କଟକ ଅଫିସ୍,୧୬ା୪: ଲକ୍ଡାଉନ୍ ସମୟ ବଢ଼ିବା ଯୋଗୁ ଯାନବାହନଗୁଡ଼ିକର ବିଭିନ୍ନ ପ୍ରକାର ବୈଧତା ଅବଧି ମଧ୍ୟ ବଢ଼ିଛି। ବୁଧବାର ଏନେଇ ରାଜ୍ୟ ପରିବହନ କମିଶନର ତଥା ରାଜ୍ୟ…
ନୂଆଦିଲ୍ଲୀ,୧୬ା୪: ଲକ୍ଡାଉନ ସତ୍ତ୍ୱେ ନିର୍ଦ୍ଦିଷ୍ଟ ଅଞ୍ଚଳରେ କୃଷକ ଓ ଦିନ ମଜୁରିଆମାନଙ୍କ ସ୍ବାର୍ଥକୁ ଦୃଷ୍ଟିରେ ରଖି ଏପ୍ରିଲ ୨୦ ପରେ କେଉଁସବୁ କାର୍ଯ୍ୟ କରିବାକୁ ଅନୁମତି ମିଳିବ…
ଭୁବନେଶ୍ୱର,୧୬ା୪(ବ୍ୟୁରୋ): ଗତ କିଛି ଦିନ ହେବ ରାଜ୍ୟରେ ତାତିର ପ୍ରକୋପ ବହୁ ମାତ୍ରାରେ ବଢିଯାଇଛି। ଅଧିକାଂଶ ସ୍ଥାନରେ ପାରଦ ୪୦ ଡିଗ୍ରୀ ସେଲସିୟସ୍ ଉପରକୁ ଟପିଛି। ବୁଧବାର…
ଗୁଆହାଟୀ,୧୬।୪(ପି.ଟି.): କରୋନା ଭାଇରସ୍ର ଉତ୍ପତ୍ତିସ୍ଥଳ ଚାଇନାରୁ ଆସାମକୁ ଆସିଛି ୫୦ହଜାର ବ୍ୟକ୍ତିଗତ ସୁରକ୍ଷା ଉପକରଣ(ପିପିଇ) କିଟ୍। କୋଭିଡ-୧୯ ବିରୋଧରେ ଲଢ଼େଇ ଜାରି ରଖିଥିବା ଆଗଧାଡ଼ିର ସ୍ବାସ୍ଥ୍ୟକର୍ମୀଙ୍କ ପାଇଁ…
ପୁରୀ ଅଫିସ,୧୬ା୪: କରୋନା ଭୂତାଣୁ ସଂକ୍ରମଣ ରୋକିବା ପାଇଁ ସାମାଜିକ ଦୂରତା ଓ ବିଶୁଦ୍ଧୀକରଣ ଉପରେ ଗୁରୁତ୍ୱ ଦିଆଯାଉଛି। ତେବେ ପୁରୀର ସବୁଠୁ ସମ୍ବେଦନଶୀଳ କୁହାଯାଉଥିବା ସ୍ବର୍ଗଦ୍ୱାର…
ଭୁବନେଶ୍ୱର,୧୬ା୪(ବ୍ୟୁରୋ): ରାଜ୍ୟରେ କିଛିବର୍ଷ ତଳେ ଆଳୁ ମିଶନ୍ ଆରମ୍ଭ କରାଯାଇଥିଲା। ଏହାକୁ ଦୃଷ୍ଟିରେ ରଖି ସେ ସମୟରେ ରାଜ୍ୟର ବିଭିନ୍ନ ପ୍ରାନ୍ତରେ ଶୀତଳଭଣ୍ଡାର ଖୋଲାଯିବାକୁ ଗୁରୁତ୍ୱ ଦିଆଯାଇଥିଲା।…
ଖୋର୍ଦ୍ଧା ଅଫିସ,୧୬ା୪: ବଜାରରେ ବୁଲୁଥିବା ଅମାନିଆ ବାଇକ ଚାଳକଙ୍କୁ ସଚେତନ କରିବା ଲାଗି ଆଗେଇ ଆସିଛନ୍ତି ସାମାଜିକ କର୍ମୀ ତଥା ଖବରଦାତା ଧନେଶ୍ୱର ବିଧାର। ସମ୍ପୂର୍ଣ୍ଣ ଶରୀରରେ…
ପୁରୀ ଅଫିସ,୧୬ା୪: ମେ ୩ ତାରିଖ ଯାଏ ଦେଶବ୍ୟାପୀ ଗଡ଼ିବନି ଟ୍ରେନ। କରୋନା ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀଙ୍କ ଘୋଷଣା ପରେ ସମସ୍ତ ଯାତ୍ରୀବାହୀ ଟ୍ରେନ ଚଳାଚଳକୁ ବାତିଲ…
କେନ୍ଦୁଝର, ୧୬ା୪(ସ୍ବ.ପ୍ର.)-ବାଂଶପାଳ ବ୍ଲକ ଶୁଆକାଟି ଖଣି ଅଞ୍ଚଳରେ ବିଭିନ୍ନ ଗ୍ରାମ ରାସ୍ତାଘାଟକୁ ବୁଧବାର ବିଶୋଧନ କରାଯାଇଛି। କଳିଙ୍ଗ କମର୍ସିଆଲ କର୍ପୋରେଶନ ପକ୍ଷରୁ ଇଚିଣ୍ଡା, ତଳ କଇଁସରୀ, ଓଏମ୍ସି…
ପୁରୀ ଅଫିସ,୧୬ା୪: ପ୍ରଥମ ପର୍ଯ୍ୟାୟ ଲକ୍ଡାଉନ ସମୟରେ ପୁରୀ କେୟାର୍ସ ଅଭିଯାନ ସଫଳତା ସହ ଲୋକମାନଙ୍କ ପାଖରେ ପହଞ୍ଚିପାରିଛି। କରୋନା ମୁକାବିଲା ପାଇଁ ହଠାତ୍ ଲକ୍ଡାଉନ ଘୋଷଣା…