ଚମ୍ପୁଆ, ୧୦।୧୨(ଡି.ଏନ.ଏ.)-ଗରିବ ଆଉ କେହି ରହିବେ ନାହଁି। ଅସହାୟଙ୍କଠାରୁ ଆରମ୍ଭ କରି ବିଧବା, ଭିନ୍ନକ୍ଷମ ଏପରିକ ବୃଦ୍ଧ ମାନଙ୍କ ପାଇଁ ସରକାର ଅନେକ ଯୋଜନା କରିଛନ୍ତି। ମାତ୍ର…
ମୁକେଶ ଅମ୍ବାନୀଙ୍କ ପୁଅ ଅନନ୍ତ ମୁମ୍ବାଇସ୍ଥିତ ଧୀରୁଭାଇ ଅମ୍ବାନୀ ଇଣ୍ଟରନ୍ୟାଶନାଲ ସ୍କୁଲରେ ପଢୁଥିଲେ। ଯେଉଁ ସ୍କୁଲକୁ ମୁକେଶ ତାଙ୍କ ପିତା ଧୀରୁଭାଇ ଅମ୍ବାନୀଙ୍କୁ ସ୍ମରଣ କରିବା ପାଇଁ…
ମୁମ୍ବାଇ, ୧୦।୧୨: ବଲିଉଡ୍ ଅଭିନେତା ଅଶୋକ କୁମାରଙ୍କର ପୁଣ୍ୟତିଥି ଗୁରୁବାର ପାଳିତ ହେଉଛି। ୨୦୦୧ ଡିସେମ୍ବର ୧୦ ତାରିଖରେ ସେ ଦେହତ୍ୟାଗ କରିଥିଲେ। ୧୯୧୧ ଅକ୍ଟୋବର ୧୩ରେ…
ଜାତକରେ ଯେତେବେଳେ ଲଗ୍ନ ଚତୁର୍ଥ, ସପ୍ତମ, ଅଷ୍ଟମ କିମ୍ବା ଦ୍ୱାଦଶ ଘରେ ଥାଏ, ସେତେବେଳେ ବ୍ୟକ୍ତିଙ୍କ ମଙ୍ଗଳ ଦୋଷ ରହିଥିବା ଜ୍ୟୋତିର୍ବିଦମାନେ କୁହନ୍ତି। ମଙ୍ଗଳ ଏକ ନିଷ୍ଠୁର…
ନୂଆଦିଲ୍ଲୀ: କେତେକ ଲୋକଙ୍କଠାରେ ଏକ ପ୍ରକାର ସମସ୍ୟା ରହିଥାଏ। ସେମାନେ ସମବେତ ଲୋକଙ୍କ ସମ୍ମୁଖରେ କଥା କହିବାକୁ ଭୟ କରନ୍ତି। କିଛି ଲୋକ ନିଜର ପ୍ରଦର୍ଶନ ନେଇ…
ନୂଆଦିଲ୍ଲୀ, ୧୦।୧୨(ପି.ଟି.): ଜଣାଶୁଣା ଉଇକେଟକିପର ବ୍ୟାଟ୍ସମ୍ୟାନ ପାର୍ଥିବ ପଟେଲ ବୁଧବାର କ୍ରିକେଟର ସବୁ ଫର୍ମାଟ୍ରୁ ଅବସର ଘୋଷଣା କରିଛନ୍ତି। ମାତ୍ର ୧୭ ବର୍ଷ ବୟସରେ ଅନ୍ୟତମ ସର୍ବକନିଷ୍ଠ…
ମୁମ୍ବାଇ,୧୦।୧୨: ବଲିଉଡ୍ର ସୁନ୍ଦରୀ ଅଭିନେତ୍ରୀ ରତି ଅଗ୍ନିହୋତ୍ରୀ ଗୁରୁବାର ୬୦ ବର୍ଷରେ ପଦାର୍ପଣ କରିଛନ୍ତି। ୧୯୬୦ ଡିସେମ୍ବର ୧୦ରେ ସେ ଜନ୍ମଗ୍ରହଣ କରିଥିଲେ। ସେ ହିନ୍ଦୀ, ତେଲୁଗୁ,…
ବ୍ରାଜିଲ୍: ସାଧାରଣତଃ ଡ୍ରାଇଭିଂ ଲାଇସେନ୍ସ ପାଇବାକୁ ହେଲେ ଟେଷ୍ଟରେ ଗାଡ଼ି ଚଳାଇ ଦେଖାଇବାକୁ ପଡ଼ିଥାଏ। କିନ୍ତୁ ବ୍ରାଜିଲ୍ର ଜଣେ ମହିଳାଙ୍କ ନିକଟରେ ଡ୍ରାଇଭିଂ ଲାଇସେନ୍ସ ନ ଥିଲା।…
ଉଦଳା,୯ା୧୨(ଡି.ଏନ.ଏ.)- ବିଚ୍ ରାସ୍ତାରେ ଯୁବକଙ୍କୁ ମାଡ଼। ତାହା ପୁଣି ରାଜ୍ୟ ରାଜପଥରେ ଶତାଧିକ ଲୋକଙ୍କ ସମ୍ମୁଖରେ। ଉଦଳା ଥାନା ପୋଲିସ୍ ଘଟଣାସ୍ଥଳରେ ଉପସ୍ଥିତ ଥାଇ ମଧ୍ୟ ନୀରବଦ୍ରଷ୍ଟା…
ବଲାଙ୍ଗୀର ଅଫିସ,୯ା୧୨-ବଲାଙ୍ଗୀର-ବରଗଡ ୨୬ ନମ୍ବର ଜାତୀୟ ରାଜପଥର ଖମାରମୁଣ୍ଡା ନିକଟରେ ବୁଧବାର ପୂର୍ବାହ୍ନରେ ଏକ ମାଲ ବୋଝେଇ ୧୦ ଚକିଆ ଟ୍ରକ(ସିଜି୦୪ଜେବି୨୬୪୯) ନିଅଁା ଲାଗି ଜଳି ଯାଇଛି।…