ଯୁବବର୍ଗଙ୍କ ମଧ୍ୟରେ ସୋସିଆଲ ମିଡିଆରେ ଲେଟେଷ୍ଟ ଡ୍ରେଣ୍ଡ ଫଲୋ କରିବାର ନିଶା ଲାଗିଛି। ତେବେ ଏହା ଯେତେ କଷ୍କକର ହୋଇଥାଉ ନା କାହିଁକି। ଏଥିରେ ଜୀବନ ଯିବାର…
ପୁଲଓ୍ବାମା,୭।୭: ଜମ୍ମୁ-କଶ୍ମୀର ପୁଲଓ୍ବାମାରେ ମଙ୍ଗଳବାର ସକାଳେ ସୁରକ୍ଷାକର୍ମୀ ଓ ଆତଙ୍କବାଦୀ ମୁହାଁମୁହିଁ ହୋଇଛନ୍ତି। ଏହି ଏନ୍କାଉଣ୍ଟରରେ ଆତଙ୍କବାଦୀ ନିହତ ହୋଇଥିବା ବେଳେ ଜଣେ ଯବାନ ଶହୀଦ ଓ…
ଛତ୍ରପୁର,୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାରେ କରୋନା ମୁକାବିଲା ପାଇଁ ବୁଧବାର ଠାରୁ ସହରାଞ୍ଚଳରେ ଘରକୁ ଘର ବୁଲି ସ୍କ୍ରିନିଂ ଆରମ୍ଭ ହେବ। ସ୍କ୍ରିନିଂ ସମୟରେ ଆବଶ୍ୟକତାକୁ ଦେଖି ସେହି…
ଛତ୍ରପୁର,୭।୭(ଡି.ଏନ୍.ଏ.): ଗଞ୍ଜାମ ଜିଲାକୁ ଆଣ୍ଟିଜେନ୍ କିଟ୍ ଆସିଛି। ଆଜିଠାରୁ ଜିଲାରେ ଆଣ୍ଟିଜେନ୍ ଟେଷ୍ଟିଂ ଗାଇଡଲାଇନ ଅନୁସାରେ ଆରମ୍ଭ ହେବ । ମଙ୍ଗଳବାର ଏନେଇ ଜିଲାପାଳ ବିଜୟ ଅମୃତା…
ନବରଙ୍ଗପୁର,୭।୭ (ବି.ପ୍ର.): ନବରଙ୍ଗପୁରସ୍ଥିତ କୋଭିଡ ହସ୍ପିଟାଲରୁ ଗତ ୫ ତାରିଖରେ କାନ୍ଥ ଡେଇଁ ଫେରାର ହୋଇଥିବା କରୋନା ଆକ୍ରାନ୍ତଙ୍କୁ ୨ ଦିନ ପରେ ଅର୍ଥାତ୍ ମଙ୍ଗଳବାର ଜିଲା…
କେନ୍ଦୁଝର,୭।୭( ସ୍ବ.ପ୍ର.): କେନ୍ଦୁଝର ଜିଲା ତେଲକୋଇ ବନାଞ୍ଚଳ କରଦାଙ୍ଗୀ ଜଙ୍ଗଲରେ ମଙ୍ଗଳବାର ୬ ଜଣ ବ୍ୟକ୍ତି କାରରେ ପ୍ରେସ ଲେଖି ସନ୍ଦେହ ଜନକ ଭାବେ ବୁଲୁଥିଲେ। ହାତୀ…
ଭୁବନେଶ୍ୱର, ୭।୭(ବ୍ୟୁରୋ): ବରିଷ୍ଠ ନାଗରିକଙ୍କ ପାଇଁ କେନ୍ଦ୍ରର ସ୍ବତନ୍ତ୍ର ଯୋଜନାକୁ ରାଜ୍ୟ ସରକାର ସହମତି ପ୍ରକାଶ କରିଛନ୍ତି। ଏ ନେଇ ସାମାଜିକ ସୁରକ୍ଷା ଓ ଭିନ୍ନକ୍ଷମ ସଶକ୍ତିକରଣ…
ହଂକଂ,୭।୭: ବିଶ୍ୱର କିଛି ଦେଶ ଟିକ୍ଟକ୍ ବ୍ୟାନ କରିବା ପରେ ଏବେ ହଂକଂ ବଜାରରୁ ଆପଣାଛାଏଁ ଟିକ୍ଟକ୍ ହଟିଯିବ ବୋଲି କହିଛି। ସୋମବାର ଟିକ୍ଟକ୍ର ପ୍ରବକ୍ତା ରଏଟର୍ସକୁ…
ଚିତ୍ରଡ଼ା,୭।୭(ଡ଼ି.ଏନ୍.ଏ): ମୟୂଭଞ୍ଜ ଜିଲା ମୋରଡା ବ୍ଲକ ଅଧୀନ ମୋରଡା ପଞ୍ଚାୟତ ପାଞ୍ଚଗୋଛିଆ ଗ୍ରାମରେ ଅଗ୍ନିକାଣ୍ଡ ଘଟିଛି। ଗ୍ରାମର ସୁରେନ୍ଦ୍ର ସେଠୀଙ୍କ ଘରେ ଗ୍ୟାସ ସିଲିଣ୍ଡରରେ ନିଆଁ ଲାଗି…
ସୁନ୍ଦରଗଡ଼,୭।୭(ଡି.ଏନ୍.ଏ.): ସୁନ୍ଦରଗଡ଼ ଜିଲା ବୀରମିତ୍ରପୁର ଥାନାରେ ନାବାଳିକାଙ୍କୁ ବଳାତ୍କାର, ଗର୍ଭପାତ ଘଟଣାରେ ମଙ୍ଗଳବାର କ୍ରାଇମବ୍ରାଞ୍ଚ ବୀରମିତ୍ରପୁର ସାସ୍ଥ୍ୟ କେନ୍ଦ୍ରର ଡାକ୍ତର ଦେବାଶିଷ ଘୋଷଙ୍କୁ ଗିରଫ କରିଛି। ବେଆଇନ…