ହିିଞ୍ଜିଳିକାଟୁ,୩ା୩(ଡି.ଏନ୍.ଏ): ଗଞ୍ଜାମ ଜିଲା ହଞ୍ଜିଳି ଥାନା ସୋମପୁର ଗ୍ରାମରେ ମଙ୍ଗଳବାର ପୂର୍ବାହ୍ନରେ ପାହାଡ଼ରୁ ପଥର ଫୁଟା ପାଇଁ ବ୍ୟବହୃତ ଡିଟୋନେଟର ବିସ୍ଫୋରଣ ଘଟି ୩ ନାବାଳକ ଆହତ…
ନବରଙ୍ଗପୁର, ୩।୩(ଡି.ଏନ୍.ଏ.): ନବରଙ୍ଗପୁର ଜିଲା ରାଇଘର ବ୍ଲକ ଅନ୍ତର୍ଗତ ଚଡିଆପାରା ଗ୍ରାମର ଏକ ଶାଳଗଛରୁ ମଙ୍ଗଳବାର ପ୍ରେମୀ ଯୁଗଳଙ୍କ ଝୁଲନ୍ତା ଅବସ୍ଥାରେ ମୃତଦେହ ଉଦ୍ଧାର ହୋଇଛି। ସେମାନେ…
କଲମ୍ବୋ,୩।୩: ଶ୍ରୀଲଙ୍କା ରାଷ୍ଟ୍ରପତି ଗୋଟବାୟ ରାଜପାକ୍ସେ ସୋମବାର ଦେଶର ସଂସଦକୁ ଭାଙ୍ଗି ଦେଇଛନ୍ତି। ନିର୍ବାଚନ କମିଶନଙ୍କ ପକ୍ଷରୁ ଏପ୍ରିଲ ୨୫ରେ ନିର୍ବାଚନ ଘୋଷଣା ହେବା ପରେ ସେ…
ଗଞ୍ଜାମ, ୩।୩(ଡି.ଏନ୍.ଏ.): ଗଞ୍ଜାମ ସହର ମଧ୍ୟରେ ଥିବା ବଡ ବଜାର ଓ ସାନ ବଜାରରେ କ୍ୟାବିନ ଓ ଉଠା ଦୋକାନୀମାନେ ଦୀର୍ଘବର୍ଷ ହେବ ନିଜର ବ୍ୟବସାୟ କରିଆସୁଛନ୍ତି…
ଇସଲାମାବାଦ୍,୩।୩: ପାକିସ୍ତାନକୁ ଯାଇଥିବା ଶ୍ରୀଲଙ୍କା କ୍ରିକେଟ ଦଳ ଉପରେ ହୋଇଥିବା ଆତଙ୍କବାଦୀ ଆକ୍ରମଣ ଘଟଣାକୁ ଇତିମଧ୍ୟରେ ୧୧ ବର୍ଷ ବିତିଛି। ୨୦୦୯ ମାର୍ଚ୍ଚ ୩ରେ ଲାହୋରସ୍ଥିତ ଗଦାଫି…
ଲଣ୍ଡନ,୩।୩: କେତେକ ଲୋକଙ୍କର ଚିଠି ଲେଖିବା ନିଶା ପାଲଟିଥାଏ। ଏଭଳି ଜଣେ ଲୋକ ଇଂଲଣ୍ଡର ଲଣ୍ଡନରେ ରହିଛନ୍ତି। ୭୦ ବର୍ଷ ବୟସ୍କ ଏହି ବ୍ୟକ୍ତି ଜଣକ ଗତ…
ଢେଙ୍କାନାଳ ଅଫିସ,୩।୩: ଉଚ୍ଚ ମାଧ୍ୟମିକ ଶିକ୍ଷା ପରିଷଦ (ସିଏଚ୍ଏସ୍ଇ) ଦ୍ୱାରା ପରିଚାଳିତ ଯୁକ୍ତ୨ ପରୀକ୍ଷା ମଙ୍ଗଳବାରଠାରୁ ଆରମ୍ଭ ହୋଇଛି। ପ୍ରଥମ ଦିନ ବିଜ୍ଞାନ ବିଭାଗର ମାତୃଭାଷା ଓଡ଼ିଆ…
ଜମନକିରା,୩।୩(ଡି.ଏନ୍.ଏ): ସମ୍ବଲପୁର ଜିଲା କୁଚିଣ୍ଡା ଉପଖଣ୍ଡସ୍ଥ କ୍ଷୁଦ୍ର ଓ ମଧ୍ୟମ ଜଳସେଚନ ବିଭାଗ (ଏମ୍ଆଇପି) ପକ୍ଷରୁ ଜମନକିରା ବ୍ଲକ୍ ସଦର ମହକୁମାର ମୁଖ୍ୟ କେନାଲ କାମକୁ ଖଇରଡିହି…
ଢେଙ୍କାନାଳ ଅଫିସ,୩।୩: ଢେଙ୍କାନାଳ ଜିଲା ଓଡ଼ପଡ଼ା ତହସିଲ ଅଧୀନ ରାଣୀବଣିଆ ବେଆଇନ ପଥର ଖାଦାନରେ ମଙ୍ଗଳବାର ଚଢ଼ାଉ କରାଯାଇଛି। ଏଥିରେ ୭ ଟ୍ରକ ଓ ୨ ଜେସିବି…
କଟକ ଅଫିସ,୩।୩: ମାର୍ଚ୍ଚ ପହିଲାଠାରୁ ରାଜ୍ୟରେ ନୂତନ ମୋଟରଯାନ ଆଇନକୁ କଡ଼ାକଡ଼ି ଭାବେ ଲାଗୁ କରାଯାଇଛି। ପରିବହନ ବିଭାଗ ଏବଂ ପୋଲିସ ବିଭାଗ ପକ୍ଷରୁ ବିଭିନ୍ନ ସ୍ଥାନରେ…