Home Left

ରାଜଧାନୀରେ ବିଭିନ୍ନ ସ୍ଥାନରେ ମାସ୍କ ଯାଞ୍ଚ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ବାୟୁରେ କୋଭିଡ୍‌-୧୯ ସଂକ୍ରମଣ ସମ୍ଭାବନା ଥିବାରୁ ମାସ୍କ ବ୍ୟବହାରକୁ ଗୁରୁବାରଠାରୁ ବାଧ୍ୟତାମୂଳକ କରାଯାଇଛି। ତେବେ ପ୍ରଥମ ଦିନରେ କମିଶନରେଟ ପୋଲିସ ଲୋକଙ୍କୁ ସଚେତନ କରିବା ସହ…

6 years ago

ସରକାରୀ ତଥ୍ୟକୁ ଭରସା କର

କଟକ ଅଫିସ୍‌,୧୧ା୪: କରୋନା ଭୂତାଣୁ ସଂକ୍ରମଣକୁ ନେଇ ଏବେ ସାରା ବିଶ୍ୱରେ ଭୟ ଦେଖାଦେଇଛି। ଏହି ଭୟ ଦେଖାଇ ଅନ୍‌ଲାଇନ୍‌ରେ ଠକେଇ ମଧ୍ୟ ଚାଲିଛି । ବିଭିନ୍ନ…

6 years ago

୨ଲକ୍ଷ ରାପିଡ୍‌ ଟେଷ୍ଟିଂ ପାଇଁ ଚାଲିଛି କିଟ୍‌ ସଂଗ୍ରହ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ମୁକାବିଲା ପାଇଁ ୨ଟି ପ୍ରମୁଖ ଅସ୍ତ୍ର ରହିଛି। ଗୋଟିଏ ହେଉଛି ସତର୍କତା ଏବଂ ଅନ୍ୟଟି ହେଉଛି ନମୁନା ପରୀକ୍ଷା କରି ଆକ୍ରାନ୍ତଙ୍କୁ ଚିହ୍ନଟ…

6 years ago

ଜେଲରୁ ମୁକୁଳିଲେ ୨୯୬୩ କଏଦୀ

ଭୁବନେଶ୍ୱର,୧୧ା୪ (ବ୍ୟୁରୋ): ଜେଲ୍‌ ବିଭାଗକୁ ଘାରିଛି କରୋନା ଭୟ। ଏପଟେ ସୁପ୍ରିମକୋର୍ଟଙ୍କ ନିର୍ଦ୍ଦେଶକ୍ରମେ ସାମାଜିକ ଦୂରତ୍ୱ ରକ୍ଷା ଓ ସଂକ୍ରମଣ ଏଡ଼ାଇବା ପାଇଁ ରାଜ୍ୟର ବିଭିନ୍ନ ଜେଲରେ…

6 years ago

କରୋନା ମୁକାବିଲା: ଆଜି ପ୍ରଧାନମନ୍ତ୍ରୀଙ୍କ ସହ କଥା ହେବେ ନବୀନ

ଭୁବନେଶ୍ୱର,୧୧ା୪(ବ୍ୟୁରୋ): କରୋନା ମୁକାବିଲା ନେଇ ଆଗକୁ କିପରି ରଣନୀତି କରାଯିବ, ସେ ନେଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଶନିବାର ବିଭିନ୍ନ ରାଜ୍ୟର ମୁଖ୍ୟମନ୍ତ୍ରୀମାନଙ୍କ ସହ କଥାବାର୍ତ୍ତା ହେବେ।…

6 years ago

ବାଇଗଣରେ ପୋକ ଥାଉ, ଭୂତାଣୁ ନ ଥାଉ: ବାଗ୍‌ଚୀ

ଭୁବନେଶ୍ୱର, ୧୧ା୪(ବ୍ୟୁରୋ): ରାଜ୍ୟରେ କରୋନା ସ୍ଥିତିକୁ ନେଇ କରୋନା ଭୂତାଣୁ ସଂକ୍ରମଣ ସଚେତନତା କମିଟି ମୁଖ୍ୟ ପ୍ରବକ୍ତା ସୁବ୍ରତୋ ବାଗ୍‌ଚୀ ପ୍ରତିଦିନ ସୂଚନା ପ୍ରଦାନ କରୁଛନ୍ତି। ଶୁକ୍ରବାର…

6 years ago

ଦୁର୍ଦ୍ଦଶାରେ କ୍ୟାପସିକମ ଚାଷୀ

ବାରିପଦା ଅଫିସ, ୧୧ା୪-କରୋନା ସଂକ୍ରମଣକୁ ରୋକିବା ଲାଗି ସାରା ଦେଶରେ ଲକ୍‌ଡ଼ାଉନ ଜାରି ରହିଛି। ଏଥିଯୋଗୁ ଜନଜୀବନ ପ୍ରଭାବିତ ହେଉଥିବା ବେଳେ ଚାଷୀମାନେ ଚିନ୍ତାରେ ପଡ଼ିଛନ୍ତି। ଅଭାବୀ…

6 years ago

ମଦ ବନ୍ଦ ପାଇଁ ଅଣ୍ଟା ଭିଡ଼ିଲେ ମହିଳା ସଂଘ

ବେଗୁନିଆପଡା,୧୧ା୪(ଡି.ଏନ.ଏ.)-ବେଗୁନିଆପଡା ଫାଣ୍ଡି ଅଞ୍ଚଳରେ ଦିନକୁ ଦିନ ଚୋରା ମଦ କାରବାର ବୃଦ୍ଧି ପାଉଛି। ଦୋକାନ ବଜାରରେ ଚୋରା ମଦ ଓ ସରକାରୀ ସ୍ବୀକୃତିପ୍ରାପ୍ତ ପାଉଚ ବିକ୍ରି ହେଉଥିବା…

6 years ago

ଚିନ୍ତା ବଢ଼ାଇଲା ବିନା ଲକ୍ଷଣରେ ସଂକ୍ରମଣ

ଢେଙ୍କାନାଳ ଅଫିସ, ୧୧।୪ ଢେଙ୍କାନାଳ ସହରର ଜଣେ ମହିଳା କରୋନା ଆକ୍ରାନ୍ତ ହେବା ପରେ ଜିଲା ପ୍ରଶାସନର ଚିନ୍ତା ବଢ଼ିବାରେ ଲାଗିଛି। ସହରରେ ସଂକ୍ରମଣ ପ୍ରତିରୋଧ କରିବାକୁ…

6 years ago

ପାଣ୍ଠି ଆଦାୟ କରୁଛନ୍ତି ବ୍ଲକ ଅଧ୍ୟକ୍ଷ

ଭୁବନ, ୧୧।୪(ଡି.ଏନ.ଏ.): ଢେଙ୍କାନାଳ ଜିଲା ଭୁବନ ବ୍ଲକ ଅଧ୍ୟକ୍ଷ ଧର୍ମାନନ୍ଦ ବରାଳ ସୋମବାରଠାରୁ ଗଁ। ଗଁ। ବୁଲି କରୋନା ସହାୟତା ପାଣ୍ଠି ଆଦାୟ କରୁଛନ୍ତି। ବ୍ଲକ ଅଞ୍ଚଳରୁ…

6 years ago