କଟକ ଅଫିସ,୯। ୮: ଏସ୍ସିବି ମେଡିକାଲ କଲେଜ ଓ ହସ୍ପିଟାଲର କିଛି ନିର୍ଦ୍ଦିଷ୍ଟ ବିଭାଗରେ ଡାକ୍ତର ଇଚ୍ଛାକରି ମଧ୍ୟ କୋଭିଡ୍ ନିୟମ ପାଳନ କରିପାରୁ ନାହାନ୍ତି। ରୋଗୀ…
ଭୁବନେଶ୍ୱର, ୯। ୮ (ବ୍ୟୁରୋ): ଓଡ଼ିଶାର ହସ୍ତତନ୍ତ ପ୍ରତି ଲୋକଙ୍କ ମଧ୍ୟରେ ଆଗ୍ରହ ସୃଷ୍ଟି କରିବା ସହ ବୁଣାକାରଙ୍କ ପାଇଁ କାର୍ଯ୍ୟ କରୁଛି ରାଜ୍ୟ ସରକାରଙ୍କ ‘ବୟନିକା’।…
କଟକ ଅଫିସ,୯। ୮: ଏସ୍ସିବି ଆଇସୋଲେଶନ ୱାର୍ଡରେ ଚିକିତ୍ସା ଅବହେଳାରୁ ଜଣେ କରୋନା ଆକ୍ରାନ୍ତଙ୍କ ମତ୍ୟୁ ଘଟିଥିବା ଅଭିଯୋଗ ହୋଇଛି। ତାଙ୍କର ଡାଏଲିସିସ୍ କରାଗଲା ନାହିଁ କି…
ଭୁବନେଶ୍ୱର,୯। ୮(ବ୍ୟୁରୋ): ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗରରେ ଏକ ଲଘୁଚାପ ସୃଷ୍ଟି ହୋଇଛି। ଏହାର ପ୍ରଭାବରେ ଆସନ୍ତା ୩ ଦିନ ଯାଏ ଦକ୍ଷିଣ ଏବଂ ଆଭ୍ୟନ୍ତରୀଣ ଓଡ଼ିଶାରେ ପ୍ରବଳରୁ…
ମୁମ୍ବାଇ, ୯। ୮: ଅଭିନେତା ସଞ୍ଜୟ ଦତ୍ତ ଅସୁସ୍ଥ ହୋଇପଡ଼ିବାରୁ ତାଙ୍କୁ ଶନିବାର ସନ୍ଧ୍ୟାରେ ମୁମ୍ବାଇର ଲୀଳାବତୀ ହସ୍ପିଟାଲରେ ଭର୍ତ୍ତି କରାଯାଇଛି। ଛାତିରେ ଯନ୍ତ୍ରଣା ହେବା ସହ…
ଜୟପୁର, ୯ା୮: ସ୍ବରାଷ୍ଟ୍ର ମନ୍ତ୍ରୀ ଅମିତ୍ ଶାହା ଓ ପେଟ୍ରୋଲିୟମ ଓ ପ୍ରାକୃତିକ ଗ୍ୟାସ୍ ମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନଙ୍କ ପରେ ଆଉ ଦୁଇଜଣ କେନ୍ଦ୍ରମନ୍ତ୍ରୀ କରୋନା ଆକ୍ରାନ୍ତ…
ନୂଆଦିଲ୍ଲୀ, ୯ା୮: ମହାମାରୀ କରୋନା ଉଗ୍ର ରୂପ ଧାରଣ କରିଥିବାବେଳେ ଦେଶରେ କରୋନା ଯୋଦ୍ଧା ସାଜି ରୋଗୀସେବା କରୁଥିବା ଡାକ୍ତରଙ୍କ ପରିସ୍ଥିତି ବିଗିଡ଼ିବାରେ ଲାଗିଛି। ରୋଗୀଙ୍କୁ ଉପଯୁକ୍ତ…
ନୂଆଦିଲ୍ଲୀ, ୯ା୮ : ଅଭିନେତା ସୁଶାନ୍ତ ସିଂ ମୃତ୍ୟୁ ମାମଲାରେ ଅଭିଯୁକ୍ତ ଅଭିନେତ୍ରୀ ତଥା ସୁଶାନ୍ତଙ୍କ ପ୍ରେମିକା ରିଆ ଚକ୍ରବର୍ତ୍ତୀ ସୁପ୍ରିମକୋର୍ଟରେ ମାମଲା ସ୍ଥାନାନ୍ତର ନେଇ କରିଥିବା…
ଓ୍ବାଶିଂଟନ, ୯।୮(ଆଇଏଏନ୍ଏସ୍): ଆମେରିକାରେ ନଭେମ୍ବର ୩ରେ ଅନୁଷ୍ଠିତ ହେବାକୁ ଥିବା ରାଷ୍ଟ୍ରପତି ନିର୍ବାଚନକୁ ପ୍ରଭାବିତ କରିବା ଲାଗି ଚାଇନା, ରୁଷିଆ ଓ ଇରାନ ଉଦ୍ୟମ ଚଳାଇଥିବା ଜଣାପଡିଛି।…
କୋଝିକୋଡ/ନୂଆଦିଲ୍ଲୀ, ୯।୮: କୋଝିକୋଡ ବିମାନବନ୍ଦରର ଟେବୁଲ-ଟପ୍ ରନ୍ଓ୍ବେ ବିମାନ ଅବତରଣ ପାଇଁ ବିପଦ ବୋଲି ୧୦ ବର୍ଷ ପୂର୍ବରୁ ସତର୍କ କରିଦିଆଯାଇଥିଲା। ୨୦୧୦ରେ ଏୟାର ଇଣ୍ଡିଆ ଏକ୍ସପ୍ରେସ୍ର…