ଗ୍ଲୋବାଲ ଷ୍ଟାର ଦମ୍ପତି ନିକ୍ ଜୋନାସ ଏବଂ ପ୍ରିୟଙ୍କା ଚୋପ୍ରାଙ୍କ ବିବାହକୁ ଇତିମଧ୍ୟରେ ଦୁଇ ବର୍ଷ ପୂରଣ ହୋଇଛି। ଏହି ଅବସରରେ ଉଭୟ ନିଜ ରାଜକୀୟ ବିବାହର…
ଭୁବନ, ୧୪।୧୨(ଡି.ଏନ.ଏ.) କୁଙ୍କୁମଠାରୁ କର୍ପୁର। ହେନାଠୁ ହରିଡ଼ା। ସେଓ, ନାସପାତି, ବେଲ ଭଳି ଜାତିଜାତିକା ଫଳଗଛ। ତା’ ସାଙ୍ଗକୁ ଜାଇଫଳ, ଲବଙ୍ଗ, ହେଙ୍ଗୁ ଭଳି ମସଲାଜାତୀୟ ଗଛ।…
ଅନୁଗୋଳ ଅଫିସ, ୧୪।୧୨: ଆସନ୍ତା ୨୩ ତାରିଖରେ ଭକ୍ତଙ୍କ ପାଇଁ ବଡ଼ଦେଉଳ ଦ୍ୱାର ଖୋଲିବାକୁ ଛତିଶାନିଯୋଗ ବୈଠକରେ ଆଲୋଚନା ହୋଇଥିବା ଶ୍ରୀମନ୍ଦିର ପ୍ରଶାସନ କହିବା ପରେ ଆଉ…
ଚଣ୍ଡିଗଡ଼,୧୪ ।୧୨: ହରିୟାଣାର ସ୍ୱାସ୍ଥ୍ୟମନ୍ତ୍ରୀ ଅନିଲ ବିଜ କରୋନାରେ ସଂକ୍ରମିତ ହୋଇଥିଲେ । ରବିବାର ତାଙ୍କୁ ପିଜିଆଇଏମ୍ଏସ୍ ହସ୍ପିଟାଲର ଭର୍ତ୍ତି କରାଯାଇଛି । ତାଙ୍କ ନିକଟରେ ଆଡଭାନ୍ସ…
ବଲାଙ୍ଗୀର ଅଫିସ, ୧୪ା୧: କରୋନା ମହାମାରୀ ରାଜ୍ୟବାସୀଙ୍କୁ ଅତିଷ୍ଠ କରିଥିବାବେଳେ ରାଜ୍ୟ ସରକାର ଚିନ୍ତାରେ ପଡିଥିଲେ। ଏଭଳି ସଙ୍ଗୀନ ସମୟରେ ଲୋକଙ୍କ ସେବା କରିବା ପାଇଁ ରାଜ୍ୟ…
ସୁନ୍ଦରଗଡ଼, ୧୪।୧୨ (ଡି.ଏନ.ଏ.) ସୁନ୍ଦରଗଡ଼ ସଦର ବ୍ଲକ ଅନ୍ତର୍ଗତ ଲହଣ୍ଡାବୁଡ ଗ୍ରାମରେ ବିପଦସଙ୍କୁଳ ଅବସ୍ଥାରେ ରହିଛି ମୁକୁଳା ବିଦ୍ୟୁତ୍ ତାର। ଟ୍ରାନ୍ସଫର୍ମର ରାସ୍ତା ପାର୍ଶ୍ୱରେ ଥିବା ବେଳେ…
ନୟାଗଡ଼ ଅଫିସ୍/ରଣପୁର, ୧୪ା୧୨(ସ୍ବ.ପ୍ର.):ନୟାଗଡ଼ ସଦର ଥାନା ଯଦୁପୁରର ପରୀ ହତ୍ୟାକାଣ୍ଡକୁ ନେଇ ରାଜ୍ୟ ସରକାରଙ୍କ ଚିନ୍ତା ବଢ଼ି ଚାଲିଛି। ରଣପୁର ଥାନା ସୁନାଖଳା ଫାଣ୍ଡି ବଧିପାଟଣା ଗଁାଦାଣ୍ଡରୁ…
ନୟାଗଡ ଅଫିିସ/ଭୁବନେଶ୍ୱର,୧୪ା୧୨ (ବ୍ୟୁରୋ):ନୟାଗଡ଼ ସଦର ଥାନା ଅଧୀନ ଯଦୁପୁରର ଶିଶୁକନ୍ୟା ପରୀ ହତ୍ୟାକାଣ୍ଡର ତଦନ୍ତ କରୁଥିବା ଏସ୍ଆଇଟି ମୁଖ୍ୟ ଅରୁଣ ବୋଥ୍ରାଙ୍କ ନଁାରେ ସଙ୍ଗିନ ଅଭିଯୋଗ ଆଣିଛନ୍ତି…
ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):ଆସନ୍ତା ୨୬ ତାରିଖରେ ବିଜୁ ଜନତା ଦଳ (ବିଜେଡି) ୨୩ ବର୍ଷ ପୂରଣ କରି ୨୪ରେ ପଦାର୍ପଣ କରିବ। ତେଣୁ ପ୍ରତିଷ୍ଠା ଦିବସ ପାଳନ ପାଇଁ ବଡ଼ଧରଣର…
ଭୁବନେଶ୍ୱର,୧୪ା୧୨(ବ୍ୟୁରୋ):ସ୍କୁଲ୍ ଫି’ ଛାଡ଼ ପ୍ରସଙ୍ଗକୁ ନେଇ ଅର୍ଗାନାଇଜେଶନ ଅଫ୍ ପ୍ୟାରେଣ୍ଟ୍ସ ଫେଡ଼େରେଶନ(ଓଫାଫ୍) ପକ୍ଷରୁ ରବିବାର ବିଦ୍ୟାଳୟ ଓ ଗଣଶିକ୍ଷା ମନ୍ତ୍ରୀ ସମୀର ରଞ୍ଜନ ଦାଶଙ୍କ ବାସଭବନକୁ ଘେରାଉ…