Home Left

ଇଟାଲି ଫେରନ୍ତାଙ୍କ ରିପୋର୍ଟ ନେଗେଟିଭ୍‌

କଟକ ଅଫିସ,୧୬।୩: କରୋନା ସନ୍ଦେହରେ କଟକ ଏସ୍‌ସିବି ମେଡିକାଲରେ ଭର୍ତ୍ତି ହୋଇଥିବା ଯୁବକଙ୍କ ରିପୋର୍ଟ ନେଗେଟିଭ୍‌ ଆସିଛି। ତାଙ୍କ ଘର କଟକରେ ହୋଇଥିବା ବେଳେ ସେ ଇଟାଲିରେ…

6 years ago

କରୋନାକୁ ନେଇ ସାର୍କ ରାଷ୍ଟ୍ରଙ୍କୁ ଭାରତର ବାର୍ତ୍ତା: ପ୍ରସ୍ତୁତ ରୁହ, ଭୟ କରନାହିଁ

ନୂଆଦିଲ୍ଲୀ,୧୬।୩(ପି.ଟି.): ମହାମାରୀ କରୋନାକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଏହାର ମୁକାବିଲା ଲାଗି ମିଳିତ ଜରୁରୀ ପାଣ୍ଠି ଗଠନ ନିମନ୍ତେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର…

6 years ago

୧୯ ପର୍ଯ୍ୟନ୍ତ ସ୍ବଳ୍ପ ବର୍ଷା, ୩୫ ଡିଗ୍ରୀ ଟପିଲା ତାତି

ଭୁବନେଶ୍ୱର,୧୬।୩(ବ୍ୟୁରୋ): ରାଜ୍ୟରେ ଏବେ ବିଭିନ୍ନ ସ୍ଥାନରେ ସ୍ବଳ୍ପ ଧରଣର ବର୍ଷା ହେଉଛି। ଏହିଭଳି ବର୍ଷା ଆସନ୍ତା ୧୯ ତାରିଖ ପର୍ଯ୍ୟନ୍ତ ଲାଗି ରହିବ। ସୋମବାର କନ୍ଧମାଳ, ନୟାଗଡ଼,…

6 years ago

ଆଜି କମଲନାଥଙ୍କ ଶକ୍ତି ପରୀକ୍ଷା

ନୂଆଦିଲ୍ଲୀ/ଭୋପାଳ,୧୬।୩(ଆଇଏଏନ୍‌ଏସ୍‌): ମଧ୍ୟପ୍ରଦେଶ ବିଧାନସଭାରେ ସୋମବାର କମଲନାଥ ସରକାର ଆସ୍ଥାଭୋଟର ସମ୍ମୁଖୀନ ହେବେ। ଏହା ପୂର୍ବରୁ ଭୋପାଳରେ ରାଜନୈତିକ ତତ୍ପରତା ବୃଦ୍ଧି ପାଇଛି। ପୂର୍ବତନ ମୁଖ୍ୟମନ୍ତ୍ରୀ ଶିବରାଜ ସିଂ…

6 years ago

କରୋନା ଭୟ: ଫିଲ୍ମ, ଧାରାବାହିକ ଶୁଟିଂ ବନ୍ଦ

ଭୁବନେଶ୍ୱର,୧୬।୩(ବ୍ୟୁରୋ): କରୋନା ଭୟାବହତାକୁ ଦୃଷ୍ଟିରେ ରଖି ଫିଲ୍ମ ଓ ଧାରାବାହିକ ଶୁଟିଂକୁ ବନ୍ଦ କରିବାକୁ ନିଷ୍ପତ୍ତି ହୋଇଛି। ଏଥିଲାଗି ହାତ ମିଳାଇଛନ୍ତି ଇଣ୍ଡିଆନ୍‌ ମୋଶନ ପିକ୍‌ଚର ପ୍ରଡ୍ୟୁସର୍ସ…

6 years ago

ଆନ୍ଧ୍ରରେ ପୌର ନିର୍ବାଚନ ସ୍ଥଗିତ

ଅମରାବତୀ,୧୬।୩: କରୋନା ଭୟରେ ଆନ୍ଧ୍ରପ୍ରଦେଶ ରାଜ୍ୟ ନିର୍ବାଚନ କମିଶନ ଚଳିତ ମାସରେ ହେବାକୁ ଥିବା ମଣ୍ଡଳ ଓ ଜିଲା ପରିଷଦ ନିର୍ବାଚନ ସମେତ ପୌର ନିର୍ବାଚନକୁ ୬…

6 years ago

କୋଚି ବିମାନବନ୍ଦରରେ କରୋନା ରୋଗୀ

କୋଚି,୧୬।୩: କୋଚି ବିମାନବନ୍ଦରରେ ଜଣେ ବ୍ରିଟେନ ନାଗରିକଙ୍କଠାରେ କରୋନା ପଜିଟିଭ୍‌ ଜଣାପଡିବା ପରେ ଦୁବାଇ ଯିବାକୁ ଥିବା ୨୦ ଜଣ ଯାତ୍ରୀଙ୍କୁ ବିମାନରୁ ଓହ୍ଲାଇଦିଆଯାଇଛି। ଏମାନେ କେରଳର…

6 years ago

ରାଜପ୍ରାସାଦ ଛାଡ଼ିଲେ ବ୍ରିଟେନ ରାଣୀ

ଲଣ୍ଡନ,୧୬।୩: ବ୍ରିଟେନରେ କରୋନା ସଂକ୍ରମଣ ଜନିତ ମୃତ୍ୟୁସଂଖ୍ୟା ୨୧ରେ ପହଞ୍ଚତ୍ଥିବାବେଳେ ୧୧୪୦ ଜଣ ସଂକ୍ରମିତ ହୋଇଛନ୍ତି। ରାଣୀ ଏଲିଜାବେଥ୍‌ ଦ୍ୱିତୀୟ ଓ ପ୍ରିନ୍ସ ଫିଲିପଙ୍କୁ କ୍ୱାରାଣ୍ଟାଇନରେ ରଖିବା…

6 years ago

ଶସ୍ତାରେ ମରିବାକୁ ଚାହୁଁନାହାନ୍ତି କଶ୍ମୀରୀ

ନୂଆଦିଲ୍ଲୀ,୧୬।୩: ଅନୁଚ୍ଛେଦ ୩୭୦କୁ ହଟାଇବା ଅପେକ୍ଷା ଜମ୍ମୁ-କଶ୍ମୀରବାସୀଙ୍କ ପାଇଁ ସବୁଠୁ ଚିନ୍ତାର କାରଣ ପାଲଟିଛି ରାଜ୍ୟ ମାନ୍ୟତା ହରାଇବା। ଏବେ ଉପତ୍ୟକାରେ ସ୍ବାଭାବିକ ସ୍ଥିତି ଫେରାଇଆଣିବା ସହ…

6 years ago

କରୋନା ପାଇଁ ହାଇକୋର୍ଟଙ୍କୁ ରାଜ୍ୟ ବାର୍‌ କାଉନସିଲ୍‌ର ପ୍ରସ୍ତାବ: ‘ସବୁ କୋର୍ଟ ବନ୍ଦ କରାଯାଉ’

କଟକ ଅଫିସ,୧୬।୩: କରୋନା ଭୂତାଣୁକୁ ନେଇ ସାରା ବିଶ୍ୱରେ ଭୟର ବାତାବରଣ ସୃଷ୍ଟି ହୋଇଛି। ଦ୍ରୁତଗତିରେ ଏହା ବ୍ୟାପୁଥିବା ଯୋଗୁ ସରକାରଙ୍କ ପକ୍ଷରୁ ନାଗରିକମାନଙ୍କୁ ସତର୍କ ରହିବାକୁ…

6 years ago