କଟକ ସଦର,୧୨ା୧୧(ଡି.ଏନ୍.ଏ.): କଟକ ସଦର ଥାନା ହାଜତରୁ ଗୁରୁବାର ସକାଳେ ଜଣେ ଅଭିଯୁକ୍ତ ଚମ୍ପଟ ମାରିଛନ୍ତି। ସେ ହେଲେ ବ୍ରାହ୍ମଣଝରିଲୋ ଅଞ୍ଚଳର ବସିର ଖଁା ଓରଫ୍ ଜୁଗା।…
ଜୟପୁର,୧୨।୧୧-ମହାମାରୀ କରୋନାରେ ଆକ୍ରାନ୍ତ ହୋଇଛନ୍ତି କଂଗ୍ରେସ ନେତା ସଚିନ ପାଇଲଟ। ଏ ନେଇ ସଚିନ ନିଜେ ଗୁରୁବାର ଟୁଇଟ ଜରିଆରେ ସୂଚନା ଦେଇଛନ୍ତି। ଡାକ୍ତରଙ୍କ ପରାମର୍ଶକ୍ରମେ ସେ…
ଧରାକୋଟ,୧୨ା୧୧(ଡି.ଏନ.ଏ.): ଗଞ୍ଜାମ ଜିଲା ଧରାକୋଟ ଥାନା ମୁଣ୍ଡମରାଇ ଗ୍ରାମ ନିକଟ କଲେଜସ୍ଥିତ ପାହାଡ଼ପାଖରୁ ଏକ ବାଣବୋଝେଇ ଟ୍ରକକୁ ବୁଧବାର ରାତିରେ ଧରାକୋଟ ପୋଲିସ ଜବତ କରିଛି। ଟ୍ରକ…
ମୁମ୍ବାଇ,୧୨।୧୧-ଭାରତୀୟ ନୌସେନାରେ ଗୁରୁବାର ସାମିଲ ହୋଇଛି ବୁଡାଜାହଜ ଓ୍ବାଗିର। ଦକ୍ଷିଣ ମୁମ୍ବାଇ ସ୍ଥିତ ମାଜାଗାଓଁ ଡକ୍ ସମୁଦ୍ରତଟରେ ଏହି ବୁଡାଜାହଜ ଜଳାବତରଣ କରିଛି। ଭିଡିଓ କନ୍ଫରେନ୍ସିଂ ଜରିଆରେ…
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ପୂର୍ବତଟ ରେଲୱେ ପକ୍ଷରୁ ଆହୁରି ୪ଟି ସ୍ପେଶାଲ ଟ୍ରେନ ଚାଲିବ। ବିଶାଖାପାଟଣା-ରାୟଗଡ଼ା, ପଲାସା-ବିଶାଖାପାଟଣା, ପଲାସା-ଭୁବନେଶ୍ୱର, ଏବଂ ସମ୍ବଲପୁର-ରାୟଗଡ଼ା ସ୍ପେଶାଲ ଟ୍ରେନ ଚଲାଇବାକୁ ନିଷ୍ପତ୍ତି ନିଆଯାଇଛି।…
କଟକ ଅଫିସ, ୧୨।୧୧: କଟକ ସହରରେ ୪୬.୩୯ ପ୍ରତିଶତ ଲୋକଙ୍କ ଦେହରେ ଆଣ୍ଟିବଡ଼ି ତିଆରି ହୋଇଛି। ଆର୍ଏମ୍ଆର୍ସି ପକ୍ଷରୁ କରାଯାଇଥିବା ସେରୋ ସର୍ଭେ ରିପୋର୍ଟରେ ଏହା ପ୍ରକାଶ…
ନୂଆଦିଲ୍ଲୀ, ୧୨।୧୧- ବଲିଉଡର ଚର୍ଚ୍ଚିତ ଅଭିନେତ୍ରୀ କଙ୍ଗନା ରାଣାଓ୍ବତ୍ଙ୍କ ଭାଇ ଅକ୍ଷତ ଗୁରୁବାର ବିବାହ ବନ୍ଧନରେ ବାନ୍ଧି ହୋଇଛନ୍ତି। ଉଦୟପୁରର ଲୀଳା ପ୍ୟାଲେସରେ ଅକ୍ଷତ ରିତୁ ସାଙ୍ଗଓ୍ବାନଙ୍କୁ…
ଭୁବନେଶ୍ୱର, ୧୨।୧୧(ବ୍ୟୁରୋ): ଓଲିଉଡ୍ ଅଭିନେତ୍ରୀ ବର୍ଷା ପ୍ରିୟଦର୍ଶିନୀଙ୍କ ପକ୍ଷରୁ ହୋଇଥିବା ପାରିବାରିବ ହିଂସା ମାମଲାକୁ ନେଇ କୋର୍ଟରେ ହାଜର ହେଲେ ସ୍ବାମୀ ଅନୁଭବ ମହାନ୍ତି। କଟକ ଏସ୍ଡିଜେଏମ୍…
ଭାରତରେ ଦୀପାବଳି ସମୟରେ ଲୋକମାନେ ପରସ୍ପର ପାଇଁ ଉପହାର କିଣିଥାନ୍ତି। ଏହି ଅବସରରେ ଲୋକମାନେ ସେମାନଙ୍କ ପ୍ରିୟଜନଙ୍କୁ ମିଠା କିମ୍ବା ଚକୋଲେଟ ଉପହାର ରୂପେ ଦେବାକୁ ପସନ୍ଦ…
ମୁମ୍ବାଇ,୧୨।୧୧-ସୁଶାନ୍ତଙ୍କ ଆତ୍ମହତ୍ୟା ଘଟଣା ମନରୁ ନ ଯାଉଣୁ ବଲିଉଡର ଆଉ ଜଣେ ଖ୍ୟାତନାମା ଅଭିନେତା ଆତ୍ମହତ୍ୟା କରିଛନ୍ତି। ଗୁରୁବାର ବଲିଉଡ ଅଭିନେତା ଆସିଫ ବସ୍ରା(୫୩) ଆତ୍ମହତ୍ୟା କରିଛନ୍ତି।…