ନୂଆଦିଲ୍ଲୀ, ୨୩ା୩ (ପି.ଟି.)-କୋଭିଡ୍-୧୯ ଆଶଙ୍କା ଯୋଗୁ ଆଥଲେଟିକ୍ସ ଫେଡେରେଶନ ଅଫ୍ ଇଣ୍ଡିଆ (ଏଏଫ୍ଆଇ) ସୋମବାର ବିଧିବଦ୍ଧଭାବେ ଫେଡେରେଶନ କପ୍ ନ୍ୟାଶନାଲ ସିନିୟର ଚାମ୍ପିୟନଶିପ୍କୁ ସ୍ଥଗିତ ଘୋଷଣା କରିଛି।…
ବାଲିଆପାଳ,୨୩।୩(ସ୍ବ.ପ୍ର/ଡି.ଏନ.ଏ.)-କରୋନା ଭୂତାଣୁର ଭୟାବହତାକୁ ଦେଖି ବାଲେଶ୍ୱର ଜିଲା ବାଲିଆପାଳ ବ୍ଲକକୁ ଆସନ୍ତା ୩୧ ତାରିଖ ପର୍ଯ୍ୟନ୍ତ ଜିଲାପାଳ କେ. ସୁଦର୍ଶନ ଚକ୍ରବର୍ତ୍ତୀଙ୍କ ନିର୍ଦ୍ଦେଶରେ ଲକ୍ଡାଉନ ଘୋଷଣା କରାଯାଇଛି।…
ଭୋଗରାଇ, ୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ଭୋଗରାଇ ସମୁଦ୍ର କୂଳ ତାଳସାରୀ ନିକଟସ୍ଥ ସୁବର୍ଣ୍ଣପୁର ଦ୍ୱୀପରେ ଗୋଟିଏ ଅଲିଭ୍ ରିଡ୍ଲେ କଇଁଛ ସୋମବାର ପ୍ରତ୍ୟୁଷରୁ ୭୫ଟି ଅଣ୍ଡା ଦେଇ ପରେ…
ରସାଳପୁର,୨୩।୩(ଡି.ଏନ.ଏ.)-ବାଲେଶ୍ୱର ଜିଲା ସଦର ଥାନା ଅନ୍ତର୍ଗତ ଭୀମପୁର ଗ୍ରାମରେ ଅମ୍ବିକା ନାମ୍ନୀ ଜଣେ ନବବଧୂଙ୍କ ସନ୍ଦେହଜନକ ମୃତ୍ୟୁ ଘଟିଛି। ଶାଶୁଘର ଲୋକେ ତାଙ୍କୁ ହତ୍ୟା କରି ପ୍ରମାଣ…
ନୂଆଦିଲ୍ଲୀ,୨୩ା୩: ଭାରତରେ କରୋନା(କୋଭିଡ୍-୧୯) ସଂକ୍ରମଣ ସମ୍ପ୍ରତି ବଢ଼ିବାରେ ଲାଗିଛି। ଏଭଳି ସ୍ଥଳେ ଏକ ବିରାଟ ପ୍ରଶ୍ନ ଉଠିଛି ଯେ, ଭାରତର ସ୍ବାସ୍ଥ୍ୟସେବା କ୍ଷେତ୍ର କରୋନାକୁ ମୁକାବିଲା କରିବାକୁ…
ଭୁବନେଶ୍ୱର,୨୩ା୩ (ବ୍ୟୁରୋ)- ଜନତା କର୍ଫ୍ୟୁର ଗୋଟିଏ ଦିନ ପରେ ରାଜଧାନୀର ରାଜପଥରେ ଅନେକ ଯାନବାହନର ଭିଡ଼ ଦେଖିବାକୁ ମିଳିଥିଲା। ଯାଞ୍ଚ ସମୟରେ ପୋଲିସ ପାଇଁ ଏହା ସମସ୍ୟା…
ଭୁବନେଶ୍ୱର,୨୩।୩(ବ୍ୟୁରୋ)- ସମସ୍ତ ଅଣ-ଅତ୍ୟାବଶକ (ନନ୍-ଏସେନ୍ସିଆଲ) କେନ୍ଦ୍ର ଯଥା ସରକାରୀ କାର୍ଯ୍ୟାଳୟ, ସାଧାରଣ ଉଦ୍ୟୋଗ, ବ୍ୟାଙ୍କ୍ ଓ ବୀମା କାର୍ଯ୍ୟାଳୟ ଆଦି ଶତକଡ଼ା ୧୦ ଭାଗ କର୍ମଚାରୀଙ୍କୁ ନେଇ…
ନବରଙ୍ଗପୁର,୨୩।୩(ବି.ପ୍ର.): କରୋନା ଭୟାବହତା ପୂରା ବିଶ୍ୱରେ ବ୍ୟାପିଛି। ବାହାରୁ ଆସୁଥିବା ଦାଦନ ଶ୍ରମିକଙ୍କ ଉପରେ ବିଶେଷ ଦୃଷ୍ଟି ଦେବା ପାଇଁ ସରକାର ଗୁରୁତ୍ୱ ଦେଉଛନ୍ତି। ଏହା ମଧ୍ୟରେ…
ପାରଳାଖେମୁଣ୍ଡି,୨୩।୩(ସ୍ବ.ପ୍ର.)-ମହାମାରୀ କରୋନାକୁ ପ୍ରତିହତ କରିବା ଦିଗରେ ଲୋକଙ୍କୁ ସଚେତନ କରାଯାଉଛି। ଏହା ମଧ୍ୟରେ ଗଜପତି ଏସ୍ପି ସାରା ଶର୍ମା ଲୋକଙ୍କ ପାଇଁ ସଚେତନତାମୂଳକ ଗୀତ ଗାଇଛନ୍ତି। ସୋମବାର…
ନୂଆଦିଲ୍ଲୀ,୨୩।୩: ଦେଶରେ କରୋନା ଆକ୍ରାନ୍ତଙ୍କ ସଂଖ୍ୟା ବଢ଼ିବାରେ ଲାଗିଛି। ଏହାକୁ ଦୃଷ୍ଟିରେ ରଖି ଭାରତ ସରକାର ପ୍ରଥମେ ଟ୍ରେନ୍ ସେବା ଓ ଅନ୍ତର୍ଜାତୀୟ ବିମାନ ସେବା ବନ୍ଦ…