ପ୍ରୟାଗରାଜ,୯।୩: ଉତ୍ତରପ୍ରଦେଶର ଯୋଗୀ ଆଦିତ୍ୟନାଥ ସରକାରଙ୍କୁ ଲାଗିଛି ବଡ ଝଟ୍କା। ନାଗରିକତ୍ୱ ସଂଶୋଧନ ଆଇନ(ସିଏଏ)କୁ ନେଇ ବିରୋଧ ପ୍ରଦର୍ଶନ କରାଯାଉଥିବା ବେଳେ ହିଂସା ଭିଆଇଥିବା ଅଭିଯୋଗରେ ଯେଉଁମାନଙ୍କ…
ପୁରୀ ଅଫିସ,୯।୩: ମହାପ୍ରଭୁଙ୍କ ୫୪୫ କୋଟି ଟଙ୍କା ୟେସ୍ ବ୍ୟାଙ୍କରେ ଜମା ରଖାଯିବା ଘଟଣାକୁ ବିରୋଧ ଜାରି ରହିଛି। ବିଭିନ୍ନ ସଙ୍ଗଠନ ଏବଂ ବ୍ୟକ୍ତିବିଶେଷ ଶ୍ରୀମନ୍ଦିର ପ୍ରଶାସନ…
କାବୁଲ,୯।୩: ଆଫଗାନିସ୍ତାନର ରାଷ୍ଟ୍ରପତି ଭାବେ ଦ୍ୱିତୀୟଥର ଶପଥ ନେଇଛନ୍ତି ଅଶରଫ ଘନି। କାବୁଲରେ ଥିବା ରାଷ୍ଟ୍ରପତି ଭବନରେ ସୋମବାର ଘନି ଶପଥ ଗ୍ରହଣ କରିଛନ୍ତି। ଏହି ଶପଥ…
ଇସ୍ଲାମାବାଦ,୯।୩: ପାକିସ୍ତାନର ସ୍ବାସ୍ଥ୍ୟମନ୍ତ୍ରୀ ଜାଫର ମିର୍ଜା ରବିବାର ଟୁଇଟ୍ କରି ଜଣାଇଛନ୍ତି କି ଏବେସୁଦ୍ଧା ପାକିସ୍ତାନରେ କରୋନା ଭାଇରସ ସଂକ୍ରମିତଙ୍କ ସଂଖ୍ୟା ୭ରେ ପହଞ୍ଚିଛି। ରବିବାର କରାଚିରେ…
ଦୁବାଇ,୯।୩- ଚଳିତ ପାକିସ୍ତାନ ସୁପର ଲିଗ୍ (ପିଏସ୍ଏଲ)ରେ ରବିବାର କରାଚୀ କିଙ୍ଗ୍ସ ବିପକ୍ଷ ମ୍ୟାଚ୍କୁ କ୍ୱାଲଣ୍ଡର୍ସ ଲାହୋର ୮ ଉଇକେଟରେ ଜିତି ନେଇଛି। ମ୍ୟାଚ୍ରେ କରାଚୀ କିଙ୍ଗ୍ସ…
ମୁମ୍ବାଇ: ଟେଲିଭିଜନ ଦୁନିଆର ଜଣାଶୁଣା ନାଁ ଏକତା କପୁର। ଏବେ ସେ ସିଙ୍ଗଲ ମଦର। କିନ୍ତୁ କ’ଣ ପାଇଁ ସେ ସିଙ୍ଗଲ ମଦର ହୋଇଛନ୍ତି ନିକଟରେ ଏକ…
ମୁମ୍ବାଇ: ବଲିଉଡ୍ ମହାନାୟକ ଅମିତାଭ ବଚ୍ଚନ ସୋସିଆଲ ମିଡିଆରେ ଆକ୍ଟିଭ ଥିବା ବେଳେ ରବିବାର ବିଳମ୍ବିତ ରାତିରେ ସେ ଏକ ଫଟୋ ଶେୟାର କରିଛନ୍ତି। ଯାହା ସୋମବାର…
ନୂଆଦିଲ୍ଲୀ,୯।୩: କରୋନା ଭାଇରସର ସ୍ଥିତିକୁ ଦେଖି ସୋମବାର କେନ୍ଦ୍ର ସ୍ବାସ୍ଥମନ୍ତ୍ରୀ ହର୍ଷ ବର୍ଦ୍ଧନ, ଦିଲ୍ଲୀ ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜରିଓ୍ବାଲ, ଉପରାଜ୍ୟପାଳ ଅନିଲ ବୈଜଲ ଓ ଅନ୍ୟ ସ୍ବାସ୍ଥ୍ୟ…
ଜୟପୁର/ନବରଙ୍ଗପୁର,୯ା୩(ଡି.ଏନ.ଏ./ବି.ପ୍ର.)-ଆୟ ବହିର୍ଭୂତ ସମ୍ପତ୍ତି ଠୁଳ ଅଭିଯୋଗରେ ଭିଜିଲାନ୍ସ ଦ୍ୱାରା ଗିରଫ ହୋଇଥିବା ନବରଙ୍ଗପୁର ଆର୍ଟିଓ ଗଣେଶ୍ୱର କହଁରଙ୍କୁ ସୋମବାର କୋରାପୁଟ ଜିଲା ଜୟପୁର ସ୍ବତନ୍ତ୍ର ଭିଜିଲାନ୍ସ କୋର୍ଟରେ…
ରଣପୁର, ୯ା୩(ସ୍ବ.ପ୍ର.): ଦେଶବ୍ୟାପୀ ଅନ୍ତର୍ଜାତୀୟ ମହିଳା ଦିବସ ପାଳନ କରାଯାଇ ନାରୀ ସୁରକ୍ଷା ଓ ଅଧିକାର ଉପରେ ସଚେତନତା କାର୍ଯ୍ୟକ୍ରମ କରାଯାଉଥିବା ବେଳେ ନୟାଗଡ଼ ଜିଲା ରଣପୁର…