Home Left

ଆଜି ପ୍ରଧାନମନ୍ତ୍ରୀଙ୍କ ଟୁଇଟର ବାର୍ତ୍ତା: ରାଜ୍ୟପାଳଙ୍କୁ ସମ୍ବୋଧିତ କରିବେ ରାଷ୍ଟ୍ରପତି

ନୂଆଦିଲ୍ଲୀ,୩।୪: କରୋନା ସଂକ୍ରମଣ ରୋକିବା ଲାଗି ସଚେତନା ସୃଷ୍ଟି ଉଦ୍ଦେଶ୍ୟରେ ପ୍ରଧାନମନ୍ତ୍ରୀ ମୋଦି ଶୁକ୍ରବାର ପୂର୍ବାହ୍ନ ୯ଟାରେ ଦେଶବାସୀଙ୍କ ଉଦ୍ଦେଶ୍ୟରେ ଏକ ଛୋଟ ଭିଡିଓ ମେସେଜ ଶେୟାର…

6 years ago

କରୋନା ମୁକାବିଲା ପାଇଁ ଏକାଠି ହେବାକୁ ଆହ୍ବାନ

ନୂଆଦିଲ୍ଲୀ/ଭୁବନେଶ୍ୱର,୩।୪(ବ୍ୟୁରୋ): ମହାମାରୀ କରୋନା ମୁଣ୍ଡ ପରେ ମୁଣ୍ଡ ନେଇଚାଲିଛି। ଏହାର ମୁକାବିଲା ପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଦେଶବ୍ୟାପୀ ୨୧ ଦିନିଆ ଲକ୍‌ଡାଉନ୍‌ ଘୋଷଣା କରିଛନ୍ତି। ସାମାଜିକ…

6 years ago

୩ ମାସର ଭଡ଼ା ଆଦାୟ ନ କରିବାକୁ ମୁଖ୍ୟମନ୍ତ୍ରୀଙ୍କ ନିବେଦନ

ଭୁବନେଶ୍ୱର,୩।୪(ବ୍ୟୁରୋ): କରୋନା ସଂକ୍ରମଣ ଦ୍ୱାରା ସାରା ବିଶ୍ୱର ଅର୍ଥନୀତି ପ୍ରଭାବିତ ହୋଇଛି। ଉଭୟ ସଙ୍ଗଠିତ ଏବଂ ଅସଙ୍ଗଠିତ କ୍ଷେତ୍ରରେ କାର୍ଯ୍ୟରତ ସବୁ ବର୍ଗର ଲୋକ ଆର୍ଥିକ ଭାବେ…

6 years ago

୧.୫ ଲକ୍ଷ କୋଟି କ୍ଷତି ସହିବ ପର୍ଯ୍ୟଟନ ଶିଳ୍ପ

କରୋନା ଭୂତାଣୁ ଦେଶ ମଧ୍ୟରେ ଏବେ ବ୍ୟାପିଚାଲିଥିବା ବେଳେ ଦେଶର ବିମାନଚଳାଚଳ, ହୋଟେଲ ଏବଂ ମିଡିଆ କମ୍ପାନୀଗୁଡିକ ଏବେ ପରିଚାଳନା ନେଇ ଚ୍ୟାଲେଞ୍ଜ ସାମ୍ନା କରୁଛନ୍ତି। ଏହି…

6 years ago

୩୫% କମିପାରେ ଘର ବିକ୍ରି

ଦେଶର ଆବାସ ରିୟଲ ଇଷ୍ଟେଟ କରୋନା ଯୋଗୁ କ୍ଷତିଗ୍ରସ୍ତ ହୋଇଛି। ଲକ୍‌ଡାଉନ ଯୋଗୁ ଏହି ଶିଳ୍ପର କାର୍ଯ୍ୟ ଏବେ ବନ୍ଦ ରହିଛି। ଏଥିଯୋଗୁ ୨୦୨୦ କ୍ୟାଲେଣ୍ଡର ବର୍ଷରେ…

6 years ago

ଆଜିଠାରୁ ଜନଧନ ଖାତାରେ ମହିଳାଙ୍କୁ ସହାୟତା

ଭୁବନେଶ୍ୱର, ୩।୪: କୋଭିଡ୍‌-୧୯ ମୁକାବିଲା ଅଂଶସ୍ବରୂପ ଶୁକ୍ରବାରଠାରୁ ଜନଧନ ଖାତାରେ ମହିଳାଙ୍କୁ ଆର୍ଥତ୍କ ସହାୟତା ପ୍ରଦାନ କରାଯିବା ନେଇ ସରକାର ପଦକ୍ଷେପ ନେଇଛନ୍ତି। ଏହି କାର୍ଯ୍ୟକ୍ରମ ଅନ୍ତର୍ଗତ…

6 years ago

ଉଦ୍‌ଘାଟିତ ହେଲା ଦ୍ୱିତୀୟ ଦୁଗ୍ଧ ଏଟିଏମ୍‌

ବ୍ରହ୍ମପୁର ଅଫିସ,୨ା୪-ଗଞ୍ଜାମ-ଗଜପତି ସମବାୟ ଦୁଗ୍ଧ ଉପତ୍ାଦକ ସଂଘ ପକ୍ଷରୁ ଗଞ୍ଜାମ ଜିଲାର ଦ୍ୱିତୀୟ ଦୁଗ୍ଧ ବିଶୋଧିତ ଏବଂ ଭିଟାମିନ୍‌ ମିଶ୍ରିତ ଏଟିଏମ୍‌ ଗୁରୁବାର ବ୍ରହ୍ମପୁର ତୁଳସୀନଗର ମେନ୍‌ରୋଡରେ…

6 years ago

କମ୍ପାନୀ ଅଧିକାରୀଙ୍କ ପାଇଁ ନାକେଦମ ପ୍ରଶାସନ, ଆପାର୍ଟମେଣ୍ଟ ସିଲ୍‌

ଛତ୍ରପୁର,୨ା୪(ଡି.ଏନ.ଏ)- ବାହାର ରାଜ୍ୟରୁ ଫେରିି ନିଜ ତଥ୍ୟ ଲୁଚାଇଥିବା ଏକ ଘରୋଇ କମ୍ପାନୀର ଜଣେ ଅଧିକାରୀଙ୍କ ପାଇଁ ଗଞ୍ଜାମ ଜିଲା ପ୍ରଶାସନ ନାକେଦମ ହୋଇଛି। ସମ୍ପୃକ୍ତ ଅଧିକାରୀଙ୍କୁ…

6 years ago

କରୋନା ମୁକାବିଲା ସମୀକ୍ଷା କଲେ ବିଧାୟିକା

ବେଗୁନିଆପଡା୨ା୪(ଡି.ଏନ.ଏ.)-କବିସୂର୍ଯ୍ୟନଗର ବିଧାୟିକା ଲତିକା ପ୍ରଧାନ ଗୁରୁବାର କୋଦଳା, କବିସୂର୍ଯ୍ୟନଗର ଓ ପୁରୁଷୋତ୍ତମପୁରରେ ସ୍ଥାନୀୟ ତହସିଲଦାର, ବିଡିଓ, ଥାନାଧିକାରୀ, ମେଡିକାଲ ଅଫିସର, ଏନ୍‌ଏସି ଅଧିକାରୀଙ୍କୁ ନେଇ କରୋନା ମୁକାବିଲା…

6 years ago

ପରୀକ୍ଷା ପାଇଁ ପଠାଗଲା ୨ସନ୍ଦିଗ୍ଧଙ୍କ ସ୍ବାବ

ଛତ୍ରପୁର,୨ା୪(ଡି.ଏନ.ଏ)-ଗଞ୍ଜାମ ଜିଲା ଜଗନ୍ନାଥପୁର ଛକ ନିକଟରେ ସୋମବାର ସନ୍ଧ୍ୟାରେ ପୋଲିସ ରାଞ୍ଚିରୁ ଚେନ୍ନାଇ ଯାଉଥିବା ଏକ ଟ୍ରକ୍‌ରୁ ଉଦ୍ଧାର କରିଥିବା ୬୦ ଜଣ ଏବେ ଚମାଖଣ୍ଡିସ୍ଥିତ ଓଡିଶା…

6 years ago