Home Left

ବିଶୋଧନ ହେଲା ସୋରଡାର ବିଭିନ୍ନ ଅଞ୍ଚଳ

ସୋରଡା,୧୫ା୪(ଡି.ଏନ୍‌.ଏ.)- ସୋରଡା ସହରର ସମସ୍ତ ସାହିକୁ ବୁଧବାର ଅପରାହ୍ନରେ ଏନ୍‌ଏସି ତରଫରୁ ଅଗ୍ନିଶମ ବିଭାଗ ପକ୍ଷରୁ ସାନିଟାଇଜ କରାଯାଇଛି। ଗନିଛକ, ବଡଦାଣ୍ଡ, ଆଡପମଣ୍ଡପ, ସରୁଆସାହି, କେଉଟସାହି, ବାଙ୍କବଜାରରେ…

6 years ago

ଭାରତରେ ୧୧ହଜାରରୁ ଊର୍ଦ୍ଧ୍ୱ ଟପିଲା କରୋନା ସଂକ୍ରମିତଙ୍କ ସଂଖ୍ୟା: ସ୍ବାସ୍ଥ୍ୟ ମନ୍ତ୍ରଣାଳୟ

ନୂଆଦିଲ୍ଲୀ,୧୫।୪: ଦେଶରେ ଲକ୍‌ଡାଉନ୍‌ର ଦ୍ୱିତୀୟ ପର୍ଯ୍ୟାୟର ପ୍ରଥମ ଦିନରେ କରୋନା ଭାଇରସ୍‌ ସଂକ୍ରମିତଙ୍କ ସଂଖ୍ୟା ୧୧ହଜାରରୁ ଉର୍ଦ୍ଧ୍ୱ ଟପିଛି। ଭାରତରେ ଏପର୍ଯ୍ୟନ୍ତ କରୋନାରେ ସଂକ୍ରମିତ ହୋଇ ୩୭୭ଜଣଙ୍କର…

6 years ago

ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ

ଲକ୍ଷ୍ନୌ,୧୫।୪: ଉତ୍ତରପ୍ରଦେଶର ରାଜଧାନୀ ଲକ୍ଷ୍ନୌରେ କରୋନା ଜନିତ ପ୍ରଥମ ମୃତ୍ୟୁ ଘଟିଛି। ନଜିରାବାଦରେ ରହୁଥିବା ୬୪ ବର୍ଷୀୟ ବୃଦ୍ଧଙ୍କ ବୁଧବାର ଦ୍ୱିପ୍ରହରରେ କରୋନା ଭାଇରସ୍‌ରେ ମୃତ୍ୟୁ ହୋଇଥିବା…

6 years ago

କରୋନାକୁ ନେଇ ଲୋକଙ୍କ ମନରେ ଭ୍ରାନ୍ତ ଧାରଣା: ବାଗ୍‌ଚୀ ଦେଲେ ୧୨ଟି ତଥ୍ୟ, ଧ୍ୟାନ ନ ଦେବାକୁ ପରାମର୍ଶ

ଭୁବନେଶ୍ୱର, ୧୫।୪(ବ୍ୟୁରୋ): କରୋନାକୁ ନେଇ ଲୋକମାନଙ୍କ ମନରେ ଅନେକ ଭ୍ରାନ୍ତ ଧାରଣା ରହିଛି। ବିଶେଷକରି ୧୨ଟି କୋଭିଡ ସମ୍ପନ୍ଧୀୟ ଭ୍ରାନ୍ତ ଧାରଣା ରହିଥିବା ବୁଧବାର  ଗୀତଗୋବିନ୍ଦ ସଦନରେ…

6 years ago

ଘରୋଇ ଇଭେଣ୍ଟଗୁଡିକ ପୁନର୍ଗଠନ କଲା ହକି ଇଣ୍ଡିଆ:୨୦୨୧ରୁ ଜାତୀୟ ଚାମ୍ପିୟନଶିପ୍‌ ଲାଗି ନୂଆ ଫର୍ମାଟ

ନୂଆଦିଲ୍ଲୀ,୧୫।୪(ପି.ଟି.):  ହକି ଇଣ୍ଡିଆ ସବୁ ଘରୋଇ ଇଭେଣ୍ଟ ତଥା ଟୁର୍ନାମେଣ୍ଟଗୁଡିକର ପୁନର୍ଗଠନ କରିବାକୁ ନିଷ୍ପତ୍ତି ନେଇଛି। ଏହିକ୍ରମରେ ଜାତୀୟ ଚାମ୍ପିୟନଶିପ୍‌ଗୁଡିକ ଆସନ୍ତାବର୍ଷଠାରୁ ନୂଆ ଫର୍ମାଟରେ ଆୟୋଜନ ହେବ।…

6 years ago

୩ଟି ମ୍ୟାଚ୍‌ରୁ ସାଣ୍ଟୋସ୍‌ଙ୍କୁ ବାସନ୍ଦ କଲା ୟୁଇଏଫ୍‌ଏ

ନିୟନ,୧୫।୪(ଏପି): ୟୁରୋପ ଫୁଟବଲର ସର୍ବୋଚ୍ଚ ପ୍ରଶାସନିକ ସଂସ୍ଥା ୟୁଇଏଫ୍‌ଏ (ୟୁନିୟନ ଅଫ୍‌ ୟୁରୋପିଆନ ଫୁଟବଲ ଆସୋସିଏଶନ) କୋପନହାଗେନ ଫରଓ୍ବାର୍ଡ ମାଇକେଲ ସାଣ୍ଟୋସ୍‌ଙ୍କୁ ୩ଟି ମ୍ୟାଚ୍‌ରୁ ବାସନ୍ଦ କରିଛି।…

6 years ago

କୋଭିଡ୍‌- ୧୯ ସବୁ ବିଶ୍ୱକପ୍‌ଠାରୁ ବଡ଼: ଶାସ୍ତ୍ରୀ

ନୂଆଦିଲ୍ଲୀ,୧୫।୪(ପି.ଟି.): ଭାରତୀୟ କ୍ରିକେଟ କୋଚ୍‌ ରବି ଶାସ୍ତ୍ରୀ କୋଭିଡ୍‌-୧୯ ବିରୋଧରେ ଚାଲିଥିବା ଲଢେଇକୁ ସବୁଠାରୁ ଗୁରୁତ୍ୱପୂର୍ଣ୍ଣ ବୋଲି କହିଛନ୍ତି। ଦେଶରେ ଚାଲିଥିବା ଏହି ଲଢେଇ ସବୁ ବିଶ୍ୱକପ୍‌ଠାରୁ…

6 years ago

ଜନ୍ମିତ ଶିଶୁର ନାମ ‘ସାନିଟାଇଜର୍‌’

ଲକ୍ଷ୍ନୌ: ଦେଶ ସହିତ ସମଗ୍ର ବିଶ୍ୱରେ କରୋନା ତା’ର କାୟା ବିସ୍ତାର କରିବାରେ ଲାଗିଛି। ଭାରତରେ ପ୍ରଥମେ ୨୧ ଦିନ ପାଇଁ ଲକ୍‌ଡାଉନ୍‌ ଘୋଷଣା କରାଯାଇଥିଲା। ଏହା…

6 years ago

କରୋନାକୁ ନେଇ ପିଟ୍‌ବୁଲଙ୍କ ନୂଆ ଗୀତ ରିଲିଜ୍‌

ଆମେରିକାନ ଫେମସ୍‌ ରାପର ପିଟ୍‌ବୁଲ ନିଜର ନୂଆ ସଙ୍ଗ୍‌ ରିଲିଜ୍‌ କରିଛନ୍ତି। ମହାମାରୀ କରୋନା ଭାଇରସ୍‌ ସମଗ୍ର ବିଶ୍ୱରେ ଯେଉଁ ମୃତ୍ୟୁ ତାଣ୍ଡବ ସୃଷ୍ଟି କରିଛି, ତାକୁ…

6 years ago

କୋଭିଡ୍‌-୧୯ ସତ୍ତ୍ୱେ ଏସିଆନ ଫୁଟବଲ ଟୁର୍ନାମେଣ୍ଟ ଆୟୋଜନ ହେବ

କୁଆଲାଲମ୍ପୁର,୧୫।୪ (ଏଏଫ୍‌ପି): କୋଭିଡ୍‌-୧୯ ସଂକ୍ରମଣ ସତ୍ତ୍ୱେ ଏସିଆରେ ସବୁ ଆଗଧାଡିର ଫୁଟବଲ ଟୁର୍ନାମେଣ୍ଟଗୁଡିକ ଆୟୋଜନ ଚାଲୁ ରହିବ ବୋଲି ଜଣେ ବରିଷ୍ଠ ଅଧିକାରୀ ସୂଚନା ଦେଇଛନ୍ତି। ଆବଶ୍ୟକ…

6 years ago