ୍କୁ ଗଛରେ ବାନ୍ଧି ପିଟି ପିଟି ମାରିଦିଆଯାଇଛି। ହତ୍ୟା ଅଭିଯୋଗରେ ପୋଲିସ ଘଟଣାସ୍ଥଳରୁ ୪ ଜଣଙ୍କୁ…
ନୂଆଦିଲ୍ଲୀ, ୩୧।୮: ଅଦାଲତ ଅବମାନନା ମାମଲାରେ ବରିଷ୍ଠ ଆଇନଜୀବୀ ପ୍ରଶାନ୍ତ ଭୂଷଣଙ୍କ ପ୍ରତି ହୋଇଥିବା ରାୟର ପୁନର୍ବିଚାର ଲାଗି ଅନୁରୋଧ କରି ୧୨୨ ଜଣ ଆଇନ ଛାତ୍ରୀଛାତ୍ର…
ନୂଆଦିଲ୍ଲୀ,୩୧।୮: ଅନୀଲ ଅମ୍ବାନୀଙ୍କ ଗ୍ରୁପ କମ୍ପାନୀକୁ ନ୍ୟାଶନାଲ କମ୍ପାନୀ ଲ ଟ୍ରିବ୍ୟୁନାଲ(ଏନ୍ସିଏଲ୍ଟି)କୁ ପଠାଇବା ମାମଲାରେ ତାଙ୍କୁ ବର୍ତ୍ତମାନ ଆଶ୍ୱସ୍ତି ମିଳିଛି। ଅନୀଲଙ୍କ ଗ୍ରୁପର ରିଲାଏନ୍ସ ହୋମ୍ ଫାଇନାନ୍ସ…
ଭାରତ ଏବଂ ଚାଇନା ମଧ୍ୟରେ ବର୍ତ୍ତମାନ ସୀମା ବିବାଦ ଲାଗିରହିଛି। ତେବେ ଏମିତି ଏକ ସମୟ ଥିଲା ଯେତେବେଳେ ଚାଇନାବାସୀ ଭାରତୀୟମାନଙ୍କୁ ବହୁତ ସମ୍ମାନ କରୁଥିଲେ। ଭଗବାନଙ୍କ…
ନୂଆଦିଲ୍ଲୀ, ୩୧।୮(ପି.ଟି.): ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ମନ୍ କୀ ବାତ୍ କାର୍ଯ୍ୟକ୍ରମରେ ଖେଳନା ଉପରେ ବହୁତ କଥା କହିଛନ୍ତି। ଷ୍ଟାର୍ଟଅପ୍ମାନେ ଖେଳନା ଉତ୍ପାଦନରେ ସାମିଲ ହେବା ଲାଗି…
ନୂଆଦିଲ୍ଲୀ,୩୧।୮: ଅର୍ଥମନ୍ତ୍ରୀ ନିର୍ମଳା ସୀତାରାମନ ସେପ୍ଟେମ୍ବର ୩ରେ ବ୍ୟାଙ୍କ ମୁଖ୍ୟଙ୍କୁ ଭେଟିବାର କାର୍ଯ୍ୟକ୍ରମ ସ୍ଥିର ହୋଇଛି। ଏହି ବୈଠକରେ ଋଣ ପୁନର୍ଗଠନ ଯୋଜନା ଉପରେ ସମୀକ୍ଷା ହେବ…
ନୂଆଦିଲ୍ଲୀ, ୩୧।୮(ପି.ଟି.): ବିଶ୍ୱରେ ୭ ଲକ୍ଷ କୋଟି ଟଙ୍କାରୁ ଊର୍ଦ୍ଧ୍ୱ ଖେଳନା ବଜାର ରହିଥିବାବେଳେ ଏଥିରେ ଭାରତର ଅଂଶ ନଗଣ୍ୟ। ଭାରତକୁ ବିଶ୍ୱର ଖେଳନା କେନ୍ଦ୍ରରେ ପରିଣତ…
ପୁରୀ ଅଫିସ, ୩୧।୮: ଦୀର୍ଘଦିନ ପରେ ଶ୍ରୀମନ୍ଦିରରେ ଭୋଗ ମାରା ହୋଇଛି। ଜଣେ ସେବାୟତଙ୍କ ପାଇଁ ଶନିବାର ରାତିରେ ପ୍ରାୟ ୨ଘଣ୍ଟାରୁ ଊର୍ଦ୍ଧ୍ୱ ସମୟ ମହାପ୍ରଭୁଙ୍କ ନୀତିକାନ୍ତି…
ଭୁବନେଶ୍ୱର,୩୧।୮(ବ୍ୟୁରୋ): ରାଜ୍ୟରେ ବନ୍ୟା ଦାଉ ସାଜିଥିବାବେଳେ ସୋମବାରଠାରୁ ବର୍ଷା ହେବାର ସମ୍ଭାବନା ରହିଛି। ଫଳରେ ବିପନ୍ନଙ୍କ ଦୁର୍ଦ୍ଦଶା ଆହୁରି ବଢ଼ିବ। ପାଣିପାଗ ବିଭାଗ ପକ୍ଷରୁ କରାଯାଇଥିବା ପୂର୍ବାନୁମାନ…