Home Left

ଗରିବ-ଦିନମଜୁରିଆ-ଚାଷୀମୁଲିଆଙ୍କୁ ମିଳୁ ୭୫୦୦ଟଙ୍କା କରୋନା ସହାୟତା: ସୋନିଆ

ନୂଆଦିଲ୍ଲୀ,୨୩।୪: ଦେଶରେ କରୋନା ସଂକ୍ରମଣ ଯୋଗୁ ସରକାରଙ୍କ ପକ୍ଷରୁ ଲକ୍‌ ଡାଉନ୍‌ ଘୋଷଣା କରାଯାଇଛି। ଏହାର ପ୍ରଭାବ ଗରିବ, ଦିନ ମଜୁରିଆ ଏବଂ ଚାଷୀ ମୁଲିଆଙ୍କ ଉପରେ…

6 years ago

ବିୟରର ନାମ ‘କରୋନା’

ସମଗ୍ର ବିଶ୍ୱରେ କରୋନା ଭାଇରସ୍‌ ଆତଙ୍କ ଖେଳାଇ ଚାଲିଛି। ଚାଇନାର ଉହାନ ସହରରୁ ଆରମ୍ଭ ହୋଇଥିବା ଏହି ଭାଇରସ୍‌ ଏବେ ବିଶ୍ୱର ସମସ୍ତ ଦେଶକୁ ଗ୍ରାସ କରିସାରିଲାଣି।…

6 years ago

ଉତ୍ତରପ୍ରଦେଶରେ ତିଆରି ହେଲା ୩୪ଟି ଅସ୍ଥାୟୀ ଜେଲ

ଲକ୍ଷ୍ନୌ,୨୩।୪: ଉତ୍ତରପ୍ରଦେଶ ସରକାର ରାଜ୍ୟରେ ୩୪ଟି ଅସ୍ଥାୟୀ ଜେଲ ସ୍ଥାପନା କରିଛନ୍ତି। ଲକ୍ଷ୍ନୌର କଶ୍ମୀରି ମୋହଲ୍ଲା ମ୍ୟୁନସିପାଲ ବାଳିକା ଇଣ୍ଟର କଲେଜ ଓ ସହରର ବିଭିନ୍ନ ସ୍କୁଲରେ…

6 years ago

ଭାରତକୁ ମିଳିବ କରୋନା ଭ୍ୟାକସିନ୍‌!

ନୂଆଦିଲ୍ଲୀ,୨୩।୪: କରୋନା ଭାଇରସ ଏବେ ବିଶ୍ୱର ପ୍ରାୟ ୨୧୦ ଦେଶକୁ ବ୍ୟାପିଥିବା ବେଳେ ଏବେ ଏହା ଆମେରିକାରେ ସର୍ବାଧିକ ଲୋକଙ୍କ ଜୀବନ ନେଲାଣି। ଏହି ଭାଇରସର ଭ୍ୟାକସିନ୍‌…

6 years ago

ଭଦ୍ରକରୁ ଆସିଲେ ଅଧିକାରୀ, ବ୍ଲକ ଶିକ୍ଷାଧିକାରୀଙ୍କ କାର୍ଯ୍ୟାଳୟକୁ ଯିବା ଲାଗି ଡରୁଛନ୍ତି ଶିକ୍ଷକ

ଗୁଡଭେଲା,୨୩ା୪(ଡି.ଏନ୍‌.ଏ.) : କରୋନା ମୁକାବିଲା ପାଇଁ ମାର୍ଚ୍ଚ ୨୫ରୁ ପ୍ରାୟ ସମସ୍ତ ସରକାରୀ କାର୍ଯ୍ୟାଳୟ ବନ୍ଦ ରହିଥିବାରୁ ଅଧିକାଂଶ ଅଧିକାରୀ ଛୁଟି ଭାବି ନିଜ ନିଜ ଗାଁକୁ…

6 years ago

କରୋନା ଯୋଦ୍ଧା ଦିନକୁ ୧୮୬ ଟଙ୍କା ପାରିଶ୍ରମିକରେ ଲଗାଉଛନ୍ତି ଜୀବନକୁ ବାଜି

ଭୋପାଳ,୨୩।୪: କରୋନା ଭାଇରସ ସାରା ଦେଶର ଚିନ୍ତାକୁ ବଢାଇ ଚାଲିଥିବା ବେଳେ ଏବେ ଏହାସହ ସିଧାସଳଖ ଲଢୁଥିବା ଲୋକଙ୍କୁ ଆମେ କରୋନା ଯୋଦ୍ଧା ବୋଲି କହୁଛୁ। ହେଲେ…

6 years ago

ଏସିଆର ବିତ୍ତଶାଳୀ ଶିଳ୍ପପତି ପାଲଟିଲେ ମୁକେଶ ଅମ୍ବାନୀ: ପଛରେ ପଡ଼ିଲେ ଆଲିବାବା ସଂସ୍ଥାପକ ଜ୍ୟାକ୍‌ ମା

ନୂଆଦିଲ୍ଲୀ/ବେଜିଂ,୨୩।୪: ଫେସ୍‌ବୁକ୍‌ ସହିତ ରିଲାଏନ୍ସ୍‌ ଜିଓର ଚୁକ୍ତିପରେ ମୁକେଶ ଅମ୍ବାନୀ ଏସିଆର ବିତ୍ତଶାଳୀ ଶିଳ୍ପପତି ତାଲିକାରେ ଏକ ନମ୍ବର ସ୍ଥାନ ହାସଲ କରିଛନ୍ତି। ଏହାପୂର୍ବରୁ ଏହି ସ୍ଥାନରେ…

6 years ago

କରୋନା ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ: ଅଭିଯୁକ୍ତ ବାପ, ପୁଅଙ୍କୁ କୋର୍ଟ ଚାଲାଣ

ଦିଗପହଣ୍ଡି,୨୩।୪(ଡି.ଏନ୍‌.ଏ.): ଦିଗପହଣ୍ଡି ବ୍ଳକ ବୋମକେଇ ଗାଁରେ ରାସନ କାର୍ଡ ଓ ଲେବର କାର୍ଡ ହିତାଧିକାରୀଙ୍କୁ କରୋନା ଆର୍ଥିକ ସହାୟତା ବଣ୍ଟନ ସମୟରେ ସରପଞ୍ଚ ପ୍ରତିନିଧିଙ୍କୁ ହତ୍ୟା ଉଦ୍ୟମ…

6 years ago

ଶ୍ରୀକ୍ଷେତ୍ରରେ ଚାପ କାମ ଆରମ୍ଭ: କେବଳ ମହାପ୍ରଭୁଙ୍କୁ ଅପେକ୍ଷା

ପୁରୀ ଅଫିସ,୨୩ା୪: ଆସନ୍ତା ୨୬ ତାରିଖରେ ଚନ୍ଦନଯାତ୍ରା। ଏହି ଅବସରରେ ବାହାର ଚନ୍ଦନ ଯାତ୍ରାରେ ମହାପ୍ରଭୁ ଶ୍ରୀକ୍ଷେତ୍ରର ପଞ୍ଚମହାଦେବଙ୍କ ସହ ମିଶି ୨୧ ଦିନ ପବିତ୍ର ନରେନ୍ଦ୍ର…

6 years ago

କିମ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର: ଉତ୍ତରାଧିକାରୀ ଦୌଡ଼ରେ ଭଉଣୀ ଆଗରେ

ସିଓଲ୍‌,୨୩।୪: ଉତ୍ତରକୋରିଆର ଏକଛତ୍ରବାଦୀ ଶାସକ କିମ୍‌ ଜୋଙ୍ଗ ଉନ୍‌ଙ୍କ ସ୍ବାସ୍ଥ୍ୟାବସ୍ଥା ଗୁରୁତର ଥିବା କୁହାଯାଉଛି। ତାଙ୍କର ହୋଇଥିବା ଏକ ଅପରେଶନ୍‌ ଅସଫଳ ହୋଇଥିବାରୁ ଏଭଳି ସ୍ଥିତି ସୃଷ୍ଟି…

6 years ago