Home Left

ଆଇଟିଆର୍‌ ଫାଇଲିଂ ଅବଧି ବଢ଼ିଲା

ନୂଆଦିଲ୍ଲୀ: ଆୟକର ବିଭାଗ ପକ୍ଷରୁ ଆସେସ୍‌ମେଣ୍ଟ ବର୍ଷ ୨୦୧୯-୨୦ (ଆର୍ଥତ୍କ ବର୍ଷ ୨୦୧୮-୧୯) ଲାଗି ଆୟକର ରିଟର୍ନ (ଆଇଟିଆର୍‌) ଫାଇଲିଂ କରିବାର ସୀମାକୁ ବୁଧବାର ବୃଦ୍ଧି କରାଯାଇଛି।…

6 years ago

କରୋନାରେ ଆକ୍ରାନ୍ତ ହୋଇ ଗୁରୁତର ହେଲେ ଏହି ଚର୍ଚ୍ଚିତ ଅଭିନେତ୍ରୀ

ପଞ୍ଜାବର ଚର୍ଚ୍ଚିତ ଅଭିନେତ୍ରୀ ହିମାଂଶୀ ଖୁରାନା କରୋନାରେ ଆକ୍ରାନ୍ତ ହେବା ପରେ ଏବେ ସେ ଗୁରୁତର ହୋଇପଡ଼ିଛନ୍ତି। ତାଙ୍କୁ ଜ୍ୱର ଆସିବା ସହ ଶ୍ୱାସ ନେବାରେ ଅସୁବିଧା…

6 years ago

ଶିଳ୍ପସଂସ୍ଥାକୁ ଜଳକର ଅନୁକମ୍ପା

ଯାଜପୁର ଅଫିସ୍‌, ୧ା୧୦:ରାଜ୍ୟର ୫୫ ସରକାରୀ ଓ ବେସରକାରୀ ସଂସ୍ଥା ପାଖରେ ମାର୍ଚ୍ଚ ୩୧ ସୁଦ୍ଧା ୩୩୬୫.୭୫୧ କୋଟି ଟଙ୍କା ଜଳ କର ବାକି ପଡ଼ିଛି। ଏଥିରୁ…

6 years ago

ସେପ୍ଟେମ୍ବରରେ ଲକ୍ଷେରୁ ଊର୍ଦ୍ଧ୍ୱ ଆକ୍ରାନ୍ତ, ୩୫୦ ମୃତ

ଭୁବନେଶ୍ୱର, ୧ା୧୦ (ବ୍ୟୁରୋ):ପୂର୍ବ ଅପେକ୍ଷା ସେପ୍ଟେମ୍ବରରେ କୋଭିଡ୍‌-୧୯ ଭୂତାଣୁ ଅଧିକ ସକ୍ରିୟ ରହିଛି। ବର୍ତ୍ତମାନ ରାଜ୍ୟରେ ସଂକ୍ରମଣ ୨,୧୯,୧୧୯ରେ ପହଞ୍ଚତ୍ଥିବାବେଳେ ଅଧାରୁ ଅଧିକ କେବଳ ଏହି ମାସରେ…

6 years ago

ଗୃହରେ କରୋନା ଝଡ଼

ଭୁବନେଶ୍ୱର,୧ା୧୦(ବ୍ୟୁରୋ):ମୌସୁମୀ ଅଧିବେଶନର ଦ୍ୱିତୀୟ ଦିନରେ ସରକାରଙ୍କୁ ଘେରିଥିଲେ ବିରୋଧୀ। କରୋନା ମହାମାରୀ ପରିଚାଳନାରେ ସମ୍ପୂର୍ଣ୍ଣ ବିଫଳତା ନେଇ ବିରୋଧୀ ଆଣିଥିବା ମୁଲତବୀ ପ୍ରସ୍ତାବକୁ ବାଚସ୍ପତି ଗ୍ରହଣ କରିବା…

6 years ago

୩ରୁ ୬ ପ୍ରବଳ ବର୍ଷା ସମ୍ଭାବନା

ଭୁବନେଶ୍ୱର,୧ା୧୦(ବ୍ୟୁରୋ):ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଆନ୍ଧ୍ର ଉପକୂଳରେ ଏକ ଘୂର୍ଣ୍ଣି ବଳୟ ସୃଷ୍ଟି ହୋଇଛି। ଆସନ୍ତା ୪୮ ଘଣ୍ଟା ମଧ୍ୟରେ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଏବଂ ଓଡ଼ିଶା ଉପକୂଳରେ…

6 years ago

ଜଣେ ଗର୍ଭବତୀ ମହିଳା ପାଇଁ ଏହା ସବୁଠାରୁ ରୋମାଞ୍ଚକ ଖେଳ: କାହିଁକି ଏପରି କହିଲେ ଅନୁଷ୍କା

ମୁମ୍ବାଇ ଇଣ୍ଡିଆନ୍ସ ବିପକ୍ଷରେ ରୟାଲ ଚ୍ୟାଲେଞ୍ଜର୍ସ ବାଙ୍ଗାଲୋର (ଆରସିବିଆର)ର ବିଜୟକୁ ନେଇ ବିରାଟ କୋହଲିଙ୍କ ସ୍ତ୍ରୀ ତଥା ଅଭିନେତ୍ରୀ ଅନୁଷ୍କା ଶର୍ମା ବହୁତ ଖୁସି ଅଛନ୍ତି। ଏହି…

6 years ago

ମନୋରଞ୍ଜନ ଜଗତରେ ପାଦ ଦେବାକୁ ଯାଉଛନ୍ତି ଏହି କ୍ରିକେଟର

ଭାରତୀୟ କ୍ରିକେଟ ଦଳର ପୂର୍ବତନ ଅଧିନାୟକ ମହେନ୍ଦ୍ର ସିଂ ଧୋନି ଅନ୍ତର୍ଜାତୀୟ କ୍ରିକେଟରୁ ଅବସର ନେବା ପରେ ଏବେ ମନୋରଞ୍ଜନ ଜଗତରେ ପାଦ ଦେବାକୁ ନିଷ୍ପତ୍ତି ନେଇଛନ୍ତି।…

6 years ago

କରୋନା ପରେ ଆସୁଛି କଙ୍ଗୋ ଜ୍ୱର: ସତର୍କ ସୂଚନା ଜାରି

ସମସ୍ତ ବିଶ୍ୱ ଏବେ ମହାମାରୀ କରୋନା ସହ ଲଢ଼େଇ କରୁଛି। ଏହାରି ମଧ୍ୟରେ ଆଉ ଏକ ରୋଗ ‘କଙ୍ଗୋ ଜ୍ୱର’ ବ୍ୟାପିବା ଆଶଙ୍କାରେ ସତର୍କ ସୂଚନା ଜାରି…

6 years ago

କରୋନାରୁ ସୁସ୍ଥ ହେବାପରେ ଦେଖାଦେଉଛି ପାର୍ଶ୍ୱ ପ୍ରତିକ୍ରିୟା: ୧୦ରୁ ୯ ଜଣଙ୍କର ରହିଛି ଏହି ସମସ୍ୟା

ମହାମାରୀ କରୋନା ସମଗ୍ର ବିଶ୍ୱରେ କାୟା ବିସ୍ତାର କରିସାରିଛି। ଲକ୍ଷ ଲକ୍ଷ ଲୋକ ଏଥିରେ ଆକ୍ରାନ୍ତ ହେଉଥିବା ବେଳେ ମୃତ୍ୟୁ ସଂଖ୍ୟା ମଧ୍ୟ ବଢ଼ିଚାଲିଛି। ମାତ୍ର କୋଟି…

6 years ago