Home Left

ହସ୍ପିଟାଲରେ ବନ୍ଧା ପଡ଼ିଛନ୍ତି ହାତୀ ଆକ୍ରମଣରେ ଆହତ ମହିଳା

ଭୁବନେଶ୍ୱର, ୮।୩(ବ୍ୟୁରୋ): ଗତମାସ ୨୩ ତାରିଖରେ ପୁରୀ ଜିଲାର ପିପିଲି ଓ ବଳଙ୍ଗା ଏବଂ ଭୁବନେଶ୍ୱର ଉପକଣ୍ଠରେ ଏକ ଦନ୍ତା ହାତୀ ଆତଙ୍କ ରଚାଇଥିଲା। ୪ଜଣଙ୍କ ଜୀବନ…

6 years ago

କଟକଣାକୁ ବେଖାତିର: ନିତିଦିନିଆ ହେଲାଣି ଶ୍ରୀମନ୍ଦିରରେ ନୀତି ବିଳମ୍ବ

ପୁରୀ ଅଫିସ, ୮।୩: କୌଣସି ପରିସ୍ଥିତିରେ ମହାପ୍ରଭୁଙ୍କ ସେବାପୂଜାରେ ବିଳମ୍ବ କିମ୍ବା ବିଭ୍ରାଟକୁ ବରଦାସ୍ତ କରାଯିବ ନାହିଁ। ଯେଉଁ ପାଳିଆସେବକ ୩ଥର ନୀତିରେ ବିଳମ୍ବ କରିବେ ତାଙ୍କୁ…

6 years ago

ଶ୍ରୀଲିଙ୍ଗରାଜଙ୍କ ସମ୍ପତ୍ତିରେ ବହୁତଳ ଗୃହ ନିର୍ମାଣ: କଟକଣା ବୋର୍ଡ ଉପାଡ଼ି ରାସ୍ତାରେ ଲଗାଇଲେ ବିଲ୍‌ଡର

ପୁରୁଣା ଭୁବନେଶ୍ୱର, ୮।୩(ଡି.ଏନ.ଏ.): ଭୁବନେଶ୍ୱରରେ ନକ୍ସା ଅନୁମୋଦନ ବ୍ୟତିରେକ କୌଣସି ପ୍ରକାର ବେଆଇନ ଗୃହ ନିର୍ମାଣ ଘରୋଇ ଜମିରେ ହୋଇପାରିବ ନାହିଁ। ଯଦି ହୋଇଥାଏ ତେବେ ଜରିମାନା…

6 years ago

ଦୋଳ, ହୋଲି ପାଇଁ ଉତ୍ସବମୁଖର ଗାଁଠୁ ସହର: ଏକାଠି ହୋଇ ଫଗୁ ଖେଳିଲେଣି ଠାକୁର

ଭୁବନେଶ୍ୱର, ୮।୩(ବ୍ୟୁରୋ): ସୋମବାର ଦୋଳ, ମଙ୍ଗଳବାର ହୋଲି। ହେଲେ ଏବେଠୁ ଉତ୍ସବମୁଖର ହୋଇଉଠିଲାଣି ଗାଁଠୁ ସହର। ଇତିମଧ୍ୟରେ ଭୁବନେଶ୍ୱର ଓ ଉପକଣ୍ଠରେ କେତେକ ସ୍ଥାନରେ ମେଳଣ ଓ…

6 years ago

ବିମାନବନ୍ଦର ସମ୍ପ୍ରସାରଣ କାର୍ଯ୍ୟ ଖୁବ୍‌ଶୀଘ୍ର: ପୋତାହେବ ଓୟୁଏଟି ଫାର୍ମରେ ଥିବା ୨ ପୋଖରୀ

ଭୁବନେଶ୍ୱର, ୮।୩(ବ୍ୟୁରୋ): ବିଜୁ ପଟ୍ଟନାୟକ ଅନ୍ତର୍ଜାତୀୟ ବିମାନବନ୍ଦରର ସମ୍ପ୍ରସାରଣ ଓ ପାରିପାର୍ଶ୍ୱିକ ବିକାଶ କାର୍ଯ୍ୟ କିଛିଦିନ ମଧ୍ୟରେ ଆରମ୍ଭ ହେବ। ବିଶେଷକରି ବିମାନ ଉଡ଼ାଣରେ ବଡ଼ ବିପଦ…

6 years ago

ନାରୀ ଜାଣିଛି ସାମର୍ଥ୍ୟ, ସୀମାରେଖା

ବଅଁରପାଳ,୮।୩- ସେ ସୃଷ୍ଟିର ଆଧାର। ପ୍ରକୃତିର ଅନନ୍ୟ ସୌନ୍ଦର୍ଯ୍ୟ। ସେ ମା’ ହୋଇ ଭବିଷ୍ୟତ ଗଢ଼ିପାରେ। ଆଶାର ଆଲୋକ ସାଜିପାରେ। ଭଉଣୀ ହୋଇ ସ୍ନେହ ଅଜାଡ଼ିଦେଇପାରେ। ସ୍ତ୍ରୀ…

6 years ago

ପ୍ରତି ବ୍ଲକରେ ୧୫ କିମି ରାସ୍ତା ନିର୍ମାଣ

ଅନୁଗୋଳ ଅଫିସ୍‌, ୮।୩ - ଶିକ୍ଷା, ସ୍ବାସ୍ଥ୍ୟ, କୃଷି ଓ ଗମନାଗମନକୁ ଦୃଷ୍ଟିରେ ରଖି ଭାରତ ସରକାରଙ୍କ ଦ୍ୱାରା ୨୦୨୦-୨୧ ଆର୍ଥିକ ବର୍ଷ ପାଇଁ ପ୍ରଧାନମନ୍ତ୍ରୀ ଗ୍ରାମ…

6 years ago

୨୧୯ ଛାତ୍ରୀଛାତ୍ରଙ୍କୁ ୩ ଶିକ୍ଷକ

ଫିରିଙ୍ଗିଆ, ୮ା୩ - ସରକାର ଶିକ୍ଷାର ବିକାଶ ପାଇଁ ବହୁ ଯୋଜନା ପ୍ରଣୟନ କରୁଛନ୍ତି। ଗୁଣାତ୍ମକ ଶିକ୍ଷାର ବିକାଶ ପାଇଁ ପ୍ରଚେଷ୍ଟା ମଧ୍ୟ ଜାରି ରଖିଛନ୍ତି। କିନ୍ତୁ…

6 years ago

ପରିବାରରେ ନିଆଯିବ ଅନାଥ ଶିଶୁଙ୍କ ଯତ୍ନ

ଛତ୍ରପୁର,୮ା୩(ଡି.ଏନ.ଏ.) - ଅନାଥ ଆଶ୍ରମ କିମ୍ବା ଶିଶୁ ଯତ୍ନ କେନ୍ଦ୍ର ବଦଳରେ ପରିବାରରେ ହିଁ ଅନାଥ ଓ ଏକକ ଅଭିଭାବକ ଶିଶୁମାନଙ୍କର ଯତ୍ନ ସହ ସେମାନଙ୍କର ବିକାଶ…

6 years ago

ପରୀକ୍ଷା ଖାତା ବୋର୍ଡ ଅଫିସ୍‌ ନ ଯାଇପାରିବା ଘଟଣା: ତଦନ୍ତ କଲେ ଶିକ୍ଷା ବିଭାଗ ଟିମ୍‌

ଉଦଳା, ୮।୩ (ଡି.ଏନ.ଏ.) - ଇନ୍ଦିରାଗାନ୍ଧୀ ମହିଳା ମହାବିଦ୍ୟାଳୟରେ ଶୁକ୍ରବାର ଥିଲା ଯୁକ୍ତ ଦୁଇ ବିଜ୍ଞାନ ବିଭାଗର ଇଂରାଜୀ ପରୀକ୍ଷା । ୭୧ ଜଣ ଛାତ୍ରୀ ପରୀକ୍ଷା…

6 years ago