ଭୁବନେଶ୍ୱର,୨।୧୧(ବ୍ୟୁରୋ): କରୋନା ମହାମାରୀକୁ ରୋକିବା ପାଇଁ ଟିକା ପ୍ରସ୍ତୁତି ଜୋର୍ସୋର୍ରେ ଚାଲିଛି। ତେବେ ଟିକା ପ୍ରସ୍ତୁତ ହେବାପରେ କେଉଁମାନଙ୍କୁ ପ୍ରଥମେ ଦିଆଯିବ ତାକୁ ନେଇ ମଧ୍ୟ ବିଚାରବିମର୍ଶ…
ଜେନିଭା,୨।୧୧: ବିଶ୍ୱ ସ୍ବାସ୍ଥ୍ୟ ସଂଗଠନ (ଡବ୍ଳୁଏଚ୍ଓ) ମୁଖ୍ୟ ଟେଡ୍ରୋସ ଆଧାନୋମ ଗ୍ରେବେସିୟସ କରୋନା ସଂକ୍ରମିତ ବ୍ୟକ୍ତିଙ୍କ ସଂସ୍ପର୍ଶରେ ଆସିବା ପରେ ଏବେ କ୍ୱାରାଣ୍ଟାଇନରେ ଥିବା ଟୁଇଟ୍ ଯୋଗେ…
ଯାଜପୁର ଅଫିସ,୨।୧୧: ଯାଜପୁର ଜିଲାରେ ୧୭ଟି ଉନ୍ନୟନ ପ୍ରକଳ୍ପ (ପ୍ରତ୍ୟେକର ମୂଲ୍ୟ ୧୦ କୋଟିରୁ ଊର୍ଦ୍ଧ୍ୱ ଟଙ୍କା) ବିଭିନ୍ନ କାରଣରୁ ସମ୍ପୂର୍ଣ୍ଣ ହୋଇପାରୁନାହିଁ। ସେଥିରୁ ଜିଲା ଖଣିଜ…
ଲକ୍ଷ୍ନୌ,୨।୧୧: ଉତ୍ତରପ୍ରଦେଶର ବହରାଇଚରେ ଏକ ମର୍ମନ୍ତୁଦ ସଡ଼କ ଦୁର୍ଘଟଣାରେ ୬ ଜଣ ଲୋକଙ୍କ ମୃତ୍ୟୁ ଘଟିଛି। ଏଥିରେ ୧୦ରୁ ଅଧିକ ଲୋକ ଆହତ ହୋଇଥିବା ସ୍ଥାନୀୟ ପୋଲିସ…
ଜଗତ୍ସିଂହପୁର ଅଫିସ,୨।୧୧: ତିର୍ତ୍ତୋଲ ଉପନିର୍ବାଚନ ରବିବାର ସନ୍ଧ୍ୟାରେ ପ୍ରଚାର ସରିବା ପରେ ନିର୍ବାଚନମଣ୍ଡଳୀ ବାହାରୁ ଆସିଥିବା ନେତା,କର୍ମୀଙ୍କ ରହଣି ଉପରେ କଟକଣା ଜାରି କରାଯାଇଛି। ଏନେଇ ଜିଲା…
ଲଣ୍ଡନ,୨।୧୧: ସାରା ବିଶ୍ୱରେ ଅନେକ ସେଲିବ୍ରିଟିମାନେ ମହାମାରୀ କରୋନା ଆକ୍ରାନ୍ତ ହେବା ନଜିର ରହିଛି। ଏହି କ୍ରମରେ ବ୍ରିଟେନର ରାଜ ପରିବାରର ସଦସ୍ୟ ପ୍ରିନ୍ସ ୱିଲିୟମ ଗତ…
ପାଟନା,୨।୧୧: ବିହାର ବିଧାନସଭା ନିର୍ବାଚନ ପ୍ରଚାରରେ ବିଭିନ୍ନ ରାଜନୈତିକ ଦଳ ମଧ୍ୟରେ କାଦୁଅ ଫିଙ୍ଗା ଜାରି ରହିଛି। ଆର୍ଜେଡ଼ି ପକ୍ଷରୁ ତେଜସ୍ବୀ ଯାଦବ ମୁଖ୍ୟମନ୍ତ୍ରୀ ନୀତିଶ କୁମାରଙ୍କୁ…
ଜଗତ୍ସିଂହପୁର ଅଫିସ,୨ା୧୧: ପୋଲିଂ କର୍ମଚାରୀ ବୁଥ୍ମୁହାଁ ହୋଇଛନ୍ତି। କର୍ମଚାରୀମାନେ ସ୍ଥାନୀୟ ଏସ୍ଭିଏମ୍ ସ୍ବୟଂଶାସିତ ମହାବିଦ୍ୟାଳୟ ପରିସରରେ ହୋଇଥିବା ପୋଲିଂ ପାର୍ଟି ପ୍ରେରଣ କେନ୍ଦ୍ରରେ ପହଞ୍ଚିଲା ପରେ ପରେ…
ପାଟନା,୨ା୧୧(ଆଇଏଏନ୍ଏସ୍): ବିହାର ବିଧାନସଭା ଲାଗି ଦ୍ୱିତୀୟ ପର୍ଯ୍ୟାୟ ନିର୍ବାଚନ ୩ ତାରିଖରେ ହେବାକୁ ଥିବାବେଳେ ରବିବାର ସନ୍ଧ୍ୟାରେ ସେଠାରେ ପ୍ରଚାର ଶେଷ ହୋଇଛି। ଶେଷ ଦିନରେ ସବୁ…
ନୂଆଦିଲ୍ଲୀ,୨ା୧୧(ପି.ଟି.): ଭାରତରେ କରୋନା ସଂକ୍ରମିତଙ୍କ ସଂଖ୍ୟା ରବିବାର ସକାଳ ସୁଦ୍ଧା ୮୧.୮୪ ଲକ୍ଷରେ ପହଞ୍ଚତ୍ଛି। ତେବେ ସେପ୍ଟେମ୍ବର ତୁଳନାରେ ଅକ୍ଟୋବରରେ ନୂଆ ସଂକ୍ରମଣ ଓ ମୃତ୍ୟୁସଂଖ୍ୟା ପାଖାପାଖି…