Home Left

ପାହାଡ଼ ଖୋଲରେ ଲୁଚିଥିଲେ ଛତିଶଗଡ ଯୁବକ: ଧରାପଡ଼ି ସଙ୍ଗରୋଧ କେନ୍ଦ୍ରକୁ ଗଲେ

କେନ୍ଦୁଝର,୯ା୪(ସ୍ବ.ପ୍ର.)-ଛତିଶଗଡରୁ ପୁରୀ ଦେଇ କେନ୍ଦୁଝର ଜିଲାକୁ ଆସି ସଦର ବ୍ଲକ ପଳାଶପଙ୍ଗା ନିକଟ ସନ୍ଥେଭଞ୍ଜ ପାହାଡ଼ ଖୋଲରେ ଆମତ୍ଗୋପନ କରିଥିବା ଜଣେ ଯୁବକଙ୍କୁ ପୋଲିସ ଉଦ୍ଧାର କରି…

6 years ago

ଫାଟକ ଭାଙ୍ଗି ଭିତରକୁ ପଶିଗଲା ଟ୍ରକ୍‌

ତାଳଚେର/କଣିହାଁ, ୯ା୪(ନି.ପ୍ର.) : କଣିହାଁସ୍ଥିତ ଏକ କମ୍ପାନୀରେ କୋଇଲା ଅନ୍‌ଲୋଡ କରି ତାଳଚେର ଅଭିମୁଖେ ଯାଉଥିବା ଏକ ଟ୍ରକ୍‌ ମଙ୍ଗଳବାର ବିଳମ୍ବିତ ରାତିରେ ଭାରସାମ୍ୟ ହରାଇ କଣିହାଁ…

6 years ago

୫ ବର୍ଷ ତଳକୁ ଚାଲିଯିବ ବିମାନ ଶିଳ୍ପ କାରବାର

ନୂଆଦିଲ୍ଲୀ,୯।୪: କରୋନା ଭାରତୀୟ ବିମାନ ଚଳାଚଳ ଶିଳ୍ପକୁ କ୍ଷତିଗ୍ରସ୍ତ କରିଛି। ଏଥି ଲାଗି ବଜାରର କାରବାର ୫ ବର୍ଷ ତଳକୁ ଖସିଯିବ ବୋଲି ଏକ ରିପୋର୍ଟରେ ପ୍ରକାଶ…

6 years ago

ଲକ୍‌ଡାଉନ ଅବଧି ଏପ୍ରିଲ ୩୦କୁ ବଢୁ: ସିଏଆଇଟି

ନୂଆଦିଲ୍ଲୀ,୯।୪: କରୋନାର ବର୍ତ୍ତମାନ ସ୍ଥିତିକୁ ନଜରରେ ରଖି ଲକ୍‌ଡାଉନ ଅବଧି ଚଳିତ ମାସ ଶେଷ ଯାଏ ବଢାଇବାକୁ କନ୍‌ଫେଡେରେଶନ ଅଫ୍‌ ଅଲ୍‌ ଇଣ୍ଡିଆ ଟ୍ରେଡର୍ସ ପକ୍ଷରୁ ସରକାରଙ୍କ…

6 years ago

ସର୍ବକାଳୀନ ନିମ୍ନ ସ୍ତରରେ ଟଙ୍କା

ନୂଆଦିଲ୍ଲୀ,୯।୪: କରୋନା ଭାଇରସ ପ୍ରଭାବରେ ଦେଶର ଆର୍ଥତ୍କ କାର୍ଯ୍ୟକଳାପ ଏବେ ଠପ୍‌ ହୋଇଯାଇଛି। ଏଭଳି ସ୍ଥିତିରେ ବୁଧବାର ଡଲାର ତୁଳନାରେ ଟଙ୍କା ମୂଲ୍ୟ ସର୍ବକାଳୀନ ନିମ୍ନ ସ୍ତରକୁ…

6 years ago

ଅମାନିଆଙ୍କୁ ସାବାଡ୍‌ କଲା ପୋଲିସ

ଢେଙ୍କାନାଳ ଅଫିସ, ୯।୪: ରାଜ୍ୟରେ କରୋନା କାୟା ବିସ୍ତାର କରିବାରେ ଲାଗିଛି। ଖୋର୍ଦ୍ଧା, ଭଦ୍ରକ, କଟକ, କେନ୍ଦ୍ରାପଡ଼ା, ପୁରୀ, କଳାହାଣ୍ଡି, ଯାଜପୁର ଜିଲାରେ ସଂକ୍ରମଣ ଦେଖାଦେଇଛି। ସୀମାବର୍ତ୍ତୀ…

6 years ago

ଅନୁଗୋଳରେ ୩୪୨୨ ବେଡ୍‌ ପ୍ରସ୍ତୁତ

ଅନୁଗୋଳ ଅଫିସ, ୯।୪: ରାଜ୍ୟରେ କରୋନା ସଂକ୍ରମିତଙ୍କ ସଂଖ୍ୟା ବଢ଼ୁଥିବାରୁ ଏହାକୁ ଦୃଷ୍ଟିରେ ରଖି ଅନୁଗୋଳ ଜିଲା ପ୍ରଶାସନ ପକ୍ଷରୁ ବିଭିନ୍ନ ପ୍ରସ୍ତୁତି କାର୍ଯ୍ୟ ହାତକୁ ନିଆଯାଇଛି। ଜିଲାରେ…

6 years ago

ଦେବଦୂତ ସାଜିଛନ୍ତି ଘନଶ୍ୟାମ

ପାଲଲହଡ଼ା, ୯ା୪(ଡି.ଏନ.ଏ.) କରୋନା ସଂକ୍ରମଣ ଭୟରେ ଲୋକେ ଘରୁ ବାହାରୁ ନ ଥିବାବେଳେ ପଶୁ ପକ୍ଷୀ ଓ ଅସହାୟଙ୍କ ପାଇଁ ଦେବଦୂତ ସାଜିଛନ୍ତି ଅନୁଗୋଳ ଜିଲା ପାଲଲହଡ଼ା ବ୍ଲକ…

6 years ago

ବୁଲାଗୋରୁଙ୍କୁ ଖାଦ୍ୟ ପ୍ରଦାନ

ସୋରଡା,୯ା୪(ଡି.ଏନ୍‌.ଏ.)- ସ୍ଥାନୀୟ ଋଷିକୁଲ୍ୟା କ୍ରିକେଟ କ୍ଲବ ତରଫରୁ ସହରର ଗଣିଛକ, ବଡଦାଣ୍ଡ, କାଳୀଳିମନ୍ଦିର ଅଞ୍ଚଳରେ ବୁଲା ଗୋରୁଙ୍କୁ ଖାଦ୍ୟ ବଣ୍ଟନ କରାଯାଉଛି। ସମ୍ପାଦକ ରଜନୀ ମହାପାତ୍ର, ସଭ୍ୟ…

6 years ago

ଆଇଟିଆଇ ପ୍ରଶାସନକୁ ଦେବ ମାସ୍କ

ବ୍ରହ୍ମପୁର ଅଫିସ,୮ା୪-କରୋନା ମୁକାବିଲା ପାଇଁ ଜିଲା ପ୍ରଶାସନ ପକ୍ଷରୁ ଆଂଶିକ ଶଟ୍‌ଡାଉନ୍‌ ଜାରି ରହିଛି। ଘରୁ ବାହାରିବା ବେଳେ ମାସ୍କ ବ୍ୟବହାରକୁ ମଧ୍ୟ ପ୍ରଶାସନ ବାଧ୍ୟତାମୂଳକ କରିଛି।…

6 years ago