Home Left

ସ୍ବୟଂଶାସିତ କଲେଜ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିର ପ୍ରତିବାଦ

ଢେଙ୍କାନାଳ ଅଫିସ୍‌, ୯ା୩- ଢେଙ୍କାନାଳ କଲେଜରୁ ସ୍ବୟଂଶାସିତ ମାନ୍ୟତା ପ୍ରତ୍ୟାହାର ନିଷ୍ପତ୍ତିକୁ ଆଲୁମନି ଆସୋସିଏଶନ ପକ୍ଷରୁ ବିରୋଧ କରାଯାଇଛି। ଏ ନେଇ ଆସୋସିଏଶନ ସଦସ୍ୟମାନେ ସୋମବାର ଢେଙ୍କାନାଳ…

6 years ago

ଭୁଲ୍‌ ସିଗ୍‌ନାଲ ଯୋଗୁ ଷ୍ଟେଶନରେ ନ ରହି ଚାଲିଗଲା ଟ୍ରେନ: କାର୍ଯ୍ୟରୁ ନିଲମ୍ବିତ ହେଲେ ଷ୍ଟେଶନ ମାଷ୍ଟର

ସୁନ୍ଦରଗଡ଼,୯।୩ (ଡି.ଏନ୍‌.ଏ.): ସୁନ୍ଦରଗଡ଼ ଜିଲା ରାଜଗାଙ୍ଗପୁର ଷ୍ଟେଶନମାଷ୍ଟରଙ୍କୁ ଦକ୍ଷିଣ-ପୂର୍ବ ରେଳପଥ କର୍ତ୍ତୃପକ୍ଷ ସୋମବାର କାର୍ଯ୍ୟରୁ ନିଲମ୍ବନ କରିଛନ୍ତି । ଷ୍ଟେଶନ ମାଷ୍ଟର ସନ୍ତୋଷ କୁମାର ମିଶ୍ରଙ୍କ କାର୍ଯ୍ୟରେ…

6 years ago

ଶୀର୍ଷ ସ୍ଥାନ ହରାଇଲେ ଶେଫାଳି

ଦୁବାଇ,୯।୩- ଆଇସିସି ମହିଳା ଟି୨୦ ବ୍ୟାଟ୍ସଓମେନଙ୍କ ର଼୍ୟାଙ୍କିଙ୍ଗ୍‌ରେ ଭାରତୀୟ ଖେଳାଳି ଶେଫାଳି ବର୍ମା ଶୀର୍ଷ ସ୍ଥାନ ହରାଇଛନ୍ତି। ସେ ଦୁଇଟି ସ୍ଥାନ ତଳକୁ ଖସି ଆସି ୩ୟ…

6 years ago

ଓଡ଼ଗାଁ ଏନ୍‌ଏସିକୁ ପୁଣି ଫେରିଲା ଗୁଟ୍‌ଖା, ପଲିଥିନ

ଓଡ଼ଗାଁ,୯ା୩(ସ୍ବ.ପ୍ର.): କିଛିଦିନର ବ୍ୟବଧାନ ପରେ ଓଡଗାଁ ଏନ୍‌ଏସି ସମେତ ନିକଟ ବଜାରକୁ ପୁଣି ଥରେ ଗୁଟ୍‌ଖା ଓ ପଲିଥିନ ଫେରିଥିବା ନେଇ ଚର୍ଚ୍ଚା ହେଉଛି। ପଲିଥିନ ପୂର୍ବପରି…

6 years ago

ପୋକରା ଚାଉଳ ବଣ୍ଟନକୁ ବିରୋଧ: ଧାରଣା ପରେ ବଦଳାଗଲା

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ବ୍ଲକ ଖୁଣ୍ଟୁବନ୍ଧ ପଞ୍ଚାୟତରେ ରବିବାର ପୋକରା ଚାଉଳ ବଣ୍ଟନକୁ ରାଶନ କାର୍ଡ ହିତାଧିକାରୀ ବିରୋଧ କରିଥିଲେ। ପରେ ସେମାନେ ପୋକଡା ଚାଉଳ ଧରି…

6 years ago

ମହିଳା ଶ୍ରମିକଙ୍କୁ ଅଣଦେଖା: ମିଳୁନି ନିର୍ମାଣ ଶ୍ରମିକର ପରିଚୟ

ନୟାଗଡ଼ ଅଫିସ,୯ା୩: ନୟାଗଡ଼ ଜିଲାରେ ମହିଳା ଶ୍ରମିକମାନଙ୍କୁ ନିର୍ମାଣ ଶ୍ରମିକର ପରିଚୟ ମିଳୁନି। ଏଥିରେ ବାଧକ ସାଜୁଛି ଜିଲା ଶ୍ରମ କାର୍ଯ୍ୟାଳୟ। କୃଷି ଶ୍ରମିକ କହି ଅଧିକାଂଶ…

6 years ago

କଦାପି ଗଲି କ୍ରିକେଟ ଖେଳି ନ ଥିବା କ୍ରିକେଟର

ସଚିନ ତେନ୍ଦୁଲକର, ମହେନ୍ଦ୍ର ସିଂ ଧୋନୀଙ୍କ ଭଳି ମହାନ କ୍ରିକେଟର ପ୍ରାୟତଃ ଗଲି କ୍ରିକେଟରୁ ହିଁ ସୃଷ୍ଟି ହୋଇଥାନ୍ତି। ମାତ୍ର ଏଭଳି ଜଣେ ଲୋକପ୍ରିୟ କ୍ରିକେଟର ଅଛନ୍ତି,…

6 years ago

ଦିଲ୍ଲୀ ଦଙ୍ଗା: ଦମ୍ପତିଙ୍କ ପରେ ଗିରଫ ହେଲେ ପିଏଫ୍‌ଆଇ ସଦସ୍ୟ ଦାନିଶ

ନୂଆଦିଲ୍ଲୀ,୯।୩: ରାଜଧାନୀ ଦିଲ୍ଲୀର ଜାମିଆ ନଗର ଅଞ୍ଚଳରେ ଆଇଏସ୍‌ ଆତଙ୍କବାଦୀ ସଙ୍ଗଠନ ସହ ସମ୍ପର୍କ ଥିବା ଦମ୍ପତିଙ୍କୁ ଗିରଫ କରିବା ପରେ ସୋମବାର ଦିଲ୍ଲୀ ପୋଲିସର ସ୍ପେଶାଲ…

6 years ago

ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ ଏକାଦଶରେ ପୁନମ ଏକମାତ୍ର ଭାରତୀୟ

ଦୁବାଇ,୯।୩- ଆଇସିସି ମହିଳା ଟି୨୦ ବିଶ୍ୱକପ୍‌ର ପରି ସମାପ୍ତି ଘଟିବା ପରେ ଇଭେଣ୍ଟର ଶ୍ରେଷ୍ଠ ଏକାଦଶ ଖେଳାଳିଙ୍କ ନାମ ପ୍ରକାଶ କରାଯାଇଛି। ଏକମାତ୍ର ଭାରତୀୟ ଭାବେ ପୁନମ…

6 years ago

ବିଚାରାଧୀନ କଏଦୀଙ୍କୁ ଜେଲ କର୍ମଚାରୀଙ୍କ ମାଡ଼: ଭିମସାରରେ ଭର୍ତ୍ତି

ସମ୍ବଲପୁର,୯।୩(ବ୍ୟୁରୋ): ସମ୍ବଲପୁର ମଣ୍ଡଳ କାରାଗାରରେ ଥିବା ଜଣେ ବିଚାରାଧୀନ କଏଦୀ ଜେଲ କର୍ମଚାରୀଙ୍କ ମାଡ଼ରେ ଗୁରୁତର ହୋଇଛନ୍ତି। ସେ ହେଲେ ଟାଉନ ଥାନା ଦଳେଇପଡ଼ାର ଅଭିଷେକ ବେହେରା।…

6 years ago