Home Left

ୟୁଟ୍ୟୁବ୍‌ ଦେଖି ପ୍ରେମିକାଙ୍କ ଡେଲିଭରୀ କରାଉଥିଲେ ପ୍ରେମିକ…

ଚେନ୍ନାଇ,୨୧।୩: ତାମିଲ୍‌ନାଡୁରେ ୨୭ ବର୍ଷ ବୟସ୍କ ଜଣେ ପ୍ରେମିକ ତାଙ୍କ ପ୍ରେମିକାଙ୍କ ଡେଲିଭରୀ ୟୁଟ୍ୟୁବ ଦେଖି କରୁଥିଲେ। ତେବେ ଅତ୍ୟଧିକ ରକ୍ତସ୍ରାବ ହେବାରୁ ୧୯ ବର୍ଷ ବୟସ୍କା…

6 years ago

କନିକା କପୁରଙ୍କ ସଂସ୍ପର୍ଶରେ ଆସିଥିବା ସ୍ବାସ୍ଥ୍ୟମନ୍ତ୍ରୀଙ୍କ ରିପୋର୍ଟ ନେଗେଟିଭ

ଲକ୍ଷ୍ନୌ,୨୧।୩: କରୋନା ଭାଇରସକୁ ନେଇ ବଲିଉଡ୍‌ ଗାୟିକା କନିକା କପୁରଙ୍କ ରିପୋର୍ଟ ନେଗେଟିଭ୍‌ ଆସିବା ପରେ ସବୁଆଡେ ହଇଚଇ ସୃଷ୍ଟି ହୋଇଥିଲା। କାରଣ ଏହି ବଲିଉଡ୍‌ ସେଲିବ୍ରିଟି…

6 years ago

ଚାଇନା ତାରକା ଫୁଟବଲର କରୋନା ଭାଇରସ ଆକ୍ରାନ୍ତ

ସାଙ୍ଘାଇ,୨୧।୩(ପି.ଟି.):  ଚାଇନାର ଜଣାଶୁଣା ଫୁଟବଲ ତାରକା ବୁ ଲେଇ ସ୍ପେନ୍‌ରେ କରୋନା ଭାଇରସ୍‌ ଦ୍ୱାରା ଆକ୍ରାନ୍ତ ହୋଇଛନ୍ତି। ସ୍ପେନ୍‌ର ଇସ୍ପାନ୍ୟୋଲ କ୍ଲବ ତରଫରୁ ଖେଳୁଥିବା ଲେଇଙ୍କ ଦେହରେ…

6 years ago

କରୋନା ଗଲା ପରେ ମୁଖ୍ୟଧାରାକୁ ଫେରି ପାରିବ କି ସାମାଜିକ ବ୍ୟବସ୍ଥା !

ଓ୍ବାଶିଂଟନ,୨୧।୩: ପୃଥିବୀ ସାରା କରୋନା ସୃଷ୍ଟି କରିଛି ଆତଙ୍କ। ସଂକ୍ରମଣକୁ ରୋକିବା ପାଇଁ କେତେକ ସୁରକ୍ଷିତ ମାର୍ଗଦର୍ଶିକା ଜାତିସଂଘ ପକ୍ଷରୁ ଜାରି କରାଯାଇଛି। ସେଥିମଧ୍ୟରେ ପରସ୍ପରଠାରୁ ଦୂରେଇ…

6 years ago

ଜିଲା ବାହାର ଗାଡ଼ି ଗଞ୍ଜାମରେ ଅଟକିବା ମନା

ଛତ୍ରପୁର,୨୧ା୩(ଡି.ଏନ୍‌.ଏ.)- ଅନ୍ୟ ରାଜ୍ୟ ଓ ଅନ୍ୟ ଜିଲାର କୌଣସି ବସ୍‌, ଟ୍ରକ୍‌, ଟ୍ରେଲର ଆଦି ଗାଡ଼ି ଗଞ୍ଜାମ ଜିଲା ଦେଇ ଯାଉଥିବା ବେଳେ ଅଟକିବା ଉପରେ ନିଷେଧ…

6 years ago

କରୋନା ସଂକ୍ରମଣ ସମୟରେ ଶାରୀରିକ ସମ୍ପର୍କ କେତେ ସୁରକ୍ଷିତ…

ନୂଆଦିଲ୍ଲୀ/ଓ୍ବାଶିଂଟନ,୨୧।୩: ପୃଥିବୀ ବ୍ୟାପି କରୋନା ସଂକ୍ରମଣ ନେଇ ଆତଙ୍କ ସୃଷ୍ଟି ହେବାରେ ଲାଗିଛି। କରୋନା କିଭଳି ସଂକ୍ରମଣ ହୋଇଥାଏ ଏନେଇ ଲୋକଙ୍କ ମଧ୍ୟରେ ନାନା ପ୍ରଶ୍ନ ଉଙ୍କି…

6 years ago

ରବିବାରଠାରୁ ରାଜଧାନୀ, କଟକର ସମସ୍ତ ପାର୍କ ବନ୍ଦ

ଭୁବନେଶ୍ୱର,୨୧।୩(ବ୍ୟୁରୋ): ରାଜଧାନୀ ସମେତ କଟକର ସମସ୍ତ ପାର୍କ ବନ୍ଦ ରହିବ। ସରକାରୀ ଓ ଘରୋଇ ମାଲିକାନାରେ ଥିବା ସମସ୍ତ ପାର୍କ ରବିବାରଠାରୁ ୩୧ ତାରିଖ ପର୍ଯ୍ୟନ୍ତ ବନ୍ଦ…

6 years ago

୨ ପେସାଦାର ଲୁଟେରା ଗିରଫ: ୧୫ ଭରି ସୁନା ଗହଣା, ଟଙ୍କା, ଗାଡ଼ି ଜବତ

ବ୍ରହ୍ମପୁର ଅଫିସ,୨୧ା୩: ଗଞ୍ଜାମ ଜିଲା ସଦର ଥାନା ପୋଲିସ ଏକ ଲୁଟ୍‌ ଘଟଣାର ମାଷ୍ଟରମାଇଣ୍ଡ୍‌ଙ୍କ ସମେତ ୨ ଜଣ ପେସାଦାର ଲୁଟେରାଙ୍କୁ ଗିରଫ କରିଛି। ସେମାନେ ହେଲେ…

6 years ago

ଇଟାଲିରେ ଥିବା ଭାରତୀୟଙ୍କୁ ଆଣିବାକୁ ବାହାରିଲା ଏୟାର ଇଣ୍ଡିଆର ସ୍ବତନ୍ତ୍ର ବିମାନ

ନୂଆଦିଲ୍ଲୀ,୨୧।୩: କରୋନା ଭାଇରସ ଏବେ ସାରା ବିଶ୍ୱରେ ଆତଙ୍କ ଖେଳାଇଥିବା ବେଳେ ଏବେ ବିଦେଶରେ ଥିବା ଆଉ କେତେଜଣ ଭାରତୀୟଙ୍କୁ ସ୍ବଦେଶ ଫେରାଇ ଆଣିବାକୁ ସରକାର ଯୋଜନା…

6 years ago

ଶନିମନ୍ଦିରରେ ଶ୍ରଦ୍ଧାଳୁଙ୍କ ଗହଳି: ପୋଲିସ,ମାଜିଷ୍ଟ୍ରେଟଙ୍କ ହସ୍ତକ୍ଷେପ ପରେ ଖାଲି ହେଲା ମନ୍ଦିର

ଦେବଗଡ଼, ୨୧।୩ (ଡି.ଏନ.ଏ .): କରୋନା ସଂକ୍ରମଣ ରୋକିବାକୁ ରାଜ୍ୟ ସରକାରଙ୍କ ପକ୍ଷରୁ ବ୍ୟାପକ ସଚେତନ କରାଯାଉଛି l ଆସନ୍ତା ଏପ୍ରିଲ ୧ ପର୍ଯ୍ୟନ୍ତ ରାଜ୍ୟରେ ଥିବା…

6 years ago