ନୂଆଦିଲ୍ଲୀ,୧୦ା୭(ପି.ଟି.):ଭାରତରେ କରୋନା ସଂକ୍ରମଣ ଦ୍ରୁତଗତିରେ ବଢ଼ିଚାଲିଛି। ଗତ ୨୪ ଘଣ୍ଟା ମଧ୍ୟରେ ୨୪,୮୭୯ ନୂଆ ପଜିଟିଭ୍ ଚିହ୍ନଟ ହୋଇଥିବାବେଳେ ମୋଟ ଆକ୍ରାନ୍ତଙ୍କ ସଂଖ୍ୟା ୭,୬୭,୨୯୬ରେ ପହଞ୍ଚତ୍ଛି। ଦେଶର…
ବଅଁରପାଳ,୧୦ା୭(ଉପେନ୍ଦ୍ର ରାଉତ) ଗଢ଼ିନି ପ୍ରକୃତି। ସୁଗନ୍ଧ ଦେଇନାହାନ୍ତି ଈଶ୍ୱର। ଗେଣ୍ଡୁ ପରି ଗୋଲଗାଲ ନୁହେଁ କି ଗୋଲାପ ଭଳି ଆକର୍ଷଣ ମଧ୍ୟ ନାହିଁ। ତଥାପି ଲକ୍ଡାଉନ୍ ଯୋଗୁ…
ବେଜିଂ, ୧୦ା୭ (ଏପି)-ବର୍ଷର ଅବଶିଷ୍ଟ ସମୟରେ ଦେଶରେ କୌଣସି ଅନ୍ତର୍ଜାତୀୟ ଇଭେଣ୍ଟ ଆୟୋଜନ ନ କରିବା ଲାଗି ଚାଇନା ନିଷ୍ପତ୍ତି ନେଇଛି। ତେବେ ୨୦୨୨ରେ ବେଜିଂ ଓ…
କେନ୍ଦୁଝର, ୧୦ା୭ (ସ୍ବ.ପ୍ର.)-ନୂଆ ଖଣି ଖନନ ପାଇଁ କେନ୍ଦୁଝର ଜିଲା ଯୋଡ଼ା ବ୍ଲକ ଅନ୍ତର୍ଗତ ଗୁଆଲି ପଞ୍ଚାୟତ ଅଧୀନ ଗନ୍ଧଲପଡା ଗ୍ରାମ ନିକଟ ଶାଳ ଜଙ୍ଗଲ ପରିପୂର୍ଣ୍ଣ…
ଶେରଗଡ଼,୧୦ା୭(ଡି.ଏନ୍.ଏ.)- ଗଞ୍ଜାମ ଜିଲାପାଳ ବିଜୟ ଅମୃତ କୁଲାଙ୍ଗେ ଶୁକ୍ରବାର ଶେରଗଡ଼ ବ୍ଲକ ଅଲାରିଗଡ଼ରେ ପହଞ୍ଚତ୍ ଘର ଘର ବୁଲି ସ୍ବାସ୍ଥ୍ୟ ଯାଞ୍ଚର ଶୁଭାରମ୍ଭ କରିଛନ୍ତି। କୌଣସି ଘର…
ଲାଉସାନେ, ୧୦ା୭ (ପି.ଟି.)-ଅନ୍ତର୍ଜାତୀୟ ହକି ମହାସଂଘ (ଏଫ୍ଆଇଏଚ୍) ଦ୍ୱାରା ସଂଶୋଧିତ କାର୍ଯ୍ୟସୂଚୀ ଗୁରୁବାର ଘୋଷଣା କରାଯାଇଛି। ଆସନ୍ତା ବର୍ଷ ଏପ୍ରିଲରେ ବିଦେଶରେ ଆର୍ଜେଣ୍ଟିନା ବିପକ୍ଷ ମ୍ୟାଚ ଖେଳି…
ଓ୍ବେଲିଂଟନ, ୧୦ା୭ (ପି.ଟି.)-ଚଳିତବର୍ଷ ସ୍ଥଗିତ ରଖାଯାଇଥିବା ଇଣ୍ଡିଆନ ପ୍ରିମିୟର ଲିଗ୍ (ଆଇପିଏଲ୍) ଆୟୋଜନ ପାଇଁ ନ୍ୟୁଜିଲାଣ୍ଡ ଆଗ୍ରହ ପ୍ରକାଶ କରିଥିବା ଯାହା ଶୁଣାଯାଉଛି ତାହା ଠିକ୍ ନୁହେଁ।…
ବାହାନଗା, ୯ା୭(ଡି.ଏନ.ଏ.)-ବାଲେଶ୍ୱର ଜିଲା ଖନ୍ତାପଡା ଥାନା ଅଞ୍ଚଳର ଜଣେ ୨ ସନ୍ତାନର ମା’ ଜଣେ ୩ ସନ୍ତାନଙ୍କ ବାପା ସହ ଫେରାର ହୋଇଯିବା ଘଟଣା ସ୍ଥାନୀୟ ଅଞ୍ଚଳରେ…
ଲକ୍ଷ୍ନୌ,୯ା୭-ମହାମାରୀ କରୋନା ଭାଇରସ ସଂକ୍ରମଣକୁ ରୋକିବା ପାଇଁ ଉତ୍ତର ପ୍ରଦେଶ ସରକାର ଶୁକ୍ରବାର ରାତି ୧୦ରୁ ଜୁଲାଇ ୧୩ ସକାଳ ୫ଟା ଯାଏ ଲକଡାଉନ ଘୋଷଣା କରିଛନ୍ତି।…