Home Left

ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲ: ଆକାଶ ଜିତିଲେ ଓପନ ଇଭେଣ୍ଟ

ପ୍ରେଗ୍‌,୨୩ା୨ (ପି.ଟି.)- ଭାରତର ଜି. ଆକାଶ ଏଠାରେ ଚାଲିଥିବା ପ୍ରେଗ୍‌ ଚେସ୍‌ ଫେଷ୍ଟିଭାଲର ଓପନ୍‌ ଇଭେଣ୍ଟ ଜିତିଛନ୍ତି। ୯ ରାଉଣ୍ଡ ବିଶିଷ୍ଟ ଏହି ପ୍ରତିଯୋଗିତାରେ ଆକାଶ ଅପରାଜିତ…

6 years ago

ଅଜବ ସଉକ: ବିମାନରେ ଏକାକୀ ୧୯୯ ସିଟ୍‌ ବୁକ୍‌ କରି ଉଡ଼ାଣର ମଜାନେଲେ ମହିଳା

ଦୁନିଆରେ ଏମିତି କିଛି ଲୋକ ଅଛନ୍ତି, ଯେଉଁମାନଙ୍କ ସଉକ ଭିନ୍ନ ଭିନ୍ନ ଥାଏ। ନିଜର ଇଚ୍ଛାକୁ ପୂରଣ କରିବା ପାଇଁ କିଛି ବି କରିବାକୁ ପଛାନ୍ତି ନାହିଁ।…

6 years ago

ଡଙ୍କଲପାଡୁ ବସ୍‌ ଟ୍ରାଜେଡି: ମୃତକଙ୍କ ପରିବାରକୁ ସହାୟତା ପ୍ରଦାନ କଲେ ୩ ମନ୍ତ୍ରୀ

ଗୋପାଳପୁର,୨୩ା୨: ଗଞ୍ଜାମ ଜିଲା ରଙ୍ଗେଇଲୁଣ୍ଡା ବ୍ଲକ ଡଙ୍କଲପାଡୁ ରାସ୍ତାରେ ଗତ ୯ ତାରିଖରେ ନିର୍ବନ୍ଧ ପାଇଁ ଯାଉଥିବା ବସ୍‌ରେ ୧୧ କେଭି ବିଦ୍ୟୁତ୍‌ ତାର ଲାଗିଯିବାରୁ ୧୧…

6 years ago

ପ୍ରଶଂସକ ଚାହାନ୍ତି ପାକିସ୍ତାନରେ ଖେଳୁ ଭାରତ

ଲାହୋର,୨୩ା୨- ଭାରତ ଓ ପାକିସ୍ତାନ ମଧ୍ୟରେ ୨୦୧୩ଠାରୁ କୌଣସି ଦ୍ୱିପାକ୍ଷିକ ସିରିଜ୍‌ ଖେଳାଯାଇ ନାହିଁ। ଅନ୍ତିମ ଥର ୨୦୦୮ରେ ଦୁଇ ଦେଶ ମଧ୍ୟରେ ଟେଷ୍ଟ ସିରିଜ୍‌ ଖେଳାଯାଇଥିଲା।…

6 years ago

ଜଳଖିଆ ଦୋକାନରୁ ଅଗ୍ନିକାଣ୍ଡ: ଲକ୍ଷାଧିକ ଟଙ୍କାର ସାମଗ୍ରୀ ନଷ୍ଟ

ଜଗତ୍‌ସିଂହପୁର ଅଫିସ,୨୩।୨: ଜଗତ୍‌ସିଂହପୁର ଥାନା ଅନ୍ତର୍ଗତ ଢିଅସାହି ବଜାର ଓ ସ୍ଥାନୀୟ ଗାନ୍ଧୀଛକସ୍ଥିତ ଏକ ହୋଟେଲରେ ରବିବାର ଅଗ୍ନିକାଣ୍ଡ ଘଟିଛି। ସିଙ୍ଗିପୁରର ବାବନ ସାହୁଙ୍କ ଜଳଖିଆ ଦୋକାନରେ…

6 years ago

ଅହମଦାବାଦରେ ୩ ଓଡ଼ିଆ ଶ୍ରମିକ ପୋଡ଼ିହୋଇ ମୃତ୍ୟୁ ଘଟଣା: ପରିବାର ନିକଟରେ ପହଞ୍ଚିଲା ଜିଲା ପ୍ରଶାସନ

ରସୁଲପୁର,୨୩।୨(ଡି.ଏନ୍‌.ଏ.): ଗୁଜରାଟ ଅହମଦାବାଦର ଏକ କପଡ଼ା ଲେବଲ ପ୍ରସ୍ତୁତି କାରଖାନାରେ ଶନିବାର ଅପରାହ୍ନରେ ଅଗ୍ନିକାଣ୍ଡ ଘଟି ୩ଜଣ ଓଡ଼ିଆ ଶ୍ରମିକଙ୍କ ମୃତ୍ୟୁ ଘଟିଥିଲା। ସେମାନେ ହେଲେ ଯାଜପୁର…

6 years ago

ଗ୍ରାମୀଣ ଆବାସ ଯୋଜନାରେ ଦୁର୍ନୀତି: ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ ନିଲମ୍ବନ କଲେ ଜିଲାପାଳ

ଢେଙ୍କାନାଳ ଅଫିସ,୨୩।୨: ଢେଙ୍କାନାଳ ଜିଲା ସଦର ବ୍ଲକ ଭାଲିଆବୋଲ କାଟେଣି ଗ୍ରାମ ପଞ୍ଚାୟତ ନିର୍ବାହୀ ଅଧିକାରୀଙ୍କୁ କାର୍ଯ୍ୟରୁ ନିଲମ୍ବନ କରାଯାଇଛି। ନିର୍ବାହୀ ଅଧିକାରୀ ସୁନୀଲ କୁମାର ପରିଡ଼ାଙ୍କୁ…

6 years ago

କଖାରୁ ଫୁଲ, ଶାଗ ଖାଇ ଗୋଟିଏ ପରିବାରର ୬ ଅସୁସ୍ଥ

ନୟାଗଡ଼ ଅଫିସ/ଦଶପଲ୍ଲା,୨୩।୨(ଡି.ଏନ୍‌.ଏ.): ନୟାଗଡ଼ ଜିଲା ଦଶପଲ୍ଲା ସହର ହରିଡାବାରୀ ସତ୍‌ସଙ୍ଗ ବିହାର ସାହିରେ କଖାରୁ ଫୁଲ ଓ ଶାଗ ଖାଇ ରବିବାର ଗୋଟିଏ ପରିବାରର ୬ଜଣ ଅସୁସ୍ଥ…

6 years ago

ପରିବେଶକର୍ମୀ ହେବା ଗ୍ରେଟା ଥନବର୍ଗଙ୍କ ପାଇଁ ନ ଥିଲା ସହଜ: ମା’ ମୈଲେନା ଇର୍ମାନ୍‌

ଷ୍ଟକ୍‌ହୋମ୍‌,୨୩।୨: ପରିବେଶକର୍ମୀ ଭାବେ ସମ୍ପ୍ରତି ୧୭ ବୟସ୍କା ଗ୍ରେଟା ଥନବର୍ଗ ପୃଥିବୀ ସାରା ପରିଚିତ ହାସଲ କରିପାରିଛନ୍ତି। ଗ୍ରେଟା ଜଳବାୟୁ ପରିବର୍ତ୍ତନ ବିରୋଧରେ ସଚେତନତା ସୃଷ୍ଟି ପାଇଁ…

6 years ago

ଗୁଣିଗାରେଡ଼ି ସନ୍ଦେହରେ ହତ୍ୟା

ରାୟଗଡ଼ା ଅଫିସ,୨୩।୨: ରାୟଗଡ଼ା ଜିଲା ସେସକାଲ ଥାନା ଅନ୍ତର୍ଗତ ବାଲାପାଡୁ ଗ୍ରାମରେ ଗୁଣିଗାରେଡ଼ି ସନ୍ଦେହରେ ଜଣଙ୍କୁ ହତ୍ୟା କରାଯାଇଛି। ସାନଭାଇ ସତ୍ୟ ମିଣିଆକା ସେସକାଲ ଥାନାରେ ଏନେଇ…

6 years ago